Home

ଆଉ ମାତ୍ର ୨୦ ମିଟର ପରେ ଘରେ ପହଞ୍ଚିଥାନ୍ତେ ହୋମଗାର୍ଡ, ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କାର୍ଯ୍ୟରତ ହୋମଗାର୍ଡଙ୍କ ରାସ୍ତା ଦୁର୍ଘଟଣାରେ ଜୀବନ ଯାଇଛି। ସେହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମୁଣ୍ଡନାଜୁ ଗ୍ରାମର ପୀତବାସ ପ୍ରଧାନ। ପ୍ରକାଶ ଯେ, ସେ କୌଣସି କାର୍ଯ୍ୟରେ ପରିବାର ସହ ବାହାରକୁ ଯାଇଥିଲେ। ଫେରିବାବେଳେ…

ଛାତ୍ରଙ୍କ ଗୁଳି ମାଡରେ ୫ ମୃତ, ୬ ଆହତ

ନ୍ୟୁଜର୍ସି,୧୭।୧୨: ସୋମବାର ଆମେରିକାର ୱିସ୍କୋସିନ ରାଜ୍ୟ ମାଡିସନ ସ୍ଥିତ ଏକ ବିଦ୍ୟାଳୟରେ ଗୁଳି ବିନିମୟରେ ସନ୍ଦିଗ୍ଧ ଆକ୍ରମଣକାରୀଙ୍କ ସମେତ ୫ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନ୍ୟ ୬ଜଣ ଆହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ଆକ୍ରମଣକାରୀ ବିଦ୍ୟାଳୟର ଛାତ୍ର ଥିଲେ। ଗୁଳି…

ଆମେ କାମ ଚୋର

ଅତୀତରେ ରାଜାମାନେ ଶୋଷଣକାରୀ ଥିଲେ। ସେତେବେଳେ ଲୋକେ କେବଳ ଚାଷ ଉପରେ ନିର୍ଭର କରୁଥିଲେ। ଚାଷ ବ୍ୟତୀତ ଅନ୍ୟ ଅର୍ଥନୈତିକ ପନ୍ଥା ନ ଥିଲା। ଯୋଗାଯୋଗର ମଧ୍ୟ ସୁବିଧା ନ ଥିଲା। ଗୋଟିଏ ଜାଗାରୁ ଅନ୍ୟ ଏକ ଜାଗାକୁ ଲୋକ ଯାଇପାରୁ…

ହାବିଲଦାର, କନଷ୍ଟେବଲ୍‌ଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୭ା୧୨(କାର୍ତ୍ତିକ ସାହୁ):ଓଡ଼ିଶା ପୋଲିସ ହାବିଲଦାର, କନଷ୍ଟେବଲ୍‌ ଓ ସିପାହୀ ସଂଘର ୪୫ତମ ବାର୍ଷିକ ଉତ୍ସବ କଟକ ଓଏସ୍‌ଏପି ଷଷ୍ଠ ବାଟାଲିୟନ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି, ହାବିଲ୍‌ଦାର,…

ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା

ଭୁବନେଶ୍ୱର,୧୭ା୧୨: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ…

ଟ୍ରେଣ୍ଡ୍‌ସର ଏଣ୍ଡ ଅଫ୍‌ ଦି ସିଜନ ସେଲ୍‌

ମୁମ୍ବାଇ,୧୭।୧୨ (ଅଭୟ ଦାଶ): ରିଲାଏନ୍ସ ଗ୍ରୁପର ପ୍ରମୁଖ ସଂସ୍ଥା ତଥା ରିଲାଏନ୍ସ ରିଟେଲର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଟ୍ରେଣ୍ଡସର ବହୁ ପ୍ରତୀକ୍ଷିତ ‘ଏଣ୍ଡ ଅଫ୍‌ ଦି ସିଜନ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ ଉପରେ ଆକର୍ଷଣୀୟ…

ମୋବାଇଲ ରପ୍ତାନିରେ ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୧୭ା୧୨(ଅନୁରାଧା ମହାରଣା): ଭାରତରୁ ସ୍ମାର୍ଟଫୋନ ରପ୍ତାନି ଗୋଟିଏ ମାସରେ ପ୍ରଥମ ଥର ପାଇଁ ୨୦,୦୦୦ କୋଟି ଟଙ୍କା ଅତିକ୍ରମ କରି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। କମ୍ପାନୀଗୁଡିକ ଦ୍ୱାରା ଉପସ୍ଥାପିତ ଏବଂ ଶିଳ୍ପ ସଂସ୍ଥାଗୁଡ଼ିକରୁ ସଂଗୃହିତ ତଥ୍ୟରୁ ଏହା ପ୍ରକାଶ ପାଇଛି। ଚଳିତ…

ନୂଆଗାଁ ବିଜୁ ଯୁବ ଭବନକୁ ନେଇ ବିବାଦ

ନୂଆଗାଁ,୧୭।୧୨(ଧନେଶ୍ୱର ସାହୁ):ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସଦର ମହକୁମାଠାରେ ନିର୍ମାଣ ହୋଇଥିବା ବିଜୁ ଯୁବ ଭବନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବିବାଦ ଲାଗି ରହିଛି । ବିଜେଡି ଏହି ଭବନକୁ ନିଜ ଅକ୍ତିଆରରେ ରଖିଥିବା ବେଳେ କ୍ଷମତାକୁ ଆସିବା…

ସବୁଠୁ ପ୍ରଦୂଷିତ ସହରର ତାଲିକା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧୨: ପ୍ରଦୂଷଣ ସାରା ଦେଶର ସମସ୍ୟା ବୋଲି ସୁପ୍ରିମକୋର୍ଟ ସୋମବାର କହିବା ସହ ଅତ୍ୟଧିକ ପ୍ରଦୂଷିତ ସହରଗୁଡ଼ିକର ତାଲିକା ଦାଖଲ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ଗୁଣବତ୍ତା ଚିହ୍ନଟ ଏବଂ ସମସ୍ୟାର…

ଜର୍ଜିଆରେ ୧୨ ଭାରତୀୟ ମୃତ

ତିବ୍ଲିିସି, ୧୭।୧୨: ଜର୍ଜିଆର ଗୁଡୈରିସ୍ଥିତ ପାହାଡ଼ିଆ ଅଞ୍ଚଳରେ ଥିବା ଏକ ରିସର୍ଟରେ ୧୨ ଭାରତୀୟଙ୍କର ମୃତ୍ୟୁ ଘଟିଛି। ରିସର୍ଟର ଏକ ରୁମରୁ ସମସ୍ତଙ୍କର ମୃତଦେହ ମିଳିଛି। ବିଷାକ୍ତ କାର୍ବନ ମନୋକ୍ସାଇଡ୍‌ ଗ୍ୟାସ୍‌ ବ୍ୟାପିବାରୁ ଏହି ଅଘଟଣ ଘଟିଥିବା ନେଇ ସ୍ଥାନୀୟ ଅଧିକାରୀ…

ଭାଜପାରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର, ୧୭ା୧୨(ସୁନିତ୍‌ ମିଶ୍ର):ଭାଜପା ସରକାର ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ କହିଛନ୍ତି, ପ୍ରତିଦିନ ଦଳର…

ନେହେରୁଙ୍କୁ ନେଇ ସୀତାରାମନ-ଖାର୍ଗେ ମୁହାଁମୁହିଁ

ନୂଆଦିଲ୍ଲୀ,୧୭ା୧୨: ୧୯୫୧ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ସମ୍ବିଧାନ ସଂଶୋଧନ କରି ବାକ୍‌ ସ୍ବାଧୀନତା ଉପରେ ଅଙ୍କୁଶ ଲଗାଇଥିଲେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ରାଜ୍ୟ ସଭାରେ ସମ୍ବିଧାନ ଉପରେ ଆଲୋଚନାରେ ଭାଗ ନେଇ କହିଥିଲେ। ୧୯୪୯ରେ କବି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri