ଗୁଗ୍ଲରେ ଟ୍ରମ୍ପଙ୍କୁ ସର୍ଚ୍ଚ କରିଛନ୍ତି ସର୍ବାଧିକ ଲୋକ, ଏହା ପରେ ରହିଛି ଏହି ବ୍ୟକ୍ତିଙ୍କ ନାମ…
ଓ୍ବାଶିଂଟନ, ୧୧।୧୨: ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଚଳିତବର୍ଷ ଗୁଗ୍ଲରେ ସର୍ବାଧିକ ଲୋକ ସର୍ଚ୍ଚ କରିଛନ୍ତି। ଗୁଗ୍ଲର ‘ଇୟର ଇନ୍ ସର୍ଚ୍ଚ ୨୦୨୪’ ତାଲିକାର ବ୍ୟକ୍ତିତ୍ୱ ଶ୍ରେଣୀରେ ବିଶ୍ୱବ୍ୟାପୀ ସର୍ବାଧିକ ଲୋକ ଟ୍ରମ୍ପ୍ଙ୍କୁ ସର୍ଚ୍ଚ କରିଛନ୍ତି। ଓ୍ବେଲ୍ସ ଯୁବରାଣୀ କେଟ୍…
ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଯିବାବେଳେ ବାଟରେ ଓଲଟିଲା ପିକ୍ଅପ୍, ୪ ମୃତ, ୧୬ ଗୁରୁତର
ମୋହନା,୧୧ା୧୨(ମନ୍ମଥ ମିଶ୍ର): ଏକ ଶୁଦ୍ଧିକ୍ରିୟା ଭୋଜିରେ ଯୋଗଦେବାକୁ ପିକ୍ଅପ୍ ଭ୍ୟାନିରେ ପ୍ରାୟ ୪୦ ଜଣ ଯାତ୍ରୀ ରାମଗିରି ଥାନା ଅନ୍ତର୍ଗତ କେକେସିଂ ଗ୍ରାମରୁ ବାହାରି ମୋହନା ଥାନା ଅନ୍ତର୍ଗତ ଘାଇବାଲି ଗ୍ରାମକୁ ଆସୁଥିବା ବେଳେ ଚନ୍ଦ୍ରଗିରି ଫାଣ୍ଡି ନିକଟ ଚିଟିଙ୍ଗ ଘାଟିରେ…
ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ଭାବେ କୋରାପୁଟ ପୁରସ୍କୃତ
କୋରାପୁଟ,୧୧ା୧୨(ଅମିତାଭ ବେହେରା): ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ଶତତ ବିକାଶ ବର୍ଗରେ କୋରାପୁଟ ଦ୍ବିତୀୟ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ ପୁରସ୍କୃତ ହୋଇଛି। ବୁଧବାର ଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ମହାମହିମ…
ଦୀଘାରେ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣକୁ ନେଇ ପଶ୍ଚିମବଙ୍ଗରେ ରାଜନୈତିକ ଝଡ଼
ଭୋଗରାଇ,୧୧ା୧୨(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ସୈକତ ସହରକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨ ଦିନିଆ ତୋଫାନୀ ଗସ୍ତ କରି ନିଉ ଦୀଘାରେ ୨୦୧୯ରୁ ଗଢ଼ି ଉଠିଥିବା ୨୨ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କାର…
ସରିଲା ବିଧାନସଭାର ଶୀତ ଅଧିବେଶନ, ଧାର୍ଯ୍ୟ କାର୍ଯ୍ୟ ଦିବସ ପୂର୍ବରୁ…
ଭୁବନେଶ୍ୱର,୧୧ା୧୨: ବିଧାନସଭାର ଶୀତ ଅଧିବେଶନ ବୁଧବାର ଶେଷ ହୋଇଛି। ଏଥର ୧୬ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ ହୋଇଛି। ତେବେ ଅନିର୍ଦ୍ଦିଷ୍ଟ କାର୍ଯ୍ୟକାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ। ଏହି ଅଧିବେଶନରେ ୧୬ଟୁ ମାତ୍ର…
ଦେଶରେ ଶ୍ରେଷ୍ଠ ବ୍ଲକ ଛତ୍ରପୁର, ପୁରସ୍କୃତ କଲେ ରାଷ୍ଟ୍ରପତି
ଛତ୍ରପୁର,୧୧ା୧୨(ଦିଲ୍ଲୀପ ସାମଲ): କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ୪୫ଟି ପଞ୍ଚାୟତିରାଜ ସଂସ୍ଥାକୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…
ମଧ୍ୟାହ୍ନଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ସ୍ବାଭାବିକ ହେଲା ବିଦ୍ୟାଳୟ, ପାଠପଢ଼ାକୁ ଫେରିଲେ ପିଲା
ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୩୬ ଜଣ ଅସୁସ୍ଥ ଘଟଣା ପରେ ସୋମବାର ବିଦ୍ୟାଳୟ ଖୋଲିବା ପରେ ଏକ ପ୍ରକାର ଅଶାନ୍ତିର ବାତାବରଣ ସୃଷ୍ଟି ହୋଇଥିଲା। ଫଳରେ…
ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଖଲିଲ ହକାନୀ ମୃତ
କାବୁଲ,୧୧।୧୨: ଆଫଗାନିସ୍ତାନର ରାଜଧାନୀରେ ଏକ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ତାଲିବାନର ଶରଣାର୍ଥୀ ମନ୍ତ୍ରୀ ତଥା ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଖାଲିଲ ହକାନୀଙ୍କ ମୃତ୍ୟୁ ଘଟିଛି। ଆମେରିକା ତାଙ୍କ ଉପରେ ୫ନିୟୁତ ଡଲାର ପୁରସ୍କାର ଘୋଷଣା କରିଥିଲା। ତାଲିବାନ ଆଫଗାନିସ୍ତାନ…
‘ମହିଳା ସୁଇସାଇଡ କଲେ ବିନା ପ୍ରମାଣରେ ପୁରୁଷବନ୍ଧୁଙ୍କୁ କରାଯାଉଛି ଗିରଫ’, ଆଇନରେ ପରିବର୍ତ୍ତନ ପାଇଁ ଦାବି କଲେ ଅତୁଲଙ୍କ ଭାଇ
ବେଙ୍ଗାଲୁରୁ,୧୧।୧୨: ବର୍ତ୍ତମାନ ବେଙ୍ଗାଲୁରୁର ଏକ ଘରୋଇ ଆଇଟି କମ୍ପାନୀର ଡେପୁଟି ଜେନେରାଲ ମ୍ୟାନେଜର ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ମାମଲାରେ ଉଭୟ ପକ୍ଷରୁ ଅଭିଯୋଗ ଏବଂ ପ୍ରତିବାଦ ଆରମ୍ଭ ହୋଇଛି। ଅତୁଲଙ୍କ ଭାଇ ଆଇନର କାର୍ଯ୍ୟକାରିତା ଉପରେ ଗୁରୁତର ପ୍ରଶ୍ନ ଚିହ୍ନ ସୃଷ୍ଟି…
ଗଞ୍ଜେଇ ଗଛ ନ କାଟିବାକୁ ଉତ୍କୋଚ ଦାବି, ଅଡ଼ିଓ ଭାଇରାଲ
ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ କିଛିଦିନ ହେଲା ଗଞ୍ଜେଇ ଗଛ କଟାଯାଉଛି। ଏଥିରେ ଦାରିଙ୍ଗବାଡ଼ି ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉରେ ଗଞ୍ଜେଇ ଗଛ କଟାଚାଲିଛି। ଏକ ସପ୍ତାହ ମଧ୍ୟରେ ୩୪୫ ଏକର ଜମିରେ କରାଯାଉଥିବା…
ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ଦିଲ୍ଲୀ ଗଲେ ଫଡନାଭିସ-ଅଜିତ ପାଓ୍ବାର, ଶିନ୍ଦେଙ୍କୁ ନେଇ ଉଠୁଛି ପ୍ରଶ୍ନ
ମୁମ୍ବାଇ,୧୧।୧୨: ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ତୁତୁମେମେ ଦେଖାଦେଇଛି। ଏହି ସମୟରେ ଭାଜପା ନେତା କହିଛନ୍ତି ଯେ ଡିସେମ୍ବର ୧୪ରେ କ୍ୟାବିନେଟ ସମ୍ପ୍ରସାରଣ ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ବୁଧବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର…
ଅବିଶ୍ୱାସ ପ୍ରସ୍ତାବକୁ ନେଇ କଂଗ୍ରେସରେ ଫାଟ! ଦସ୍ତଖତ କରିନାହାନ୍ତି ସୋନିଆ-ଖାର୍ଗେ
ନୂଆଦିଲ୍ଲୀ,୧୧।୧୨: ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକରଙ୍କୁ ହଟାଇବା ପାଇଁ ଇଣ୍ଡିଆ ମେଣ୍ଟ ତାଙ୍କ ବିରୋଧରେ ପ୍ରସ୍ତାବ ଆଣିଛି। ତେବେ ସଂସଦ ଇତିହାସରେ ଏହା ହେଉଛି ପ୍ରଥମ ଘଟଣା, ଯେତେବେଳେ ଉପରାଷ୍ଟ୍ରପତିଙ୍କ ବିରୋଧରେ ଏହି ପ୍ରସ୍ତାବ ଅଣାଯାଇଛି। ଏହି ପ୍ରସ୍ତାବ ପାରିତ କରିବାକୁ…
Archives


