ଉତ୍ତର କୋରିଆ ସେନାଙ୍କ ମୃତଦେହ ଜଳାଇ ଦେଉଛି ରୁଷିଆ? ରାଷ୍ଟ୍ରପତି ଜେଲନସ୍କିଙ୍କ ଗୁରୁତର ଅଭିଯୋଗ
କ୍ୱିଭ,୧୮।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବିପଜ୍ଜନକ ସ୍ତରରେ ପହଞ୍ଚୁଛି। ମଙ୍ଗଳବାର ରୁଷିଆ ବିରୁଦ୍ଧରେ ଭୋଲୋଡିମିର ଜେଲେନସ୍କି ଏକ ନୂଆ ଦାବି କରିଛନ୍ତି ଯେ ରୁଷିଆ ଉତ୍ତର କୋରିଆ ସୈନିକମାନଙ୍କ ମୁହଁ ଜାଳି ସେମାନଙ୍କ ଉପସ୍ଥିତି ଲୁଚାଉଛି। ଏଥି ସହିତ, ଜେଲେନସ୍କି ଇନଷ୍ଟାଗ୍ରାମରେ ଏକ…
ହ୍ବିପ ଜାରି ପରେ ବି ନିଖୋଜ ଅଛନ୍ତି ଏମପି, ଜ୍ୟୋତିରାଦିତ୍ୟଙ୍କଠାରୁ ଗଡକରୀଙ୍କ ପର୍ଯ୍ୟନ୍ତ…, ଏବେ ହେବ ବଡ଼ ଆକ୍ସନ!
ନୂଆଦିଲ୍ଲୀ,୧୮।୧୨: ମଙ୍ଗଳବାର ଲୋକ ସଭାରେ ‘ଓ୍ବାନ ନେଶନ- ଓ୍ବାନ ଇଲେକ୍ସନ’ ଉପରେ ଏକ ବିତର୍କ ହେବାର ଥିଲା ଏବଂ ଏଥିପାଇଁ ଭାଜପା ଏହାର ସମସ୍ତ ଏମପିଙ୍କୁ ସଂସଦରେ ଉପସ୍ଥିତ ହେବାକୁ କହିଥିଲେ। ଏଥିପାଇଁ ସମସ୍ତଙ୍କୁ ଏକ ତିନି ଧାଡି ହ୍ବିପ ଦିଆଯାଇଥିଲା।…
ଅବସର ପ୍ରାପ୍ତ ଡିଏସପିଙ୍କ ଘରେ ଲାଗିଲା ନିଆଁ, ୬ ମୃତ
କଠୁଆ,୧୮।୧୨: ଜମ୍ମୁ କଠୁଆ ଜିଲାର ଶିବନଗରରେ ଏକ ଘରେ ନିଆଁ ଲାଗିଯାଇଛି। ଏହି ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ସମୟରେ ୪ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବୁଧବାର ସକାଳେ ଜମ୍ମୁ କଶ୍ମୀରର କଠୁଆରେ…
ମଣିପୁରରୁ ଷ୍ଟାରଲିଙ୍କ ଉପଗ୍ରହ ଇଣ୍ଟରନେଟ ଉପକରଣ ଜବତ
ଇମ୍ଫାଲ,୧୮।୧୨: ମଣିପୁରର କେରୋ ଖୁନାଓରେ ଉଗ୍ରବାଦୀ ଗୋଷ୍ଠୀ ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ) ଦ୍ୱାରା ବ୍ୟବହୃତ ହୋଇଥିବା ଅଭିଯୋଗରେ ଭାରତୀୟ ସୁରକ୍ଷା ବାହିନୀ ଷ୍ଟାରଲିଙ୍କ ଉପଗ୍ରହ ଇଣ୍ଟରନେଟ ଉପକରଣ ଜବତ କରିଛି। ଦୁଇ ମାସ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ଘଟଣା।…
ବଜାରକୁ ଆସିବ ଓମ୍ଫେଡ୍ ପାଣି, ଚକୋଲେଟ୍
ଭୁବନେଶ୍ୱର,୧୮ା୧୨(ଅନୁରାଧା ମହାରଣା):ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍ ଗୁଜରାଟର ଆନନ୍ଦଠାରେ ଥିବା ଭାରତ ସରକାରଙ୍କ ସ୍ବୀକୃତିପ୍ରାପ୍ତ ନ୍ୟାଶନାଲ ଡାଏରୀ ଡେଭଲପ୍ମେଣ୍ଟ ବୋର୍ଡ (ଏନ୍ଡିଡିବି) ପରିଦର୍ଶନରେ ଯାଇଛନ୍ତି। ଏହି ଅବସରରେ ପରିଚାଳକଙ୍କ ତାଲିମ, କ୍ରୟ,…
ରାଜ୍ୟ ପର୍ଯ୍ୟଟନ ସଚିବଙ୍କ ଦିଗପହଣ୍ଡି ଗସ୍ତ: ୫-ଟି ହାଇସ୍କୁଲ, ମିଶନ ଶକ୍ତି ଗୃହ
ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ଗସ୍ତରେ ରାଜ୍ୟ ପର୍ଯ୍ୟଟନ ସଚିବ ତଥା କମିଶନର ବାଲୱନ୍ତ ସିଂ ଆସିଛନ୍ତି। ମଙ୍ଗଳବାର ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟ, ଶ୍ରୀଜଗନ୍ନାଥ ୫-ଟି ହାଇସ୍କୁଲ, ମିଶନ ଶକ୍ତି ଗୃହ ଏବଂ ଅଙ୍ଗନୱାଡ଼ି ଗୃହ ପରିଦର୍ଶନ କରିଥିଲେ। ଅଙ୍ଗନୱାଡ଼ି ଶିଶୁମାନଙ୍କ ସହ…
ସଡ଼କ ଦୁର୍ଘଟଣାରେ ୩ ଗୁରୁତର
ହିଞ୍ଜିଳିକାଟୁ, ୧୮।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ବେଲଗାଁ ଥାନା ଅନ୍ତର୍ଗତ ଗୋଦରାପଲ୍ଲୀ ଗ୍ରାମ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି। ଆହତ ମାନେ ବାଇକରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।…
ନବୀନଙ୍କ ସହ ରହିଛୁ, ଶେଷ ଯାଏ ରହିବୁ
ଭୁବନେଶ୍ୱର,୧୮ା୧୨(ଅନିଲଦାସ):ବିଜେଡି ନେତା ସୁଜିତ କୁମାର ଓ ମମତା ମହାନ୍ତ ଭାଜପାରେ ସାମିଲ ହେବା ପରେ ଦଳର ଆହୁରି କେତେକ ଏମ୍ପି ଦଳ ଛାଡ଼ିବା ନେଇ ବିଭିନ୍ନ ସମୟରେ ଭାଜପା ନେତାମାନେ ଗଣମାଧ୍ୟମରେ କହୁଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ମଧ୍ୟ ଚର୍ଚ୍ଚା…
ସ୍ନୋ ପାଉଡର ଲଗାଅ ନାହିଁ
ଧନର ଦେବୀ ଲକ୍ଷ୍ମୀ। ତାଙ୍କର ଅନ୍ୟନାମ ଚଞ୍ଚଳା। ଅର୍ଥାତ୍ ସେ ଗୋଟିଏ ଜାଗାରେ ରହିପାରନ୍ତି ନାହିଁ। ଯଦି ଲୋକଙ୍କ ପାଖରେ ଧନ ଅଛି ତେବେ ତାହାକୁ ଅନ୍ୟ ଲୋକ ପାଇଲେ କ୍ଷତି କ’ଣ। ସରକାର ଯେଉଁ ବ୍ୟବସ୍ଥା କରିଛନ୍ତି ସେଥିରେ ଏବେ…
ଜେ.ପି. ନଡ୍ଡାଙ୍କ ସ୍ଥାନ ନେବେ କିଏ? ଫେବୃୟାରୀରେ ହୋଇଯିବ ସ୍ପଷ୍ଟ
ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଭାଜପାର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଫେବୃଆରୀ ଶେଷ ସୁଦ୍ଧା ନିର୍ବାଚିତ ହୋଇପାରନ୍ତି ବୋଲି ଦଳର ଜଣେ ବରିଷ୍ଠ କାର୍ଯ୍ୟକର୍ତ୍ତା ସୂଚନା ଦେଇଛନ୍ତି। ବର୍ତ୍ତମାନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସ୍ଥାନରେ ନୂଆ ଅଧ୍ୟକ୍ଷ ଦାୟିତ୍ୱ ନେବେ। ଜାନୁଆରୀ ମଧ୍ୟଭାଗ ସୁଦ୍ଧା ଅର୍ଦ୍ଧାଧିକ…
ଫଡ୍ନବିସଙ୍କୁ ଭେଟିଲେ ଉଦ୍ଧବ: ବଢୁଛି ଚର୍ଚ୍ଚା
ନାଗପୁର, ୧୮।୧୨:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଦଳର ଘୋର ବିପର୍ଯ୍ୟୟ ପରେ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକ୍ରେ ମଙ୍ଗଳବାର ନାଗପୁର ବିଧାନ ଭବନଠାରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସଙ୍କୁ ଭେଟିଛନ୍ତି। ନିର୍ବାଚନରେ ଭାଜପାର ବଡ଼ ବିଜୟ ହୋଇଥିବାରୁ ଉଦ୍ଧବ…
ବିସ୍ଫୋରଣରେ ରୁଷିଆ ଜେନେରାଲ ନିହତ
ମସ୍କୋ,୧୮ା୧୨:ବୋମା ବିସ୍ଫୋରଣରେ ରୁଷିଆର ବରିଷ୍ଠ ଜେନେରାଲ ଇଗୋର କିରିଲୋଭ୍ଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ମସ୍କୋସ୍ଥିତ ତାଙ୍କ ଆପାର୍ଟମେଣ୍ଟ ବିଲ୍ଡିଂ ବାହାରେ ଏକ ସ୍କୁଟରରେ ଲୁଚାଇ ରଖାଯାଇଥିବା ବୋମା ବିସ୍ଫୋରଣ ହୋଇଥିଲା। ରୁଷିଆ ସେନାର ଆଣବିକ, ଜୈବ ଏବଂ ରାସାୟନିକ ସୁରକ୍ଷା ବଳର…
Archives


