ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…
ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ ଆଇନର ପରିବର୍ତ୍ତନ ଆବଶ୍ୟକ ଅଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ମାସେ ଦେଢ଼ ମାସ ଭିତରେ…
ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍ଜି ମନୋଜ ସିହ୍ନା
ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି ସ୍ଥିତି ଉପୁଜିବ? ରାଜଧାନୀରେ ଏଲ୍ଜି ଏବଂ ଆପ୍ ସରକାରଙ୍କ ମଧ୍ୟରେ ମତଭେଦ ହେଉଥିବା ବେଳେ…
ଆଇପିଏଲ୍ ପୂର୍ବରୁ ନୂଆ ବୋଲିଂ କୋଚ ନିଯୁକ୍ତ କଲା ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କିଏ ହେଲେ…
ମୁମ୍ବାଇ,୧୬।୧୦: ଆଇପିଏଲ ୨୦୨୫ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ମୁମ୍ବାଇ ଦଳ ପାଇଁ ଏକ ନୂଆ ବୋଲିଂ କୋଚ ନିଯୁକ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ପୂର୍ବତନ ଟିମ ଇଣ୍ଡିଆର କୋଚ ପାରସ ମହମ୍ବ୍ରେଙ୍କୁ ଏକ ସୁଯୋଗ…
ପାକିସ୍ତାନକୁ ନିଜ ଘରେ ମୁହଁତୋଡ ଜବାବ ଦେଲେ ଜୟଶଙ୍କର: ଜାଣନ୍ତୁ କ’ଣ କହିଲେ
ନୂଆଦିଲ୍ଲୀ,୧୬।୧୦: ଭାରତୀୟ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ବର୍ତ୍ତମାନ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବା ପାଇଁ ପାକିସ୍ତାନରେ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ, ଏସସିଓ ସିଏଚ୍ଜି ବୈଠକ ପ୍ରତିବର୍ଷ ଅନୁଷ୍ଠିତ ହୁଏ ଏବଂ ବାଣିଜ୍ୟ ତଥା ସଂଗଠନର…
କିଏ ସେ ସୁରିନ୍ଦର ଚୌଧୁରୀ? ଯାହାକୁ ଉପମୁଖ୍ୟମନ୍ତ୍ରୀ କଲା ଉମର ସରକାର.. ଭାଜପାର ତୁଙ୍ଗ ନେତାଙ୍କୁ କରିଥିଲେ ପରାଜିତ
ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀରରେ ନୂଆ ସରକାର ଗଠନ ହୋଇଛି। ବୁଧବାର ନ୍ୟାଶନାଲ କନ୍ଫରେନ୍ସର ନେତା ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ନୌସେରାରୁ ବିଧାୟକ ଥିବା ସୁରିନ୍ଦର ଚୌଧୁରୀ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଗତ ବିଧାନସଭା ନିର୍ବାଚନରେ ଭାଜପାକୁ ବଡ଼ ଝଟ୍କା…
ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି । ଏହିପରି ଭାବରେ ଭାରତ ସରକାର ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୦…
ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି ସର୍ବସମ୍ମତି କ୍ରମେ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର ଅର୍ଥାତ୍ ଅକ୍ଟୋବର ୧୭ରେ ହରିୟାଣାରେ…
ହେଜବୋଲ୍ଲାର ପେଜରଠାରୁ ଅଧିକ ଶକ୍ତିଶାଳୀ ଇଭିଏମ୍, କଂଗ୍ରେସର ଦାବିକୁ ନେଇ ଏମିତି କହିଲେ ନିର୍ବାଚନ କମିଶନ
ନୂଆଦିଲ୍ଲୀ,୧୬।୧୦: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କଂଗ୍ରେସ ନେତା ରସିଦ ଅଲଭି ମଙ୍ଗଳବାର ବାଲାଟ ପେପର ମାଧ୍ୟମରେ ଭୋଟ ଦେବାକୁ ଦାବି କରିଛନ୍ତି। ସେ କହିଛନ୍ତି ଯେ ଯଦି ଇଲେକ୍ଟ୍ରୋନିକ ଭୋଟିଂ ମେସିନ (ଇଭିଏମ) ବ୍ୟବହାର…
ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ
ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଜମ୍ମୁ କଶ୍ମୀର ରାଜ୍ୟପାଳ ମନୋଜ ସିହ୍ନା ଓମାର…
ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର…
ବାବା ସିଦ୍ଦିକୀ ହତ୍ୟାକାଣ୍ଡ: ୟୁଟ୍ୟୁବ ଦେଖି ଗୁଳି ଚଳାଇବା ଶିଖିଥିଲେ ଅଭିଯୁକ୍ତ
ମୁମ୍ବାଇ,୧୬।୧୦: ଶନିବାର ବିଳମ୍ବିତ ରାତିରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଭେଟେରାନ ଏନସିପି ନେତା ଅଜିତ ପାୱାର ଗ୍ରୁପର ବାବା ସିଦ୍ଦିକୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବର୍ତ୍ତମାନ ଏହି ଘଟଣାର ରହସ୍ୟ ଉନ୍ମୋଚନ ପାଇଁ ପ୍ରୟାସ କରାଯାଉଛି। ଏହି ସମୟରେ…
ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ
ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର ଶାନ୍ତି କମିଟି ପାଇଁ ନିଷ୍ପତି ହୋଇଥିବାବେଳେ ଫୁଲଟା ସରପଞ୍ଚ ମମତା ନାହାକଙ୍କ ଘର ଦାଣ୍ଡ…
Archives


