Home

ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ୍

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ...

ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା

ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ବ୍ଲକର ବିଭିନ୍ନ ପଞ୍ଚାୟତ ରୁ ଜନ ସାଧାରଣଙ୍କ ପକ୍ଷରୁ ମାତ୍ର ୨୬ ଗୋଟି...

National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ କୋର୍ଟ ବର୍ତ୍ତମାନ ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ...

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ ମିନି ନିଲାମରେ ସମସ୍ତଙ୍କ ନଜର ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କ ଉପରେ ରହିବ।...

୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର

ପୁରୁଷ ହେଉ କି ମହିଳା, କେଶ ଝଡ଼ିବା ଏକ ସାଧାରଣ ସମସ୍ୟା। ତଥାପି ୪୦ ବର୍ଷ ବୟସ ପରେ ମହିଳାମାନଙ୍କର କେଶ ଝଡ଼ିବାର ସମ୍ଭାବନା ଅଧିକ ରହିଥାଏ । ଅନେକ କ୍ଷେତ୍ରରେ, ଏହା ଅନିୟନ୍ତ୍ରିତ। ଡାକ୍ତରଙ୍କ କହିବା ଅନୁସାରେ, ୪୦...

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ ପାଣ୍ଠି ୧୦୭ କୋଟିରୁ ଅଧିକ ଏବଂ ୧୦ ଦଳ ମଧ୍ୟରୁ ଏମାନେ ସବୁଠାରୁ...

VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍‌

ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜ ଏବେ ଏହି ଗୁଳିକାଣ୍ଡ ଉପରେ ଏକ ବିବୃତ୍ତି ଜାରି କରିଛନ୍ତି। ସେ...

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ ଏବଂ ଖୋଲାଖୋଲି ଭାବରେ ନିଜକୁ ପ୍ରକାଶ କରିବାର ସାହସ ପାଇବେ। ଏହା ବ୍ୟତୀତ,...

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ କାର୍ଯ୍ୟକାଳ ସହିତ ଜଡିତ ଦୁର୍ନୀତି ଅଭିଯୋଗରେ ଗିରଫ କରିବାକୁ ଯୋଜନା କରୁଛନ୍ତି। ଦୁର୍ନୀତି...

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ କର୍ମଚାରୀଙ୍କୁ ରୋଜଗାର ଦେଇ ୧୫ଟି ପରିବାର ଚଳାଉଛନ୍ତି ଦୀନେଶ। ମୁଣ୍ଡ ଝାଳ ତୁଣ୍ଡରେ...

ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ, ବୁମରାହଙ୍କୁ ନେଇ କ’ଣ ରହିଛି ଅପଡେଟ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଦୀର୍ଘ ୧ମାସ ଧରି ଚାଲିବ। ଏନେଇ ଶ୍ରୀମନ୍ଦିର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri