Home

ଧାନ କିଣାବିକାରେ ଅବ୍ୟବସ୍ଥା: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀଙ୍କ ଧାରଣା

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ତାଙ୍କ ଏହି ଗସ୍ତରେ ସୋହେଲା ବ୍ଲକ ଇଚ୍ଛାପୁରରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପ୍ରତି ୮୦୦ ଟଙ୍କା ଲେଖାଏ…

କିଏ ହେବେ ମମତାଙ୍କ ଉତ୍ତରାଧିକାରୀ? ନିଜେ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୧୨: କିଏ ହେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉତ୍ତରାଧିକାରୀ? ମମତାଙ୍କ ପରେ କିଏ ସମ୍ଭାଳିବେ ଭବିଷ୍ୟତରେ ଟିଏମସିର କମାଣ? ଏହି ପ୍ରଶ୍ନ ଏବେ ଖାଲି ପଶ୍ଚିମବଙ୍ଗ ନୁହେଁ ପୁରା ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି। ଟିଏମସି ଭିତରେ କିମ୍ବା ବାହାରେ…

ନାଗା ଚୈତନ୍ୟ-ଶୋଭିତାଙ୍କ ମଧ୍ୟରୁ କିଏ ଅଧିକ ଧନୀ

ସାଉଥ୍‌ ସୁପରଷ୍ଟାର ନାଗାର୍ଜୁନଙ୍କ ପୁଅ ନାଗା ଚୈତନ୍ୟ ନିକଟରେ ଅଭିନେତ୍ରୀ ଶୋଭିତା ଧୂଲିପାଲଙ୍କୁ ବିପାହ କରିଚନ୍ତି। ଉଭୟଙ୍କ ବିବାହ ବେଶ୍‌ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଥିଲା।ସାମନ୍ଥା ରୁଥ୍‌ ପ୍ରଭୁଙ୍କଠାରୁ ଛାଡପତ୍ର ପରେ ନାଗା ଅଭିନେତ୍ରୀ ଶୋଭିତା ଧୁଲିପାଲାଙ୍କୁ ନିଜ ଜୀବନସାଥୀ ରୂପେ ବାଛିଛନ୍ତି।…

ମ୍ୟାଲେରିଆ, ଡେଙ୍ଗୁର ନିରାକରଣ ପାଇଁ ବଡ଼ ପଦକ୍ଷେପ

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ଜନିତ ଜ୍ୱରକୁ ମୂଳୋତ୍ପାଟନ କରିବାକୁ ଯୋଜନା କରାଯାଇଛି। ଏଥିପାଇଁ ଜନ ସଚେତନ କରାଯିବା ସହ ଲୋକଙ୍କୁ କୀଟନାଶକ ମଶାରୀ ବ୍ୟବହାର ପାଇଁ ଅଧିକ ଗୁରୁତ୍ୱ ଦିଆଯିବା ସହ ସେମାନଙ୍କୁ…

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ କଂକ୍ରିଟ ଖଳା

କେନ୍ଦ୍ରାପଡ଼ା, ୭ା୧୨ (ଜଗନ୍ନାଥ ଧଳ): କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇ ପାରୁନାହାନ୍ତି। ଆଳୁ, ସୂର୍ଯ୍ୟମୁଖୀ, ଚିନାବାଦାମ ବିହନ ଯୋଗାଣ ଅନିୟମିତତା…

ଲଘୁ ଖଣିଜ ଲୁଟକୁ ନିୟନ୍ତ୍ରଣ କରିବ ସ୍ବତନ୍ତ୍ର ସ୍କ୍ବାଡ୍‌

ବରୀ,୭ା୧୨(ମହେନ୍ଦ୍ର ସ୍ବାଇଁ): ବରୀ ଶିକ୍ଷା ମଣ୍ଡଳ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନରେ ବିଳମ୍ବ ହେଉଛି। ଫଳରେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ଶିକ୍ଷା ମଣ୍ଡଳ ଅଧୀନରେ ମୋଟ ୧୮୨ ବିଦ୍ୟାଳୟର ଛାତ୍ରୀଛାତ୍ର…

ଯେବେ ଭାଜପା ଏମପି ସଂସଦ ଭିତରକୁ ନେଇଥିଲେ ଟଙ୍କା ସେବେଠାରୁ… ଜାଣନ୍ତୁ ଗୃହ ଭିତରକୁ କେତେ ଟଙ୍କା ନେଇପାରିବେ ଏମପି

ନୂଆଦିଲ୍ଲୀ,୭।୧୨: କଂଗ୍ରେସର ରାଜ୍ୟ ସଭା ସଦସ୍ୟ ଅଭିଷେକ ମନୁ ସିଂଘ୍‌ଭିଙ୍କୁ ଦିଆଯାଇଥିବା ସିଟ୍‌ରୁ ଗୁରୁବାର ଏକ ନୋଟ୍‌ ବିଡ଼ା ମିଳିବା ନେଇ ଜାତୀୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି। ଶୁକ୍ରବାର ଗୃହର ଅଧ୍ୟକ୍ଷ ଜଗଦୀପ ଧନକର ଏନେଇ ପ୍ରକାଶ କରିବା ପରେ…

‘୬ଇ ଟ୍ରେଡ୍‌ମାର୍କ କାହାର’

ନୂଆଦିଲ୍ଲୀ,୭।୧୨:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା (ମହିନ୍ଦ୍ରା) ଏବଂ ଇଣ୍ଟରଗ୍ଲୋବ୍‌ ଆଭିଏଶନ (ଇଣ୍ଡିଗୋ ଏୟାରଲାଇନ୍ସ) ମଧ୍ୟରେ ତିକ୍ତତା ବୃଦ୍ଧିପାଇଛି। ନିକଟରେ ମହିନ୍ଦ୍ରା ଅଟୋର ଇଲେକ୍ଟ୍ରି ଭେହିକଲ (ଇଭି) ମଡେଲ ‘ବିଇ ୬ଇ’ କୁ ନେଇ ଟ୍ରେଡ୍‌ମାର୍କ ବିବାଦ ଦେଖାଦେଇଛି।…

ସମ୍ବିତ୍‌ ପାତ୍ରଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ୍‌

ନୂଆଦିଲ୍ଲୀ,୭ା୧୨:କଂଗ୍ରେସ ଏମ୍‌ପି ହିବି ଏଡେନ୍‌ ଶୁକ୍ରବାର ଲୋକ ସଭାରେ ପୁରୀର ଭାଜପା ସଦସ୍ୟ ସମ୍ବିତ୍‌ ପାତ୍ରଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ପାଇଁ ନୋଟିସ୍‌ ଦେଇଛନ୍ତି। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ବିଶ୍ୱାସଘାତକମାନଙ୍କ ସର୍ଦ୍ଦାର ବୋଲି ସମ୍ବିତ୍‌…

ମୟୂରଭଞ୍ଜକୁ ୩ ରେଳ ପ୍ରକଳ୍ପ ଭେଟି ଦେଲେ ସରକାର

ମୟୂରଭଞ୍ଜ,୭ା୧୨: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ପ୍ରକଳ୍ପ-ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ…

ନିଶା ବଟିକା ଦେଇ ଯୁବତୀଙ୍କୁ ବଳାତ୍କାର କଲେ ବାବାଜୀ: ବାନ୍ଧିଲା ପୋଲିସ

ରେଢାଖୋଲ, ୬।୧୨(ଅଚ୍ୟୁତାନନ୍ଦ ପୁରୋହିତ):ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ବୈଷ୍ଣବଝୋଲି ଗ୍ରାମରେ ୬ ମାସ ହେଲା ମଠ କରି ରହୁଥିବା ଜଣେ ବାବାଜି ଜନୈକ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ରେଢ଼ାଖୋଲ ଥାନା ପୋଲିସ ତାଙ୍କୁ ଶୁକ୍ରବାର ଗିରଫ କରିଛି। ସେ…

ଜ୍ୱାଇଁଙ୍କ ଘର ଆଗରେ ଝିଅର ଜୁଇ ଜାଳିଲେ ବାପା: ଜାଣନ୍ତୁ କାହିଁକି

ଭୋଗରାଇ, ୭l୧୨(ପ୍ରଦୀପ ଦାସ): ବିବାହିତ ଝିଅକୁ ହତ୍ୟା କରିବା ଅଭିଯୋଗରେ ଜ୍ୱାଇଁ ଗୁରୁବାର ଗିରଫ ହୋଇଛନ୍ତି। ଏଭଳିସ୍ଥିତିରେ ମୃତା ମହିଳାଙ୍କ ବାପଘର ଲୋକେ ଶୁକ୍ରବାର ତାଲାପଡ଼ିଥିବା ଜ୍ୱାଇଁଙ୍କ ଘର ସମ୍ମୁଖରେ ଝିଅର ଅନ୍ତିମ ସଂସ୍କାର କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri