ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ: ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଛାନ୍ଭିନ୍
ଭୁବନେଶ୍ୱର/ଭବାନୀପାଟଣା,୩୦।୬(ଉତ୍ତମ କୁମାର ଦାଶ):: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଛାନ୍ଭିନ୍ କରୁଛି ଭିଜିଲାନ୍ସ ଟିମ୍। ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ…
ସାମାନ୍ୟ ବଚସାରୁ ଯୁବକଙ୍କୁ ନିର୍ମମ ହତ୍ୟା: ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍
ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମର ବ୍ରହ୍ମପୁର ପୋଲିସ ଜିଲା ଦିଗପହଣ୍ଡି ଥାନା ଅଧିନ ଭୀଷ୍ମଗିରି ଗ୍ରାମ ଉଷାକୋଠୀ ସାହିର ବି.ରାମଚନ୍ଦ୍ର ପାତ୍ର ଓରଫ ଟୁଲୁ ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଆଜି ଭୋରରୁ ଏହି ହତ୍ୟାକାଣ୍ଡ ଘଟିଛି।…
ବୟଫ୍ରେଣ୍ଡ ସହ ସ୍ତ୍ରୀ ଫେରାର, ସ୍ବାମୀ ନେଲେ ଭୟଙ୍କର ପଦକ୍ଷେପ: ଶ୍ୱଶୁର କଲେ…
ଗ୍ବାଲିଅର,୩୦।୬: ମଧ୍ୟପ୍ରଦେଶର ଗ୍ବାଲିଅରରୁ ବିବାହରେ ପ୍ରତାରଣାର ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ତାଙ୍କ ସ୍ତ୍ରୀଙ୍କ ବିଶ୍ୱାସଘାତକତାରେ ଦୁଃଖୀ ହୋଇ ବିଷ ପିଇ ଦେଇଥିଲେ। ତାଙ୍କୁ ଶୀଘ୍ର ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିଥିଲା। ଏବେ ତାଙ୍କ ଅବସ୍ଥା ଗୁରୁତର…
ଆଜି ସରିବ ଧାନ ସଂଗ୍ରହ ପ୍ରକ୍ରିୟା, ମଣ୍ଡିରୁ ଉଠିନି ଧାନ
ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ସରିଯିବ। ହେଲେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣିଛନ୍ତି। ମାତ୍ର ଅନେକ ଚାଷୀଙ୍କ ଧାନ ଏପର୍ଯ୍ୟନ୍ତ ଭଣ୍ଡାରେ ପଡ଼ି ରହିଛି।…
ବୟସରେ ପୂର୍ଣ୍ଣଚ୍ଛେଦ
‘କାଣ୍ଟା ଲଗା’ ମ୍ୟୁଜିକ୍ ଭିଡିଓରେ ଲୋକପ୍ରିୟତା ହାସଲ କରିବାଠାରୁ ଆରମ୍ଭ କରି ସଲମାନ ଖାନ୍ଙ୍କ ‘ମୁଝ୍ସେ ଶାଦି କରୋଗୀ’ ଚଳଚ୍ଚିତ୍ରରେ ଅଭିନୟ ସହ ରିଅଲଟି ଶୋ’ ବିଗ୍ବସ୍-୧୩ରେ ସାମିଲ ହୋଇଥିବା ଅଭିନେତ୍ରୀ ଶେଫାଳି ଜରିଓ୍ବାଲାଙ୍କର ମାତ୍ର ୪୨ ବର୍ଷ ବୟସରେ ମୃତ୍ୟୁ…
ଆହୁରି ୭ ଦିନ ବର୍ଷିବ:ବିଜୁଳି-ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ବୋହିବ ପବନ
ଭୁବନେଶ୍ୱର,୩୦ା୬(ଅନୁରାଧା ମହାରଣା):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ସୃଷ୍ଟ ଘୂର୍ଣ୍ଣିବଳୟ ମଧ୍ୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି, ଯାହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା,…
ଅଜଣା ଗାଡି ଧକ୍କାରେ ଚାଲିଗଲା ୨ ଜୀବନ: ଜଣେ ଗୁରୁତର
ଧର୍ମଶାଳା,୩୦।୬(ଶିବପ୍ରାସାଦ ମହାନ୍ତି): ଯାଜପୁର ଜିଲା ବଡ଼ଚଣା ଥାନା ୧୬ନଂ ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟରେ ଅଜଣା ଗାଡି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ବାଇକରେ ତିନି ଜଣ ଚଣ୍ଡିଖୋଲରୁ ବଡ଼ଚଣା ଅଭିମୁଖେ ଫେରୁଥିବା…
ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ: ଜାଣନ୍ତୁ କେତେବେଳେ…
ପୁରୀ,୩୦ା୬(ଅଜିତ୍ କୁମାର ମହାନ୍ତି):ଦାରୁବିଗ୍ରହମାନେ ନବଦିନାତ୍ମକ ଯାତ୍ରାରେ ଯାଇ ରବିବାର ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି। ସୋମବାର ଆଷାଢ଼ ଶୁକ୍ଳ ଚତୁର୍ଥୀଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ…
ପୁଣି ରକ୍ତମୁଖା ହେଲା ରୁଷିଆ: ଅଧରାତିରେ ୟୁକ୍ରେନ ଉପରେ ମିଶାଇଲ୍ ମାଡ଼
କିଭ୍/ମସ୍କୋ,୩୦ା୬(ରଏଟର୍ସ/ଏପି):୨୦୨୨ ଫେବୃଆରୀ ୨୪ରେ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିଥିଲା। ସେବେଠୁ ଯୁଦ୍ଧରେ ଉଭୟ ପକ୍ଷଙ୍କ ବହୁ ଧନଜୀବନ ହାନି ହେଲାଣି। ଯୁଦ୍ଧ ଆଗକୁ ନ ବଢ଼ାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର ରୁଷୀୟ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍…
ଭାରତୀୟ ବାଳକଙ୍କ ବିଶ୍ୱ ରେକର୍ଡ: ମାଉଣ୍ଟ ଏଲ୍ବ୍ରସ୍ରେ ଚଢ଼ିଲେ ୬ ବର୍ଷୀୟ ତେଘବୀର
ଚଣ୍ଡିଗଡ଼,୩୦।୬:ପଞ୍ଜାବର ରୋପର ଜିଲା ନିବାସୀ ତେଘବୀର ସିଂ(୬) ୟୁରୋପ ମହାଦେଶର ସବୁଠାରୁ ବଡ଼ ପର୍ବତ ମାଉଣ୍ଟ ଏଲ୍ବ୍ରସ୍ରେ ଚଢ଼ି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ରୁଷିଆରେ ଅବସ୍ଥିତ ୧୮,୫୧୦ ଫୁଟ (୫,୬୪୨ ମିଟର) ଉଚ୍ଚତାର ଏହି ଗିରି ଶୃଙ୍ଗର ଶିଖରକୁ ଚଢ଼ିବାରେ…
ଜନ୍ମବେଦିରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା
ପୁରୀ,୩୦ା୬ (ଅଜିତ୍ କୁମାର ମହାନ୍ତି):ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ…
ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ,୨୯ା୬(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ…

