ନବୀନଙ୍କ ବଢୁଛି ଟେନଶନ, ରୋକିବାର ନା ନେଉନି ବିଜେଡିର ଗୋଷ୍ଠୀ କନ୍ଦଳ
ଭୁବନେଶ୍ୱର,୧୫।୧୦: ୨୪ବର୍ଷ ଶାସନରେ ଥିବା ବିଜେଡିକୁ ଏବେ ଘାରିଛି ଗୋଷ୍ଠୀ କନ୍ଦଳର ଡର। କ୍ଷମତା ଗଲା ପରେ ଗୋଟିଏ ଦଳରେ ଏ କେଉଁ ପ୍ରକାର ପରିସ୍ଥିତି ଦେଖାଯାଏ ତା’ର ଉଦାହରଣ ପାଲଟିଛି ବିଜେଡି। ଦିନ ଥିଲା ବିଜେଡିକୁ ଆସିବାକୁ ନେତାଙ୍କ ଲାଇନ୍…
ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି
ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍ ଦୃଷ୍ଟିସମ୍ପନ୍ନ ଲୋକମାନେ ସମ୍ମୁଖୀନ ହେଉଥିବା ଆହ୍ବାନକୁ ସାମ୍ନାକୁ ଆଣିବା ହେଉଛି ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ।…
ଷ୍ଟାର ହେଲ୍ଥ ଇନ୍ସ୍ୟୁରାନ୍ସ ତଥ୍ୟ ପ୍ରଘଟ: ଉଠିଲା ତଦନ୍ତ ଦାବି
ନୂଆଦିଲ୍ଲୀ,୧୪ା୧୦:ଷ୍ଟାର ହେଲ୍ଥ ଆଣ୍ଡ ଆଲାଏଡ୍ ଇନ୍ସ୍ୟୁରାନ୍ସ ସଂସ୍ଥାର ଗ୍ରାହକମାନଙ୍କ ଗୋପନ ତଥ୍ୟ ଗତ ୯ ତାରିଖରେ ପ୍ରଘଟ ହୋଇଛି। ଉକ୍ତ ଡେଟା ପାଇବାକୁ ହେଲେ ଉକ୍ତ କମ୍ପାନୀକୁ ୬୮,୦୦୦ ଡଲାର ପୈଠ କରିବାକୁ ଏକ ମେସେଜ୍ ମିଳିଥିଲା। କମ୍ପାନୀ ସାଇବର ଆକ୍ରମଣର…
ଅଭିଷେକଙ୍କ ସହ ନିର୍ବନ୍ଧ ରୋକିବାକୁ ଚାହୁଁଥିଲେ ଐଶ୍ୱର୍ଯ୍ୟା! ହେଲା ବଡ଼ ଖୁଲାସା…
ବମ୍ବେ: ଗତ କିଛିଦିନ ଧରି ବିଗ୍ ବି ଅମିତାଭ ବଚ୍ଚନଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ଏବଂ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ପରସ୍ପରଠାରୁ ଅଲଗା ହେବାକୁ ଯାଉଥିବା ଚର୍ଚ୍ଚାରେ ରହିଆସୁଛି। ଉଭୟ ଏନେଇ ମୁହଁ ଖୋଲି ନ ଥିଲେ ହେଁ…
ଓଡ଼ିଶା ଛାଡ଼ିଲା ‘ମୌସୁମୀ’
ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଛାଡ଼ିଛି। ପ୍ରଥମ ଦିନରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,…
ମୁଖ୍ୟମନ୍ତ୍ରୀ ଦେଲେ ସୂଚନା: ଏହି ଦିନ ଆସିବ ‘ସୁଭଦ୍ରା’ ଟଙ୍କା
ଭୁବନେଶ୍ୱର/କେନ୍ଦୁଝର,୧୫।୧୦: ‘ସୁଭଦ୍ରା ଯୋଜନା’କୁ ନେଇ ଆସିଲା ବଡ଼ ଅପ୍ଡେଟ୍। ଏହାର ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି କେବେ ଆସିବ ସେନେଇ ମହିଳାମାନେ ଚାହିଁ ରହିଛନ୍ତି। ଏମିତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏବେ ତିନିଦିନିଆ…
ମହାରାଷ୍ଟ୍ର-ଝାଡଖଣ୍ଡ ନିର୍ବାଚନ ପାଇଁ ତାରିଖ ଘୋଷଣା: ଜାଣନ୍ତୁ କେଉଁଦିନ ହେବ…
ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ବିଗୁଲ ବାଜିଛି। ଭାରତର ନିର୍ବାଚନ ଆୟୋଗ ରାଜୀବ କୁମାର ଏହି ୨ ରାଜ୍ୟ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ଝାଡଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ଭୋଟ…
ଏ ବୁଢାକୁ ରୋକିବା କଷ୍ଟକର: କାହିଁକି ଏମିତି କହିଲେ ଶରଦ ପାଓ୍ବାର
ମୁମ୍ବାଇ,୧୫।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ଖୁବ୍ଶୀଘ୍ର ତାରିଖ ଘୋଷଣା ହେବାକୁ ଯାଉଛି। ଏହି ନିର୍ବାଚନରେ ମହାୟୁତି ସହ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମହାବିକାଶ ଅଗାଡି(ଏମ୍ଭିଏ) ପ୍ରସ୍ତୁତ ହେଉଛି। ବିଶେଷକରି ରାଜ୍ୟର ଅଭିଜ୍ଞ ନେତାମାନେ ଆଗକୁ ଆସି ନିଜ ଦଳର ଦାୟିତ୍ୱ ନେଇଛନ୍ତି।…
ଅମରଙ୍କ ବିସ୍ଫୋରକ ବୟାନ: ଆଗକୁ ବହୁତ କିଛି ଘଟିବାକୁ ଯାଉଛି, କେବଳ BJP ନୁହେଁ…
ଭୁବନେଶ୍ୱର,୧୫।୧୦: ବିଜେଡ଼ିରେ ନ ଥିବା କହି ଚର୍ଚ୍ଚାର ପରିସରକୁ ଆସିଥିବା ଅମର ପ୍ରସାଦ ଶତପଥୀ ମଙ୍ଗଳବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଆଗକୁ ଓଡ଼ିଶା ରାଜନୀତିରେ ଅନେକ ଘଟଣା ଘଟିବାକୁ ଯାଉଥିବା ସେ କହିଛନ୍ତି। ଏହାଛଡ଼ା ଭାଜପା ନେତା ରାମଚନ୍ଦ୍ର…
ଏହି ଦିନ ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୫।୧୦:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ପ୍ରଥମେ ଜନ୍ମମାଟି ମୟୂରଭଞ୍ଜ ଜିଲାକୁ ଯାଇ ବହୁ ପ୍ରତୀକ୍ଷିତ ୩ଟିି ନୂତନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏନେଇ ମୟୂରଭଞ୍ଜ…
ନିର୍ବାଚନ ପୂର୍ବରୁ ଉଦ୍ଧବ ଠାକ୍ରେଙ୍କୁ ନେଇ ବଡ଼ କଥା କହିଦେଲେ ଏକନାଥ ଶିନ୍ଦେ
ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକରେଙ୍କୁ ଟାର୍ଗେଟ୍ କରିଛନ୍ତି। ସେ ଦାବି କରିଛନ୍ତି, ଉଦ୍ଧବ ବର୍ତ୍ତମାନ ବିରୋଧୀଦଳର ନେତା ପଦବୀ ଉପରେ ନଜର ରଖିଛନ୍ତି। କାରଣ ତାଙ୍କର ଏମଭିଏ ସହଯୋଗୀମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ…
ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ କାହିଁକି ରୁଷିଆକୁ ମିଳୁଛି ବାହାର ସମର୍ଥନ
ମସ୍କୋ,୧୫।୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦରେ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନକୁ ସମର୍ଥନ କରୁଥିବାବେଳେ ରୁଷିଆ କିଛି ଦେଶରୁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ସହାୟତା ନେଉଛି। ନିକଟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଭିଯୋଗ କରିଛନ୍ତି ଯେ ଉତ୍ତର କୋରିଆ…
Archives


