୩ ଘଣ୍ଟା ଆକାଶରେ ଖେଳିଗଲା ଆତଙ୍କ: ବୁଲୁଥିଲା ବିମାନ, ଜାଣନ୍ତୁ କେମିତି ୧୪୭ ଜଣଙ୍କ ଜୀବନ ବଞ୍ଚାଇଲେ ପାଇଲଟ୍
ଚେନ୍ନାଇ,୧୨।୧୦: ତାମିଲନାଡୁର ତ୍ରିଚି ବିମାନବନ୍ଦରରେ ଏୟାର ଇଣ୍ଡିଆ ବିମାନର ଜରୁରୀକାଳୀନ ଅବତରଣ କରାଯାଇଥିଲା। ଫ୍ଲାଇଟ AXB 613 ତାମିଲନାଡୁର ତିରୁଚିରାପଲ୍ଲୀରୁ ଅପରାହ୍ନ ୫.୪୦ରେ ଉଡ଼ାଣ ଭରିଥିଲା ଏବଂ ରାତି ପ୍ରାୟ ୮.୧୫ରେ ଉକ୍ତ ବିମାନବନ୍ଦରରେ ଅବତରଣ କଲା। ତିରୁଚିରାପଲ୍ଲୀ-ଶାରଜା ଏୟାର ଇଣ୍ଡିଆ…
କାହିଁକି ସାରା ବିଶ୍ୱରେ ବଢୁଛି ଭାରତର ପତିଆରା: ମୋହନ ଭାଗବତ କହିଲେ କାରଣ
ନାଗପୁର,୧୨।୧୦: ରାଷ୍ଟ୍ରୀୟ ସ୍ବୟଂସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭଗବତ ବିଜୟାଦଶମୀ ଅବସରରେ ନାଗପୁରର ରେଶମ ବାଗ ଗ୍ରାଉଣ୍ଡରେ ‘ଶସ୍ତ୍ର ପୂଜନ’ କରିଥିଲେ। ଏହି ସମୟରେ ସେ ଇସ୍ରାଏଲ ଏବଂ ହମାସ ମଧ୍ୟରେ ହୋଇଥିବା ଯୁଦ୍ଧ ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି।…
୨୦୨୫ ଆଇପିଏଲ୍ ପୂର୍ବରୁ ଏମିତି ପ୍ରଶ୍ନ କଲେ ରିଷଭ ପନ୍ତ: ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୨।୧୦: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଆଇପିଏଲ ୨୦୨୪ରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଭାବରେ ଦେଖିବାକୁ ମିଳିଥିଲା। ପନ୍ତଙ୍କ ଅଧିନାୟକତ୍ୱରେ ଦିଲ୍ଲୀ ପଏଣ୍ଟ ଟେବୁଲରେ ଷଷ୍ଠ ସ୍ଥାନ ହାସଲ କରିବା ପରେ ଏଲିମିନେଟ୍ ହୋଇଥିଲା। ଆଇପିଏଲ ୨୦୨୫ ପୂର୍ବରୁ…
୧୭,୦୦୦ କର୍ମଚାରୀଙ୍କୁ ଛଟେଇ କରିବ ବୋଇଙ୍ଗ
ନ୍ୟୁୟର୍କ,୧୨।୧୦: ବିମାନ ଚଳାଚଳର ବିଶାଳ କମ୍ପାନୀ ବୋଇଙ୍ଗ ଏହାର କର୍ମଚାରୀଙ୍କୁ ଦଶ ପ୍ରତିଶତ ହ୍ରାସ କରିବାକୁ ଯୋଜନା କରିଛି ଯେଉଁଥିରେ ପ୍ରାୟ ୧୭,୦୦୦ କର୍ମଚାରୀଙ୍କୁ କମ୍ପାନୀରୁ ଛଟେଇ କରାଯାଇପାରେ। ବୋଇଙ୍ଗ ଶୁକ୍ରବାର ଏମିତି ଘୋଷଣା କରିଛି। ସିଆଟେଲ ଅଞ୍ଚଳରେ ହୋଇଥିବା ଧର୍ମଘଟକୁ…
ପ୍ରକାଶ ବେହେରା ଦଳ ଛାଡ଼ିବା ପରେ ନିଆଁରେ ଘିଅ ଢାଳିଲେ ସମ୍ବିତ, କହିଲେ ବିପର୍ଯ୍ୟୟବେଳେ…
ଭୁବନେଶ୍ୱର,୧୨ା୧୦: ପ୍ରକାଶ ବେହେରା ବିଜେଡି ଛାଡ଼ିବା ପରେ ନିଆଁରେ ଘିଅ ଢାଳିଛନ୍ତି ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ। ସେ କହିଛନ୍ତି, ବିପର୍ଯ୍ୟୟ ବେଳେ ଭୀରୁମାନେ ହିଁ ଡଙ୍ଗାରୁ ଡେଇଁ ପଡ଼ନ୍ତି। ସମ୍ବିତ କହିଛନ୍ତି, ପ୍ରକାଶ କେବେ ବିଜେଡିରେ ନ ଥିଲେ। ସେ…
ଅଗଷ୍ଟରେ କମିଲା ଶିଳ୍ପ ଉତ୍ପାଦନ
ଭୁବନେଶ୍ୱର, ୧୨ା୧୦(ଅନୁରାଧା ମହାରଣା): ପ୍ରାୟ ୨ ବର୍ଷର ବ୍ୟବଧାନ ପରେ ଚଳିବର୍ଷ ଅଗଷ୍ଟ ମାସରେ ଦେଶର ଶିଳ୍ପ ଉତ୍ପାଦନ ହ୍ରାସ ପାଇଛି। ଖଣି ଏବଂ ବିଦ୍ୟୁତ୍ କ୍ଷେତ୍ରଗୁଡିକ ଖରାପ ପ୍ରଦର୍ଶନ ସହ ଉତ୍ପାଦନ କ୍ଷେତ୍ରରେ ସ୍ଥିରତା କାରଣରୁ ଅଗଷ୍ଟରେ ଶିଳ୍ପ ଉତ୍ପାଦନ ୦.୧%…
ଜେଏସ୍ଏଲ୍ର ଏମ୍ପ୍ଲଇ ଆସିଷ୍ଟାନ୍ସ ପ୍ରୋଗ୍ରାମ
ନୂଆଦିଲ୍ଲୀ,୧୨।୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ପରିସରରେ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏପରିକି କମ୍ପାନୀର କର୍ପୋରେଟ କାର୍ଯ୍ୟାଳୟ ସମେତ ଜେଏସ୍ଏଲ୍ର…
ଏସ୍ଏମ୍ଏଲ୍ର ନୂତନ ଅଭିଯାନ
ଭୁବନେଶ୍ୱର, ୧୨।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସତ୍ୟା ମାଇକ୍ରୋକ୍ୟାପିଟାଲ ଲିମିଟେଡ୍ (ଏସ୍ଏସ୍ଏଲ୍)ର ନୂତନ ଅଭିଯାନ ‘ମାଗଣା ସ୍ବାସ୍ଥ୍ୟସେବା ଶିବିର’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି ଏସ୍ଏସ୍ଏଲ୍ ଓ ସତ୍ୟା ଶକ୍ତି ଫାଉଣ୍ଡେଶନର ମିଳିତ ସହଯୋଗରେ ମେଗା ହେଲ୍ଥ ଚେକ୍ଅପ୍ର…
ୟୁକୋ ୩୩୩ର ଶୁଭାରମ୍ଭ
ଭୁବନେଶ୍ୱର, ୧୨।୧୦: ୟୁକୋ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଯୋଜନା ‘ୟୁକୋ ୩୩୩’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ସୀମିତ ସମୟ ପାଇଁ ଉପଲବ୍ଧ ଏହି ନୂଆ ୩୩୩ ଦିନିଆ ଡିପୋଜିଟ୍ ସ୍କିମ୍ର ଶୁଭାରମ୍ଭ ସର୍ବଭାରତୀୟସ୍ତରରେ କରାଯାଇଛି। ଏହି ସ୍କିମ୍ ୩କୋଟିରୁ କମ୍ ଘରୋଇ…
ଭୁବନେଶ୍ୱରରେ ଟିବିଜେଡ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୧୨।୧୦: (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ତ୍ରିଭୁବନଦାସ ଭିମିଜୀ ଜାଭେରୀ ଲିମିଟେଡ୍ (ଟିବିଜେଡ୍-ଦି ଅରିଜିନାଲ) ବା ଟିବିଜେଡ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଭୁବନେଶ୍ୱରର ଜନପଥ ଆଇଡିବିଆଇ ଛକଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ପଦ୍ମଶ୍ରୀ ଅରୁଣା ମହାନ୍ତି ସମ୍ମାନିତ…
ଖସିଲା ଶେୟାର ବଜାର
ନୂଆଦିଲ୍ଲୀ,୧୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍…
ବୈଦେଶିକ ମୁଦ୍ରାଭଣ୍ଡାରରେ ହ୍ରାସ
ଭୁବନେଶ୍ୱର, ୧୨ା୧୦(ଅନୁରାଧା ମହାରଣା): ଗତ ସପ୍ତାହରେ ବୈଦେଶିକ ମୁଦ୍ରାଭଣ୍ଡାର ୭୦୪.୮୮୫ ବିଲିୟନ ଡଲାର ଥିବାବେଳେ ଅକ୍ଟୋବର ୪ରେ ପ୍ରାୟ ୩.୭୦୯ ବିଲିୟନ ଡଲାର ହ୍ରାସ ସହ ବୈଦେଶିକ ମୁଦ୍ରାଭଣ୍ଡାର ୭୦୧.୧୭୬ ବିଲିୟନ ଡଲାରକୁ ଖସି ଆସିଛି। ଗତ ସପ୍ତାହେ ଧରି ବୈଦେଶିକ ମୁଦ୍ରାଭଣ୍ଡାରରେ…
Archives


