Home

ଟିକସ ଆଦାୟରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୧୬।୧୨ (ଅଭୟ ଦାଶ): ଦେଶର ଅର୍ଥ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ନୂଆ ନିୟମ ଓ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହା ଫଳରେ ଉଭୟ କେନ୍ଦ୍ର ଓ ରାଜ୍ୟରେ କ୍ରମାଗତ ଭାବେ ଟିକସ ଆଦାୟ ପରିମାଣ ବୃଦ୍ଧି ପାଇଛି ବୋଲି…

ଅସ୍ଥିର ଦକ୍ଷିଣ କୋରିଆ

ଗତ ସପ୍ତାହରେ ସିରିଆ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ ନିଜ ଦେଶ ଭିତରେ ଘୋର ବିରୋଧର ସମ୍ମୁଖୀନ ହେବା ପରେ ବାଧ୍ୟହୋଇ ରୁଷିଆକୁ ପଳାଇଲେ। ବିଦ୍ରୋହୀମାନେ ଯେଭଳି ଆକ୍ରମଣାତ୍ମକ ହୋଇଉଠିଥିଲେ ସେଥିରୁ ସେ ବୁଝିଯାଇଥିଲେ ବେଶି ସମୟ ଦେଶ ଭିତରେ ରହିଲେ ଜୀବନ…

ରାଷ୍ଟ୍ରାୟତ୍ତ ବ୍ୟାଙ୍କର ରେକର୍ଡ ପରିମାଣର ଲାଭ

ଭୁବନେଶ୍ୱର,୧୬ା୧୨(ଅନୁରାଧା ମହାରଣା): କ୍ରମାଗତ ଭାବେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡିକର କାରବାର ବେଶ ଉତ୍ସାହ ଜନକ ରହିଛି। ଏପରିକି ବ୍ୟାଙ୍କ ଗୁଡିକର ଲାଭ ପୂର୍ବପେକ୍ଷା ବୃଦ୍ଧି ପାଇଛି। ଗତ ଆର୍ଥିକ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗୁଡିକ ସର୍ବାଧିକ ୧.୪୧ ଲକ୍ଷ କୋଟି ଟଙ୍କାର…

ଦାରିଙ୍ଗବାଡ଼ିରେ ଚଳିତବର୍ଷର ପ୍ରଥମ ତୁଷାରପାତ, ଶୀତ ଲହରୀ ଜାରି

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୀତ ଲହରୀ ଜାରି ରହିଛି। ତାପମାତ୍ରା ହ୍ରାସ ପାଇବା ସହ ଚଳିତ ବର୍ଷ ପ୍ରଥମଥର ପାଇଁ ସୋମବାର ସକାଳେ ତୁଷାରପାତ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ବୁର୍ଜୁବାଡ଼ି ସମେତ ଶିବ ମନ୍ଦିର ସାହି,…

ମହିଳାଙ୍କ ଗଳା କାଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଧରାଇଲା ୟୁପିଆଇ ପେମେଣ୍ଟ, ସ୍ବାମୀଙ୍କ ସମେତ ୩ ଗିରଫ

କଟକ/କଟକ ସଦର,୧୬ା୧୨(କାର୍ତ୍ତିକ ସାହୁ/ ସୁଶାନ୍ତ କୁମାର ଜେନା): ହତ୍ୟାର ଶିକାର ମହିଳା ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଭିତର ସୋବଳା ଗ୍ରାମର ପଦ୍ମାବତୀ ସାମଲ(୩୫)। ତାଙ୍କୁ ତାଙ୍କ ସ୍ବାମୀ ବଳରାମ ଦେହୁରୀ(୩୨), ଦିଅର ଜଗନ୍ନାଥ ଦେହୁରୀ ଓରଫ ବାବୁ(୨୭)…

ଏପ୍ରିଲ ୧୮ରେ ‘ଘାଟି’

ହାଇଦ୍ରାବାଦ: ‘ବାହୁବଲୀ’ ଚଳଚ୍ଚିତ୍ରରେ ଦେବସେନା ଭୂମିକାରେ ଅଭିନୟ କରି ଦର୍ଶକଙ୍କ ହୃଦୟରେ ରାଜ୍‌ କରିଥିବା ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କୁ ଆଗାମୀ ଦିନରେ ‘ଘାଟି’ ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ। ରବିବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଏହି ଆକ୍ସନ କ୍ରାଇମ୍‌ ଡ୍ରାମା ଫିଲ୍ମର…

ସମ୍ପର୍କୀୟ ଭାଇଙ୍କୁ ପ୍ରେମ, ବିବାହର ୪ ଦିନ ପରେ ସ୍ବାମୀଙ୍କୁ ହତ୍ୟା

ଗାନ୍ଧୀନଗର, ୧୬।୧୨: ଗୁଜରାଟରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମନାକୁ ଆସିଛି। ଗାନ୍ଧୀନଗରରେ ପାୟଲ ନାମ୍ନୀ ଜଣେ ଯୁବତୀ ବିବାହର ୪ ଦିନ ପରେ ନିଜ ସ୍ବାମୀ ଭାବିକଙ୍କୁ ହତ୍ୟା କରିଛନ୍ତି। ଗତ ୧୦ରେ ଅହମଦାବାଦ ନିବାସୀ ଭାବିକ ଓ ଗାନ୍ଧୀନଗର ନିବାସୀ ପାୟଲଙ୍କର…

ଟ୍ରାକ୍ଟର ଚୋରି ଅଭିଯୋଗ: ରାତି ସାରା ପିଟି ହତ୍ୟା

ପାଟନା,୧୬ା୧୨: ବିହାରର ମୁଜାଫରପୁରରେ ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ଲୋକେ ଲୋକେ ପିଟି ମାରିଦେଇଛନ୍ତି। ଅଭିଯୁକ୍ତ ଶମ୍ଭୁ ଶାହନି ନିଜ ଭୁଲ୍‌ ପାଇଁ ବାରମ୍ବାର କ୍ଷମା ମାଗିବା ସତ୍ତ୍ୱେ ତାଙ୍କ କଥା କେହି ଶୁଣି ନ ଥିଲେ। ତାଙ୍କ ଗୋଡ଼କୁ ଏକ ଅଟୋରେ…

ବିଜୟର ୨୩ ଦିନ ପରେ ଶପଥ

ନାଗପୁର,୧୬।୧୨(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଆଶାତୀତ ସଫଳତା ହାସଲର ୨୩ ଦିନ ପରେ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଏବଂ ୨ ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଓ ଅଜିତ ପାଓ୍ବାର ଶପଥ ନେବାର ୧୦ ଦିନ…

ଗୁଗୁଲ ଡ୍ରାଇଭରୁ ଉଭାନ ହୋଇଗଲା ଅତୁଲ ସୁଭାଷଙ୍କ ସୁଇସାଇଡ ନୋଟ!

ବେଙ୍ଗାଲୁରୁ,୧୫।୧୨: ଇଞ୍ଜିନିୟର ଅତୁଲ ସୁଭାଷ ତାଙ୍କ ସ୍ତ୍ରୀ ନିକିତା ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ହଇରାଣ କରୁଥିବା ଅଭିଯୋଗ କରି ପ୍ରାୟ ଏକ ସପ୍ତାହ ପୂର୍ବରୁ ଆତ୍ମହତ୍ୟା କରିଥିଲେ। ୩୪ ବର୍ଷିୟ ଅତୁଲଙ୍କ ମୃତ୍ୟୁ ପୂର୍ବରୁ ଶେୟାର ହୋଇଥିବା ଗୁଗୁଲ ଡ୍ରାଇଭ…

ମହାରାଷ୍ଟ୍ରରେ ବଡ଼ ଧରଣର ଓଲଟ ପାଲଟ, ଇସ୍ତଫା ଦେଲେ ଏହି ବରିଷ୍ଠ ନେତା

ମୁମ୍ବାଇ,୧୫।୧୨: ମହାରାଷ୍ଟ୍ରରେ ବିଧାନସଭା ନର୍ବାଚନ ପରେ ଆରମ୍ଭ ହୋଇଥିବା ରାଜନୈତିକ ଅସ୍ଥିରତା ବନ୍ଦ ହେବାର କୌଣସି ସଙ୍କେତ ଦେଉନାହିଁ। କେତେବେଳେ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ସମୀକରଣ ଖରାପ ହେବାରେ ଲାଗିଥିଲା ଏବଂ ବେଳେବେଳେ ସରକାର ଗଠନ ଏବଂ ମନ୍ତ୍ରୀଙ୍କ ତାଲିକାକୁ ନେଇ…

ମହାୟୁତି କ୍ୟାବିନେଟର ହେଲା ସମ୍ପ୍ରସାରଣ, କଟିଲା ଛଗନ ଭୁଜବଳଙ୍କ ସହ ୯ ବରିଷ୍ଠ ନେତାଙ୍କ ପତ୍ତା

ନାଗପୁର,୧୫।୧୨: ରବିବାର ଅପରାହ୍ନରେ ନାଗପୁରରେ ମହାୟୁତି ଗ୍ରାଣ୍ଡ ଆଲାଇନ୍ସର ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। କ୍ୟାବିନେଟରେ କିଏ ସୁଯୋଗ ପାଇବ ଏବଂ କିଏ ଶପଥ ନେବେ? ବର୍ତ୍ତମାନ ଏହାର ଚିତ୍ର ପ୍ରାୟ ସ୍ପଷ୍ଟ ହୋଇଛି । ସମସ୍ତ ତିନି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri