Home

ନିଶା ବଟିକା ଦେଇ ଯୁବତୀଙ୍କୁ ବଳାତ୍କାର କଲେ ବାବାଜୀ: ବାନ୍ଧିଲା ପୋଲିସ

ରେଢାଖୋଲ, ୬।୧୨(ଅଚ୍ୟୁତାନନ୍ଦ ପୁରୋହିତ):ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ବୈଷ୍ଣବଝୋଲି ଗ୍ରାମରେ ୬ ମାସ ହେଲା ମଠ କରି ରହୁଥିବା ଜଣେ ବାବାଜି ଜନୈକ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ରେଢ଼ାଖୋଲ ଥାନା ପୋଲିସ ତାଙ୍କୁ ଶୁକ୍ରବାର ଗିରଫ କରିଛି। ସେ…

ଜ୍ୱାଇଁଙ୍କ ଘର ଆଗରେ ଝିଅର ଜୁଇ ଜାଳିଲେ ବାପା: ଜାଣନ୍ତୁ କାହିଁକି

ଭୋଗରାଇ, ୭l୧୨(ପ୍ରଦୀପ ଦାସ): ବିବାହିତ ଝିଅକୁ ହତ୍ୟା କରିବା ଅଭିଯୋଗରେ ଜ୍ୱାଇଁ ଗୁରୁବାର ଗିରଫ ହୋଇଛନ୍ତି। ଏଭଳିସ୍ଥିତିରେ ମୃତା ମହିଳାଙ୍କ ବାପଘର ଲୋକେ ଶୁକ୍ରବାର ତାଲାପଡ଼ିଥିବା ଜ୍ୱାଇଁଙ୍କ ଘର ସମ୍ମୁଖରେ ଝିଅର ଅନ୍ତିମ ସଂସ୍କାର କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର…

କମିବ ତାପମାତ୍ରା, ବଢ଼ିବ ଶୀତ

ଭୁବନେଶ୍ୱର,୭ା୧୨: ରାଜ୍ୟରେ ତାପମାତ୍ରା କମିବ। ଆଜିଠାରୁ ଅର୍ଥାତ୍‌ ଶନିବାରଠାରୁ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ସହିତ ଥଣ୍ଡା ମଧ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୯ ତାରିଖରୁ ତାପମାତ୍ରା କମିବା ସହିତ ଥଣ୍ଡା ବଢ଼ିବ।…

ବେଆଇନ ବାଲି ଉତ୍ତୋଳନକୁ ନେଇ ଉତ୍ତେଜନା: ମେଶିନ ଛାଡ଼ି ପଳାଇଲେ ମାଫିଆ

ପାଟଣା,୭।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ତହସିଲ ଖଡ଼ିକାପଦା ପଞ୍ଚାୟତର ଗୟଳକୁଣ୍ଡ ଗାଁ ବିରଳ ନଦୀରୁ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ବାଲିମାଫିଆ ମାନେ ଚୋରା ବାଲି ଉତ୍ତୋଳନ କରି ଚାଲାଣ କରୁଥିବା ବେଳେ ଲୋକଙ୍କ ଘୋର ବିରୋଧର ସମ୍ମୁଖୀନ ହୋଇଛନ୍ତି।…

ଜମି ସମସ୍ୟାରେ ଛନ୍ଦିହୋଇଛନ୍ତି ୨୦ ହଜାର ଲୋକ

ଯାଜପୁର,୭ା୧୨(ହର୍ଷବର୍ଦ୍ଧନ ବେହେରା: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ତହସିଲ ସମେତ ଦାନଗଦି ଓ ସୁକିନ୍ଦା ତହସିଲ ଅଞ୍ଚଳର ୩୬ଟି ରାଜସ୍ବ ଗ୍ରାମର ପ୍ରଜା ଜମି ସମସ୍ୟାରେ ଛନ୍ଦି ହୋଇଛନ୍ତି। ଜମି ଥାଇ ବି ପ୍ରଜା ଏଠାରେ ଭୂମିହୀନ ଭଳି ଜୀବନ…

ନାମକୁ ମାତ୍ର ଗବେଷଣା କେନ୍ଦ୍ର, ନଳିତା ଚାଷରୁ ମୁହଁ ଫେରାଇ ନେଉଛନ୍ତି ଚାଷୀ

ପଟ୍ଟାମୁଣ୍ଡାଇ,୭ା୧୨( କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସରକାରୀ ପ୍ରୋତ୍ସାହନ ଅଭାବରୁ ନଳିତା ଚାଷ ପ୍ରତି ଚାଷୀ ବିମୁଖ ହେଉଛନ୍ତି। ଯେଉଁ କେତେଜଣ ଚାଷୀ ଚାଷ କରୁଛନ୍ତି ଝୋଟର ଉଚିତ ଦାମ ନ ମିଳିବାରୁ ସେମାନେ ମଧ୍ୟ ହତାସ ହୋଇ…

ତୁରନ୍ତ ଦେଶ ଛାଡ:ଏହି ଦେଶରେ ଫସିଥିବା ଲୋକଙ୍କୁ ଆଡଭାଇଜରି ଜାରି କଲା ଭାରତ

ନୂଆଦିଲ୍ଳୀ,୭।୧୨: ସିରିଆରେ ବିଦ୍ରୋହୀଙ୍କ ଦ୍ୱାରା ବୃଦ୍ଧି ପାଉଥିବା ଆକ୍ରମଣ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁକୁ ଦୃଷ୍ଟିରେ ରଖି ଭାରତ ସରକାର ଏହାର ନାଗରିକଙ୍କ ପାଇଁ ଏକ ଆଡଭାଇଜରି ଜାରି କରିଛନ୍ତି। ଏଥିରେ ଭାରତୀୟ ନାଗରିକମାନଙ୍କୁ ପରାମର୍ଶ ଦିଆଯିବା ପର୍ଯ୍ୟନ୍ତ ସିରିଆ ଯାତ୍ରା…

ଡେପୁଟେଶନରେ ଗଲେ ଆଶିଷ ସିଂ

ଭୁବନେଶ୍ୱର,୭ା୧୨: ଆଇପିଏସ୍‌ ଆଶିଷ ସିଂ ଶୁକ୍ରବାର ଡେପୁଟେଶନରେ ଯାଇଛନ୍ତି। ସେ ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଡେପୁଟେଶନରେ କାର୍ଯ୍ୟ କରିବେ। ଗୃହ ବିଭାଗର ଓଏସ୍‌ଡି ଭାବେ କାର୍ଯ୍ୟ କରୁଥିଲେ। ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି ।…

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ: ୬୩୮ ପଞ୍ଜୀକୃତ

ପାଟଣାଗଡ ୭।୧୨ (ସଚ୍ଚିଦାନନ୍ଦ ମହାକୁର) ପାଟଣାଗଡ ଏନଏସି ବ୍ରାହ୍ମପୁରସ୍ଥିତ ସୁଭଦ୍ରା ଭବନଠାରେ ବିଜ୍ଞାପିତଅଞ୍ଚଳ ପରିଷଦ ଓ ବ୍ଳକ ପ୍ରଶାସନର ମିଲିତ ଆନୁକୁଲ୍ୟରେ ଭୀମଭୋଇ ଭୀନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ…

ଟୋକନ ଆସିଲା, ଧାନ ଉଠିଲାନି

ବଲାଙ୍ଗୀର,୭ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାରେ ଡିସେମ୍ବର ୨ ତାରିଖରୁ ଧାନକିଣା ଆରମ୍ଭ ହେବ ବୋଲି ଜିଲା ସ୍ତରୀୟ ଧାନକ୍ରୟ କମିଟି ବୈଠକରେ ନିଷ୍ପତ୍ତି ହୋଇଥିଲା। ହେଲେ କୌଣସି ମଣ୍ଡିରେ ଚାଷୀଙ୍କ ଧାନ କିଣାଯାଇ ନ ଥିବା ଜଣାପଡିଛି। ମଣ୍ଡି ଗୁଡିକ…

ନୀଳଗିରିରେ ପଶିଲେ ୫୫ ଟିକିଆ ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି, ୭।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୫୫ ଟିକିଆ ଝାଡଖଣ୍ଡୀ ହାତୀପଲ। ଝାଡଖଣ୍ଡୀ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ ଭାବେ ଗୋଟିଏ ରାସ୍ତାରେ ନୀଳଗିରିକୁ ଏହି ହାତୀ ପଲ ଆସୁଛନ୍ତି। ପ୍ରତିବର୍ଷ ଭଳି…

ଧାନ ବିକ୍ରି ପାଇଁ ଟୋକନ୍‌ ତାରିଖରେ ବିଳମ୍ବ

ଭବାନୀପାଟଣା,୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୯ରେ ଖୋଲିଛି ଧାନ ମଣ୍ଡି। ହେଲେ ଏବେଯାଏ ଆରମ୍ଭ ହୋଇପାରିନି ଧାନ ସଂଗ୍ରହ ପ୍ରକ୍ରିୟା। ଚଳିତବର୍ଷ ପ୍ରଥମଥର ପାଇଁ ଚାଷୀ କୁଇଣ୍ଟାଲ ୩୧୦୦ ଟଙ୍କାରେ ନିଜ କଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri