Home

ପାଠ ପଢୁଥିବା ବେଳେ ଭୁଶୁଡ଼ିଲା ସ୍କୁଲ ଛାତ, ଚାଲିଗଲା ୨୦ଛାତ୍ରୀଛାତ୍ରଙ୍କ ଜୀବନ

ଇସଲାମବାଦ,୧୫ା୧୦: ପାକିସ୍ତାନର ପେଶାୱରରେ ଏକ ସ୍କୁଲ୍‌ର ଛାତ ଭୁଶୁଡ଼ି ପଡ଼ିବାରୁ ଏକ ବଡ଼ ଅଘଟଣ ଘଟିଛି । ଏହି ଦୁର୍ଘଟଣାରେ ୨୦ ଜଣ ଛାତ୍ରୀଛାତ୍ରଙ୍କ ସହ ଜଣେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ଏହାସହ ୨୧ ଜଣ ଆହତ ହୋଇଛନ୍ତି।…

ବଦଳିଯିବ ବାୟାବାବା କଲେଜ ଛାତ୍ର ସଂସଦ ଭୋଟ୍‌ ସମୀକରଣ !, ମଧ୍ୟାହ୍ନ ସୁଦ୍ଧା ୮୦ ପ୍ରତିଶତ ମତଦାନ

ମହାକାଳପଡ଼ା,୧୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ପ୍ରମୁଖ ଶିକ୍ଷନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ଭୋଟିଂ ଶାନ୍ତିଶୃଙ୍ଖଳା ଭାବେ ହେଉଛି। ମୋଟ୍‌ ୬୧୮ ଭୋଟରମାନଙ୍କର ମଧ୍ୟାହ୍ନ ସୁଦ୍ଧା ୮୦ ପ୍ରତିଶତ ମତଦାନ ହୋଇଛି ବୋଲି କୁହାଯାଉଛି। ବିଶେଷ କରି ଅଖିଳ…

ଦୀପାବଳି ପୂର୍ବରୁ ଗୁରୁ-କେତୁ ଯୁତି! ଚମକିବ ୪ ରାଶିଙ୍କ ଭାଗ୍ୟ, ମିଳିବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କର ଚଳନ ଓ ସେମାନଙ୍କ ଯୁତିର ପ୍ରଭାବ ୧୨ଟି ରାଶିର ଜୀବନ ଉପରେ ପଡ଼ିଥାଏ। ୨୦୨୬ ମସିହାରେ ଦୀପାବଳି ପୂର୍ବରୁ ଅକ୍ଟୋବର ୩୧ ତାରିଖରେ ଦେବଗୁରୁ ବୃହସ୍ପତି ଓ କେତୁଙ୍କ ଯୁତି ଗଠନ ହେବା ନେଇ ଜ୍ୟୋତିଷୀୟ…

କ୍ୟାପ୍ଟେନ ହେବା ପରେ ସ୍ମୃତି ମନ୍ଧାନାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ବଦଳିବନି ବ୍ୟାଟିଂ….

ନୂଆଦିଲ୍ଲୀ,୧୫।୧୦: ଭାରତୀୟ ମହିଳା କ୍ରିକେଟ୍‌ ଦଳର ଅଧିନାୟିକା ହେବା ପରେ ନିଜ ବ୍ୟାଟିଂ ଶୈଳୀରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ସ୍ପଷ୍ଟ କରିଛନ୍ତି ସ୍ମୃତି ମନ୍ଧାନା। ଅଧିନାୟକ ପଦର ଚାପ ତାଙ୍କ ବ୍ୟାଟିଂକୁ ପ୍ରଭାବିତ କରିବ ନାହିଁ ଏବଂ ଦଳର ଆବଶ୍ୟକତା…

ଚାଲିଛି ନିର୍ବାଚନ: ବଲାଙ୍ଗୀର ମହିଳା କଲେଜରେ ଛାତ୍ରୀ ବାଛୁଛନ୍ତି ମନପସନ୍ଦର ପ୍ରାର୍ଥୀ

ବଲାଙ୍ଗୀର,୧୫ା୧୦(ସୁନିଲ କୁମାର ମହାନ୍ତି): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଗୁରୁବାର ଚାଲିଛି। ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ସକାଳ ୮ଟାରୁ ଛାତ୍ର ସଂସଦ ନିର୍ବାଚନ ଆରମ୍ଭ ହୋଇଛି।ମହାବିଦ୍ୟାଳୟର ତିନୋଟି ରୁମ୍‌ରେ ପୋଲିଂ ବୁଥ୍‌ କରାଯାଇଛି।…

ଛାତ୍ର ସଂସଦ ନିର୍ବାଚନ ବନ୍ଦ ଘୋଷଣା ପରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଶୂନ୍‌ଶାନ୍‌

ବଲାଙ୍ଗୀର,୧୫ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନକୁ ବୁଧବାର ରାତିରେ ବନ୍ଦ ଘୋଷଣା କରାଯାଇଥିଲା। ନିର୍ବାଚନ ବାତିଲ ପରେ ଆଜି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ଶୂନ୍‌ଶାନ ହୋଇଯାଇଛି। ପୋଲିସ ଫୋର୍ସ ଉପସ୍ଥିତ…

CJP ପ୍ରତିବାଦ ପରେ ବଢ଼ିଲା ବିବାଦ; ଇମ୍ରାନ ଖାନଙ୍କୁ ଦେଶ ଛାଡିବାକୁ ନୋଟିସ୍, ଏହି ତାରିଖ ସୁଦ୍ଧା….

ନୂଆଦିଲ୍ଲୀ, ୧୫।୧୦: ବଲିଉଡ୍ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ମୁମ୍ବାଇରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହୋଇଥିବା ବିରୋଧ ପ୍ରଦର୍ଶନରେ ସେ ସାମିଲ ହୋଇଥିବା ନେଇ ଖବର ପ୍ରକାଶ ପାଇଛି…

ଘଞ୍ଚ ଜଙ୍ଗଲରେ ଚାଲିଚାଲି ପାଟ୍ରୋଲିଂ କଲେ ବନାଞ୍ଚଳ ଅଧିକାରୀ, ଦିନକୁ ୧୦ କିଲୋମିଟର ଚାଲିବା ବାଧ୍ୟତାମୂଳକ

ଦାରିଙ୍ଗବାଡ଼ି,୧୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ବନାଞ୍ଚଳ ପକ୍ଷରୁ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ ଜିପ୍‌ ଧରି ପାଟ୍ରୋଲିଂ କରାଯାଉଥିବା ବେଳେ ଏବେ କାଠ ମାଫିଆ ଓ ଅବାଧରେ ଶିକାର କରୁଥିବା…

ବିଭିନ୍ନ ଦାବି ନେଇ ଜିଲାପାଳଙ୍କୁ ଭେଟିଲା ବରିଷ୍ଠ ନାଗରିକ ଫୋରମ୍‌

ଦେବଗଡ଼,୧୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଏକ ଶିଳ୍ପ ବିହୀନ ଜିଲା ଓ ଜିଲାର ଅଧିକାଂଶ ଲୋକ ମୁଖ୍ୟତଃ ଚାଷ ଉପରେ ନିର୍ଭର କରୁଥିବାରୁ ଜିଲାରେ ଏକ କୃଷି ବିଶ୍ୱବିଦ୍ୟାଳୟ, ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ କିମ୍ବା ଫରେଷ୍ଟ୍ରିର ଏକ କଲେଜ/ଶାଖା ସ୍ଥାପନ…

ସ୍କନ୍ଧମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ୱରୀ

ବରଗଡ଼,୧୫ା୧୦(ପ୍ରେମାନନ୍ଦ ଖମାରୀ): ଶାରଦୀୟ ନବରାତ୍ର ପୂଜା ଅବସରରେ ଗୁରୁବାର ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଧୂପ, ଦୀପ ପୁଷ୍ପ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ

ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ପ୍ରସ୍ତାବିତ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯାଇଛି। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ଅଫିସ୍ ଅର୍ଡର (ନଂ. ୨୪୭୦/RUB) ଜାରି କରି ଏହି ସୂଚନା ଦିଆଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ…

ମେଳି କରି ସିଦ୍ଧାନ୍ତଙ୍କୁ ଟାର୍ଗେଟ କଲେ ଅସନ୍ତୁଷ୍ଟ ଭାଜପା ନେତା: ‘ଷଡ଼ଯନ୍ତ୍ର ସଫଳ ହେବନି’ କହି ଜବାବ ଦେଲେ ବିଧାୟକ

ଦିଗପହଣ୍ଡି,୧୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ଭାଜପାରେ ଅନ୍ତର୍ଦ୍ଦ୍ୱନ୍ଦ ଏବେ ବିସ୍ଫୋରକ ସ୍ଥିତିରେ ପହଞ୍ଚିଛି। ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି, ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରେ ଭାଜପା ନେତୃମଣ୍ଡଳୀ ଓ କର୍ମୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?