ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !
ମୁମ୍ବାଇ: ‘ଓ୍ବାନ୍ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍ ପେନ୍ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍ ଆଇରେସ୍ରେ ଥିବା ନିଜ ହୋଟେଲର ବାଲକୋନି ଖସି ପଡ଼ିବା ପରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକ…
ତୁଡୁକିବାଡ଼ିରେ ଧୂମ୍ଧାମରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼
ଦାରିଙ୍ଗବାଡ଼ି,୧୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗଜଲକ୍ଷ୍ମୀ ପୂଜା ପାଇଁ ଉତ୍ସବମୁଖର ହୋଇଛି। ଦାରିଙ୍ଗବାଡ଼ି ଚାରିଛକ ଓ ତୁଡୁକିବାଠାରେ ଅସ୍ଥାୟୀ ମଣ୍ଡପକୁ ସୁସଜ୍ଜିତ କରାଯିବା ସହ ବରଣମାଳା ଓ ରଙ୍ଗବେରଙ୍ଗ ଆଲୁଅରେ ଝଲସି ଉଠୁଛି ମଣ୍ଡପ। ବୁଧବାର ଏହି ପୂଜାର ଆରମ୍ଭ…
ପିସିଙ୍କ ସ୍ବାମୀ ନିକ୍ଙ୍କ ଜୀବନ ପ୍ରତି ବିପଦ! କନସର୍ଟ ଅଧାରୁ ଷ୍ଟେଜ୍ ଛାଡ଼ି ଦୌଡ଼ିଲେ…
ଲଣ୍ଡନ: ବଲିଉଡ୍ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ତଥା ପପ୍ଷ୍ଟାର ନିକ୍ ଜୋନାସଙ୍କ ଜୀବନ ପ୍ରତି ବିପଦ। ନିକଟରେ ‘ଜୋନାସ୍ ବ୍ରଦର୍ସ’ଙ୍କର ଏକ କନ୍ସର୍ଟ ସମୟରେ ସେଭଳି କିଛି ଘଟଣା ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। ଏହାର ଭିଡିଓ ଭାଇରାଲ ହେଉଛି।…
ଅକ୍ଟୋବରରେ ବଢ଼ିଲା ଏଫ୍ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ
ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ ଗ୍ରାହକଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଜାରି ରହିଛି। ଏପରିକି ବ୍ୟାଙ୍କର ଜମା ରାଶି ବୃଦ୍ଧି ପାଇଁ…
ଆଜି ହରିୟାଣା ସରକାରଙ୍କ ଶପଥ ଗ୍ରହଣରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୭।୧୦(ସୁନିତ୍ ମିଶ୍ର): ହରିୟାଣାରେ ଭାଜପା ନେତୃତ୍ୱାଧୀନ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ। ଏନେଇ ମୁଖ୍ୟମନ୍ତ୍ରୀ ବୁଧବାର ୪ ଦିନିଆ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ହରିୟାଣା ଏବଂ…
ଫେମିନା ମିସ ଇଣ୍ଡିଆ ୨୦୨୪ର ଟାଇଟଲ ଜିତିଲେ ନିକିତା ପୋରୱାଲ, ଏହି ଫିଲ୍ମରେ ଆସିବେ ନଜର
ନୂଆଦିଲ୍ଲୀ,୧୭।୧୦: ଫେମିନା ମିସ ଇଣ୍ଡିଆ ୨୦୨୪ର ଗ୍ରାଣ୍ଡ ଫାଇନାଲ ଅକ୍ଟୋବର ୧୬ରେ ଆୟୋଜିତ ହୋଇଯାଇଛି। ଭାରତର ଏହି ମୋଷ୍ଟ ଆଇକନିକ ବିୟୁଟି ପେଜେଣ୍ଟର ୬୦ ତମ ବାର୍ଷିକୀରେ, ମଧ୍ୟପ୍ରଦେଶର ନିକିତା ପୋରୱାଲଙ୍କୁ ଏହି ଆଖ୍ୟା ମିଳିଛି। ଏହି କାର୍ଯ୍ୟକ୍ରମ ମୁମ୍ବାଇର ୱର୍ଲିରେ…
୧ କୋଟି ପୁରସ୍କାର ଘୋଷିତ ମାଓବାଦୀ ଗିରଫ
ମାଲକାନଗିରି,୧୬ା୧୦(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ପୋଲିସ ଦ୍ୱାରା ୧ କୋଟି ଟଙ୍କା ପୁରସ୍କାର ଘୋଷିତ ମହିଳା ମାଓବାଦୀ ବୁଧବାର ଗିରଫ ହୋଇଛନ୍ତି। ସେ ହେଲେ କଳ୍ପନା ଓରଫ ସୁଜାତା। ହାଇଦ୍ରାବାଦର ମେହବୁବନଗରରେ ଲୁଚି ରହିଥିବା ନେଇ ତେଲଙ୍ଗାନା ପୋଲିସକୁ ବିଶେଷ ସୂତ୍ରରୁ ଖବର…
ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ
ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି ବ୍ଲକ ପଶୁଧନ ଚିକିତ୍ସାଳୟର ଡା. ଜିତେନ୍ଦ୍ର ମୋହନ ପଣ୍ଡା ଏବଂ ଅନ୍ୟ କର୍ମଚାରୀମାନେ ମୃତ…
ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…
ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ କୁମ୍ଭୀର ଟାଣିଟାଣି ନେଇଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…
ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…
ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ ହେବ। ତେବେ ଧନୁଯାତ୍ରା ମହୋତ୍ସବର ଅବ୍ୟବହିତ ପୂର୍ବରୁ କଂସ ଅଭିନେତା ହୃଷୀକେଶ ଭୋଇ ପୁଣି…
ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା
ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆର୍ଏସ୍ସି -୧୪ ଗ୍ରାମରେ ଗୁରୁବାର ଘଟିଛି। ସକାଳୁ ବ୍ଲେଶିରାଣୀ ଭତ୍ରା(୫)ପଡ଼ୋଶୀ ଘରେ…
ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…
କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ ଆଗରେ ବ୍ଲେଡରେ କାଟି ଦେଇଥିଲେ। ଫଳରେ ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି…
Archives


