ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…
ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ
ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଦେଓମାଳି ବୁଲିବାକୁ ଯାଇଥିବା ସୁନାବେଡ଼ା ୟୁନିଭର୍ସିଟିର ୫ ଜଣ ଛାତ୍ରଛାତ୍ରୀଙ୍କୁ କିଛି ମୁଖାପିନ୍ଧା…
ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…
ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ନିର୍ମିତ ଡିଭାଇଡରରେ ଅନ୍ଧାର ଯୋଗୁଁ ଏକ କାର୍ (OR 02 BX…
ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …
କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଏହି ଗୁରୁତ୍ୱପୂର୍ଣ୍ଣ ମେନ୍ ପରୀକ୍ଷା ଅନୁଷ୍ଠିତ ହେବ। OPSC…
ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…
କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍ (ସିନ୍ଦୁକ)ରୁ ଟଙ୍କା ଚୋରି କରିବା ଅଭିଯୋଗରେ ନେପାଳ ପୋଲିସ ୨୯ ଜଣଙ୍କୁ ଅଟକ କରିବା ସହ…
ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!
କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା ୬୨୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨,୪୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି।…
ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!
ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା କମ୍ପାନୀ ‘ଏଭରେଷ୍ଟ ଫୁଡ୍ ପ୍ରଡକ୍ଟସ’ ଏବଂ ‘ଲାଲଜୀ ଗୋଧୁ’ ଦ୍ୱାରା ପ୍ରସ୍ତୁତ କମ୍ପାଉଣ୍ଡେଡ୍…
NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…
ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା ନିଜର ସହଯୋଗୀ ଏବଂ ହିନ୍ଦୁସ୍ତାନ ଆୱାମୀ ମୋର୍ଚ୍ଚା (HAM) ର ଅଧ୍ୟକ୍ଷ ଜୀତନରାମ…
ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ
ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା କ୍ଲବ ପକ୍ଷରୁ ନିର୍ବାଚନୀ ସଚେତନତାମୂଳକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର…
ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…
କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍ବ ୧୪୩ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାସ୍ତାର ଏକାଧିକ ସ୍ଥାନ ଫାଟି ଏବେ ଗାତ ସୃଷ୍ଟି…
ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…
ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ ବହୁ ଚାଷୀ ପଞ୍ଜୀକରଣ କରିପାରି ନ ଥିବାରୁ ଏହାର ଅବଧି ସେପ୍ଟେମ୍ବର ୧୫…
ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…
ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ ଓଡ଼ିଶା ସମ୍ପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଅଶ୍ବିନୀ…

