Home

ଆଦିବାସୀ ଗାଁରେ ନିଆରା ଢଙ୍ଗରେ ରଥଯାତ୍ରା: ଜଗନ୍ନାଥଙ୍କୁ ପୂଜା କରନ୍ତି ଆଦିବାସୀ ପୂଜାରୀ

ଦାରିଙ୍ଗବାଡ଼ି,୨୭ା୬(ଅରୁଣ ସାହୁ): ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରଥଯାତ୍ରା ପାଇଁ ଉତ୍ସବ ମୁଖର ହୋଇପଡ଼ିଛି। ବ୍ଲକ ଅଞ୍ଚଳର ସିମନବାଡ଼ି ସମେତ ଉକ୍ତ ପଞ୍ଚାୟତର ଗବାଟବାଡ଼ି, ଶ୍ରାନିକେତା ପଞ୍ଚାୟତ ଟକରମାଲା, ଗଦାପୁର ଏବଂ କାଟିଙ୍ଗିଆଠାରେ ଏହି ଯାତ୍ରା ଅନୁଷ୍ଠିତ…

ୟୁନୁସ ସରକାରଙ୍କ ଉପରେ ଦୋଷ ଝାଡ଼ିଲା ଭାରତ: ସିଧା ଦେଲା ଧମକ

ନୂଆଦିଲ୍ଲୀ/ଢାକା,୨୭।୬: ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ଦୁର୍ଗା ମାତା ମନ୍ଦିରରେ ଭଙ୍ଗାରୁଜାର ଏକ ଘଟଣା ସାମ୍ନାକୁ ଆସିଛି। ଭାରତ ଏହି ମାମଲାରେ କଡ଼ା ଆପତ୍ତି କରିଛି। ବୈଦେଶିକ ମନ୍ତ୍ରଣାଳୟ ମନ୍ଦିର ଭଙ୍ଗାରୁଜାକୁ ସମାଲୋଚନା କରିଛି ଏବଂ ଏଥିପାଇଁ ବାଂଲାଦେଶ ସରକାରଙ୍କୁ…

ଭାବର ବାନା: ପତିତପାବନ

ସ୍ଥୂଳ ଦୃଷ୍ଟିରେ ଦେଖିଲେ ଖଣ୍ଡେ ତ୍ରିକୋଣକାର ନାଲି କିମ୍ବା ହଳଦିଆ ରଙ୍ଗର କପଡ଼ା ମାତ୍ର। ତା’ର ନାମ ଧ୍ୱଜା, ନେତ, ପତାକା ଓ ବାନା। ମଝିରେ ଚନ୍ଦ୍ରବିନ୍ଦୁ ଚିହ୍ନ ଥିବା ଦୁଇଧାରର ଶେଷ ବିନ୍ଦୁରେ ଏକ ଫୁଲ ଲାଗିଥିବା ସେହି କପଡ଼ାର…

ଶ୍ରୀମନ୍ଦିରରେ ୫ ପତିତପାବନ

ମହାପ୍ରଭୁ ଓଡ଼ିଶାରେ ୬୪ଟି ନାମରେ ପୂଜିତ ହେଉଛନ୍ତି। ତାହା ମଧ୍ୟରୁ ଶ୍ରୀପତିତପାବନ, ଶ୍ରୀଦଧିବାମନ ଓ ଶ୍ରୀଭାଗବତ ଏହି ତିନୋଟି ନାମରେ ଅନେକ ଗୁରୁତ୍ୱ ରହିଛି। ଶ୍ରୀବଳଭଦ୍ର ଅନେକ ଜାଗାରେ ବଳଦେବ ବା ବଳରାମ ଭାବରେ ଉପାସିତ ହେଉଥିବାର ଦେଖାଯାଏ। ଉଦାହରଣ ସ୍ବରୂପ…

ଇରାନକୁ ଅଲ୍ଟିମେଟମ୍‌ ଦେଲା ଇସ୍ରାଏଲ୍‌: ୟୁରାନିୟମ ଫେରାଅ, ନଚେତ୍‌…

ଜେରୁଜେଲମ୍‌,୨୭।୬: ଯୁଦ୍ଧବିରତି ପରେ ଇରାନକୁ ଅଲ୍ଟିମେଟମ୍‌ ଦେଇଛି ଇସ୍ରାଏଲ୍‌। ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଜ କହିଛନ୍ତି, ଇରାନ ସମୃଦ୍ଧ ହୋଇଥିବା ୟୁରାନିୟମକୁ ଫେରାଇବାକୁ ପଡିବ। ଏହା ସେହି ୟୁରାନିୟମ ଯେଉଁଥିରୁ ପରମାଣୁ ବୋମା ତିଆରି ହୁଏ। ଆମେରିକା ଏବଂ ଇସ୍ରାଏଲ…

ଦ୍ରୁତଗତିରେ ଏହି ଧର୍ମ ଛାଡ଼ୁଛନ୍ତି ଲୋକେ: ଜାଣନ୍ତୁ ହିନ୍ଦୁ ଧର୍ମର ସ୍ଥିତି କେଉଁଠି

ନୂଆଦିଲ୍ଲୀ,୨୭।୬: ବିଶ୍ୱରେ ଅନେକ ଧର୍ମର ଲୋକ ବାସ କରନ୍ତି। ମିଳିତ ଜନସଂଖ୍ୟା ୮୦୦ କୋଟିରୁ ଅଧିକ। ୱାଲର୍‌ଡମିଟର ରିପୋର୍ଟ ଅନୁଯାୟୀ, ଏହି ୮୦୦ କୋଟି ଲୋକଙ୍କ ମଧ୍ୟରେ ସର୍ବାଧିକ ଜନସଂଖ୍ୟା ଇସଲାମ ଏବଂ ଖ୍ରୀଷ୍ଟିଆନ ଧର୍ମରେ ବିଶ୍ୱାସ କରୁଥିବା ଲୋକଙ୍କର। ପିଉ…

ଆରମ୍ଭ ହେଲା ସୁଦର୍ଶନଙ୍କ ପହଣ୍ଡି

ପୁରୀ,୨୭ା୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଆଜି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତ ଓ ସେବକମାନେ…

୬ ବର୍ଷ ପରେ ଗୁଡ୍‌ ନ୍ୟୁଜ୍‌ ଦେଲେ ରାଜନାଥ ସିଂ: ଚାଇନା ସହ ହୋଇଗଲା ବଡ଼ ନିଷ୍ପତି

ନୂଆଦିଲ୍ଲୀ/ବେଜିଂ,୨୭।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ SCO ସଦସ୍ୟ ଦେଶଗୁଡ଼ିକର ପ୍ରତିରକ୍ଷା ମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବା ପାଇଁ ଚାଇନାର କ୍ୱିଂଡାଓ ସହର ପହଞ୍ଚିଥିଲେ। ସେ ଚାଇନାର ପ୍ରତିରକ୍ଷା ମନ୍ତ୍ରୀ ଆଡମିରାଲ ଡନ ଜୁନଙ୍କ ସହ ସାକ୍ଷାତ କରିଥିଲେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୨୭ା୬: ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ରଥଯାତ୍ରାର ଏକ ଭିଡିଓ ଶେୟାର କରି କହିଛନ୍ତି, ମହାପ୍ରଭୁ ଆମ ପାଇଁ ଆରାଧ୍ୟ ଓ ପ୍ରେରଣା…ପୂରା ବିଶ୍ୱରେ ରଥଯାତ୍ରାର ସ୍ବତନ୍ତ୍ର…

‘ସାରା ପୃଥିବୀରେ ଶାନ୍ତି-ମୈତ୍ରୀ-ସଂପ୍ରୀତି ଅବ୍ୟାହତ ରହୁ’

ନୂଆଦିଲ୍ଲୀ,୨୭ା୬: ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମଗ୍ର ଦେଶ ତଥା ଦେଶ ବାହାରେ ରହୁଥିବା ମହାପ୍ରଭୁଙ୍କ ଭକ୍ତଗଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଶ୍ରୀଜିଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ। ସାରା ପୃଥିବୀରେ ଶାନ୍ତି,…

ଜଗନ୍ନାଥଙ୍କୁ ସାହା ଦଦରା ରଥ: ଆଶା-ଆଶଙ୍କାରେ ଦେବଗଡ଼ ରଥଯାତ୍ରା

ଦେବଗଡ଼,୨୭ା୬(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ରଥଯାତ୍ରା ଭାବେ ପରିଚିତ ଦେବଗଡ଼ ରଥଯାତ୍ରା ହେବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ଆୟୋଜକ ରାଜ ପରିବାରର ଚରମ ଅବହେଳା ଏବଂ ପରିଚାଳନାଗତ ତ୍ରୁଟି ଯୋଗୁ ଏପରି ହୋଇଥିବା କୁହାଯାଉଛି। ରଥଯାତ୍ରା ପୂର୍ବରୁ…

ଏଇ ଭାରତରେ

ଡ୍ରାଗନ ଫ୍ରୁଟ୍ସ ଚାଷରୁ ବର୍ଷକୁ ୨୦ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ଉତ୍ତରପ୍ରଦେଶର ଅନସୁଲ ମିଶ୍ରା। ବହୁ ବର୍ଷ ଧରି ଚାଷ ହେଉ ନ ଥିବା ତାଙ୍କ ପୈତୃକ ଜମିରେ ଏହି ଚାଷ କରି ସେ ଏଭଳି ସଫଳତା ପାଇଛନ୍ତି। ଅନସୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?