ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା
ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪ ତାରିଖରେ ଅଟୋ ଓଲଟି ଘଟିଥିବା ଦୁର୍ଘଟଣାରେ ଗୁରୁତର ହୋଇଥିବା କନ୍ଧମାଳ ଜିଲା ରାଇକିଆ…
ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ
ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ ପରିବେଶରେ ପାଠ ପଢ଼ୁଛନ୍ତି। ୧୯୬୧ ମସିହାରେ ପ୍ରତିଷ୍ଠିତ ବିଦ୍ୟାଳୟର ପୁରୁଣା କୋଠାଗୁଡ଼ିକ ଭାଙ୍ଗିରୁଜି…
ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର…
ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି
କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କୋଣାର୍କ ସୂତାକଳକୁ ଗସ୍ତ କରି ଭିତ୍ତିିଭୂମି…
୩ ମାସ ମଧ୍ୟରେ ଟିମ୍ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍ ପଡ଼ିପାରନ୍ତି ୪ ଖେଳାଳି
ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର ଟେଷ୍ଟ ସହଜରେ ଜିତିବା ପରେ, ଟିମ ଇଣ୍ଡିଆ ଶ୍ରୀଲଙ୍କା ଦ୍ୱାରା ଦେଖାଯାଇଥିବା କଠିନ…
ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ
ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ ପଡିଛନ୍ତି। ଗତ ରବିବାର ଓ ସୋମବାର ହାତୀ ନଦୀରେ ବନ୍ୟା ଆସିଥିଲା। ଏଥିଯୋଗୁ…
ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ
ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା ବେଳେ ବିଦ୍ୟାଳୟର କୋଠା ବିପଦପୂର୍ଣ୍ଣ ଭାବେ ରହିଛି। ନିମ୍ନମାନର ଖାଦ୍ୟ ପ୍ରଦାନ କରାଯାଉଥିବା…
ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା
ସିଡ୍ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ ମଧ୍ୟ ଅଧିକ ଆଖି ମିଟିକାଉଛନ୍ତି। ‘ରୟାଲ ସୋସାଇଟି ଓପନ୍ ସାଇନ୍ସ’ ଜର୍ନାଲରେ ପ୍ରକାଶିତ…
ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…
ଏମ୍ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ
ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ ଅଜିତ କୁମାର ସାହୁଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ।…
ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!
ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି । ଫାଇନାନ୍ସିଆଲ୍ ଟାଇମ୍ସର ଏକ ରିପୋର୍ଟ ଅନୁସାରେ, ହିମାଳୟରେ ଥିବା ଗ୍ଲେସିୟରଗୁଡ଼ିକ ତରଳିବା…
PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା
ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ ସ୍ଥିତି ସୃଷ୍ଟି ହୋଇଛି । ନିର୍ବାଚନରେ ସବୁଠାରୁ ଅଧିକ ଆସନ ଜିତି ସରକାର…

