ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଘୂର୍ଣ୍ଣିବଳୟଟି ୧୧…
ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍ ଲାଗିଲା କରେଣ୍ଟ: ଆଉ ତା’ପରେ…
ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ କରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବ ରାଜମିସ୍ତ୍ରୀଙ୍କ ମୃତ୍ୟୁ…
ପ୍ରସିଦ୍ଧ ୟୁଟ୍ୟୁବର୍ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ
ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରତିବାଦରେ ଯୋଗଦେବାକୁ ଥିବା ପ୍ରସିଦ୍ଧ ୟୁଟ୍ୟୁବର୍ ଧ୍ରୁବ…
ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା
କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମହିଳା ସୁପରଭାଇଜର ନିୟମିତ କ୍ଷେତ୍ର ପରିଦର୍ଶନ କରୁ ନ ଥିବା ଏବଂ…
ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ମହାବିଦ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ନଂ. ୩୭୩,…
ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍ ସରଗରମ: ନାମାଙ୍କନ ନାକଚ୍, ଆଶାୟୀ ଅସନ୍ତୋଷ
ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି। ଶୁକ୍ରବାର ନାମାଙ୍କନ ପତ୍ର ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହାପରେ…
ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍ ଇଣ୍ଡିଆ: ୩ ବ୍ୟାଟ୍ରଙ୍କ ବିସ୍ଫୋରକ ଇନିଂସ
ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ଟିମ ଇଣ୍ଡିଆ ଦମ୍ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା କରି ୨୦ ଓଭରରେ ୫ ଉଇକେଟ ହରାଇ ୨୪୯ ରନ ସଂଗ୍ରହ କରିଥିଲେ।…
ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…
ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୫ ଉଇକେଟ ହରାଇ ୨୪୯ ରନ କରିଥିଲା। ଜବାବରେ ୱେଷ୍ଟଇଣ୍ଡିଜ…
ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼
ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ ଦର୍ଶନ ପାଇଁ ସକାଳୁ ସମଲେଶ୍ଵରୀ ମନ୍ଦିରରେ ଭକ୍ତଙ୍କ ନାହିଁ ନ ଥିବା ଭିଡ଼…
ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ
ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ ରଙ୍ଗବେରଙ୍ଗ କାହିଁକି? ଆମେରିକାର ପ୍ରସିଦ୍ଧ ‘ଅବର୍ଣ୍ଣ ବିଶ୍ୱବିଦ୍ୟାଳୟ’, ‘କାଲିଫର୍ନିଆ ବିଶ୍ୱବିଦ୍ୟାଳୟ’ ଏବଂ ଭାରତର…
ବଡ଼ ଭୁଲ୍ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ
ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ ପିଛା କରି ଟି-୨୦ କ୍ରିକେଟ୍ରେ ନିଜର ଶକ୍ତି ପ୍ରଦର୍ଶନ କରିଛି। କାରିବୀୟ ବ୍ୟାଟରମାନେ…
ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ
ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା ସିଟି ପର୍ଯ୍ୟନ୍ତ ଅନୁଭୂତ ହୋଇଥିବା ଜଣାପଡ଼ିଛି। ତେବେ ରାଜଧାନୀରେ କୌଣସି କ୍ଷୟକ୍ଷତିର ସୂଚନା…

