ଡ୍ରେନ୍ ନିର୍ମାଣବେଳେ ଭୁଶୁଡ଼ିଲା ପାଚେରି, ଚାଲିଗଲା ଶ୍ରମିକଙ୍କ ଜୀବନ
କଟକ,୯ା୧୨ (କାର୍ତ୍ତିକ ସାହୁ): କଟକ ବିଡ଼ାନାସୀ ନାୟକସାହିରେ ରବିବାର ଡ୍ରେନ୍ ନିର୍ମାଣବେଳେ ଅଘଟଣ ଘଟିଛି। ଡ୍ରେନ୍ ପାର୍ଶ୍ୱରେ ଥିବା ଏକ ପୁରୁଣା ପାଚେରି ଭୁଶୁଡ଼ି ପଡିବାରୁ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଟ୍ଟାପୋଲ ଅଞ୍ଚଳର ଏସ୍.…
ବୟସ ୫୦ ଟପିଲେ କ’ଣ ହୁଏ ଜାଣି ରଖନ୍ତୁ…
ଆଲଜିମର୍ସ ରୋଗ ପ୍ରାୟ ୫୦ ବର୍ଷ ବୟସ ପରେ ପ୍ରକାଶପାଏ। ରୋଗ ହେଲେ ମସ୍ତିଷ୍କର ସ୍ନାୟୁ କୋଷଗୁଡ଼ିକରେ ବିଟା-ଆମିଲଏଡ୍ ନାମକ ଏକ ପ୍ରୋଟିନ୍ ଖଣ୍ଡମାନ ଜମିଯାଏ। ଏହି ବିଟା-ଆମିଲଏଡ୍ ଜମିବା ଫଳରେ ସ୍ମୃତିହାନି ଜାତ ହେବା ସ୍ବାଭାବିକ। ରୋଗୀ ମସ୍ତିଷ୍କରେ ସ୍ନାୟୁକୋଷମାନ…
ଭାରତ ଫେରୁଛନ୍ତି ବିଦେଶୀ ନିବେଶକ
ଭୁବନେଶ୍ୱର, ୯ା୧୨(ଅନୁରାଧା ମହାରଣା): ବିଦେଶୀ ନିବେଶକ ଭାରତ ଫେରୁଥିବାବେଳେ ଡିସେମ୍ବର ପ୍ରଥମ ସପ୍ତାହରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫପିଆଇ)ଙ୍କ ଦ୍ୱାରା ବୃହତ୍ ନିଟ୍ ନିବେଶ ଭାରତୀୟ ଷ୍ଟକ ବଜାରରେ ଏକ ସକାରାତ୍ମକ ସଙ୍କେତ ଭାବରେ ଦେଖାଯାଉଛି। କ୍ରମାଗତ ଦୁଇମାସ ପରେ ବର୍ତ୍ତମାନ ଏଫପିଆଇର…
ସିଷ୍ଟମେଟିକ୍ ଇନ୍ଭେଷ୍ଟମେଣ୍ଟ ପ୍ଲାନ୍ରେ ନିବେଶକୁ ଗୁରୁତ୍ୱ
ନୂଆଦିଲ୍ଲୀ,୯।୧୨ (ଅଭୟ ଦାଶ): ବର୍ତ୍ତମାନ ସମୟରେ ଏକ ଉନ୍ନତ ଅବସର ପାଣ୍ଠି ଗଠନ କରିବା ପାଇଁ ଆଗୁଆ ପ୍ରସ୍ତୁତି ହେବା ସହିତ ଇକ୍ୱିଟି ମ୍ୟୁଚୁଆଲ ଫଣ୍ଡ, ଡେବ୍ଟ ମ୍ୟୁଚୁଆଲ ଫଣ୍ଡ ଓ ହାଇବ୍ରିଡ ଫଣ୍ଡ୍ଗୁଡ଼ିକୁ ରିସ୍କ ଓ ରିଟର୍ନ ମଧ୍ୟରେ ସନ୍ତୁଳନ ରକ୍ଷା…
୪ ଦିନରେ ୭୫୦ କୋଟି
ହାଇଦ୍ରାବାଦ: ରିଲିଜ୍ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର…
ସୁନୀତା ଉଇଲିୟମ୍ସଙ୍କ ପୃଥିବୀ ପ୍ରତ୍ୟାବର୍ତ୍ତନ: ଆଶା ଓ ଆଶଙ୍କା
ସୁତରାଂ ଯାହା ଥିଲା ମାତ୍ର ୮ ଦିନ କାଳର ଏକ ସଂକ୍ଷିପ୍ତ ଅଭିଯାନ ତାହା ଏବେ ପ୍ରଯୁକ୍ତିଗତ ତ୍ରୁଟି ଜନିତ କାରଣରୁ କିଛି ମାସ ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବାକୁ ଯାଉଛି। ତେବେ ପ୍ରଶ୍ନ ହେଉଛି, ଅଟକି ରହିଥିବା ମହାକାଶଚାରୀଙ୍କ ରହଣିସ୍ଥଳୀ ସ୍ପେସ୍…
ଖାଦ୍ୟରେ ଗ୍ଲାଇସିମିକ୍ ଇଣ୍ଡେକ୍ସ ଓ ଡାଇବେଟିସ୍ ନିୟନ୍ତ୍ରଣ
ରକ୍ତରେ ଗ୍ଲୁକୋଜର ଉପସ୍ଥିତିକୁ ଡାକ୍ତରୀ ଭାଷାରେ କୁହାଯାଏ ‘ଗ୍ଲାଇସିମିଆ’। ରକ୍ତରେ ଗ୍ଲୁକୋଜ ସ୍ବାଭାବିକ ମାତ୍ରାଠାରୁ ବଢ଼ିଗଲେ ତାହା ‘ହାଇପରଗ୍ଲାଇସିମିଆ’ ଏବଂ ସ୍ବାଭାବିକ ମାତ୍ରାଠାରୁ କମିଗଲେ ତାହା ‘ହାଇପୋଗ୍ଲାଇସିମିଆ’। ଅଧିକାଂଶ ଖାଦ୍ୟଦ୍ରବ୍ୟରେ ଊଣାଅଧିକେ ଶ୍ୱେତସାର ବା କାର୍ବୋହାଇଡ୍ରେଟ୍ ରହିଥାଏ। ଏହି କାର୍ବୋହାଇଡ୍ରେଟ୍ ରକ୍ତରେ…
ଭାରତର ପ୍ରଥମ ଏଆଇ ମା’
ନୂଆଦିଲ୍ଲୀ: ଧୀରେ ଧୀରେ ଭର୍ଚୁଆଲ୍ ଇନ୍ଫ୍ଲୁଏନ୍ସରମାନେ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଗୁଡ଼ିକରେ ନିଜ ନିଜର ପ୍ରଭାବ ବିସ୍ତାର କରିବା ଆରମ୍ଭ କରିଛନ୍ତି। ସମ୍ପ୍ରତି କାବ୍ୟା ମେହେରା ନାମ୍ନୀ ଜଣେ ଭର୍ଚୁଆଲ୍ ଇନ୍ଫ୍ଲୁଏନ୍ସର ମଧ୍ୟ ଇନ୍ଷ୍ଟାଗ୍ରାମରେ ନିଜ ଭିଡିଓ ପୋଷ୍ଟ କରି ବେଶ୍ ଭାଇରାଲ…
କିଭ୍ ସ୍ଥାୟୀ ଶାନ୍ତି ଚାହେଁ: ଜେଲେନ୍ସ୍କି
କିଭ୍,୯ା୧୨: ରୁଷିଆ ସହ ପାଖାପାଖି ୩ ବର୍ଷ ହେଲା ଲାଗିଥିବା ଯୁଦ୍ଧରେ ୟୁକ୍ରେନ୍ର ୪୩,୦୦୦ ସୈନ୍ୟ ନିହତ ହେଲେଣି। ରୁଷିଆ ନିକଟ ଭବିଷ୍ୟତରେ ଧ୍ୱଂସ ହେବାର ନାହିଁ। ସେଥିପାଇଁ କିଭ୍ ସ୍ଥାୟୀ ଶାନ୍ତି ଚାହେଁ ବୋଲି ରବିବାର ପ୍ୟାରିସ୍ରେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି…
ନିର୍ବାଚନ ଜିତିଲେ ଘାନାର ପୂର୍ବତନ ରାଷ୍ଟ୍ରପତି ଜନ୍ ମହାମା
ଆକ୍ରା,୯ା୧୨: ଘାନାରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମା ବିଜୟୀ ହୋଇଛନ୍ତି। ତାଙ୍କ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଥିବା ଉପରାଷ୍ଟ୍ରପତି ମହମୁଦୁ ବାୟୁମିଆ ପରାଜୟ ସ୍ବୀକାର କରିଛନ୍ତି। ଏଥର ଘାନା ଜନସାଧାରଣ ପରିବର୍ତ୍ତନ ପାଇଁ ଭୋଟ ଦେଇଥିଲେ। ଆମେ ଏହାକୁ…
୧୦ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗଦିଅ ନ ହେଲେ ୧୧ରେ ସସ୍ପେଣ୍ଡ
ଭୁବନେଶ୍ୱର,୯ା୧୨(ସୁନିତ୍ ମିଶ୍ର): ଓଏଏସ୍ ଅଫିସରଙ୍କ ଲାଗି ବାହାରୁଥିବା ବଦଳି ନିର୍ଦ୍ଦେଶକୁ ଅଧିକାଂଶ ପାଳନ କରୁନାହାନ୍ତି, ଏନେଇ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଶୁଣାଇ ଦିଆଯାଇଛି। କେତେଜଣ ଅଫିସର ବଦଳି ନିୟମ…
ଜର୍ଜ ସୋରୋସ୍ ଫାଉଣ୍ଡେଶନ ପାଣ୍ଠି ଯୋଗାଉଥିବା ସଂଗଠନ ସହ ସୋନିଆ ସମ୍ପୃକ୍ତ: ଭାଜପା
ନୂଆଦିଲ୍ଲୀ,୯ା୧୨(ପି.ଟି.): ଜର୍ଜ ସୋରୋସ୍ ଫାଉଣ୍ଡେଶନ୍ ପାଣ୍ଠି ଯୋଗାଉଥିବା ଏକ ସଂଗଠନ ସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମ୍ପୃକ୍ତ ବୋଲି ଭାଜପା ରବିବାର ଅଭିଯୋଗ କରିଛି। କଶ୍ମୀର ସ୍ବାଧୀନ ରାଷ୍ଟ୍ର ବିଚାରଧାରାକୁ ଏହି ସଂଗଠନ ସମର୍ଥନ କରୁଛି। ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ…
Archives


