ଯାତ୍ରା ଷ୍ଟେଜ୍ରେ ସାପ ଖେଳାଇଥିବା କଳାକାରଙ୍କୁ ଗିରଫ କଲା ବନ ବିଭାଗ
ହିଞ୍ଜିଳିକାଟୁ,୪ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ଗତ ମାସରେ ଅନୁଷ୍ଠିତ କାଞ୍ଜିଅଁଳା ଯାତ୍ରା ଷ୍ଟେଜ୍ରେ ବିଷଧର ସାପକୁ ଖେଳାଇବା ଘଟଣାରେ ଜଣେ କଳାକାରଙ୍କୁ ବ୍ରହ୍ମପୁର ବନ ବିଭାଗ ବୁଧବାର ଗିରଫ କରିଛି। ଗିରଫ ଜଣକ ହେଲେ ମିଥୁନ…
ପଡ଼ୋଶୀଙ୍କ ଠେଙ୍ଗାମାଡ଼ରେ ମହିଳା ଗୁରୁତର ଘଟଣା: ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମର ତରା ସାହୁ ନାମ୍ନୀ ମହିଳାଙ୍କ ମୁଣ୍ଡକୁ ତାଙ୍କ ପଡ଼ୋଶୀ ଭଗବାନ ଡାକୁଆ ମଙ୍ଗଳବାର ଠେଙ୍ଗାରେ ମାଡ଼ ମାରିଥିଲେ। ଏହି ଘଟଣାରେ ଅଭିଯୁକ୍ତ ଭଗବାନଙ୍କୁ ବୁଧବାର ତଦନ୍ତକାରୀ ଅଧିକାରୀ ଏସ୍ଆଇ…
ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭସ୍ତମ୍ଭ, ଜୀରାନଦୀ ହେବ ଯମୁନା
ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଧ୍ୟଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ବ୍ୟାପୀ ଏହି ଅବଧି ମରେ ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର…
ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର, କହିଲେ ଏଣିକି କୌଣସି ସ୍ଥାନରେ…
ଦିଶପୁର,୪ା୧୨: ଆସାମ ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ଆମେ ନିଷ୍ପତ୍ତି ନେଇଛୁ ଯେ ଗୋ’ମାଂସ କୌଣସି ରେଷ୍ଟୁରାଣ୍ଟ…
ନାବାଳିକାଙ୍କୁ ବଳାତ୍କାର କରି ୯ ମାସର ଗର୍ଭବତୀ କରିଥିଲେ ଯୁବକ, ଏବେ ଭୋଗିବେ ଆଜୀବନ କାରାଦଣ୍ଡ
କେନ୍ଦୁଝର,୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି କାଞ୍ଜିପାଣି ଥାନା ଅନ୍ତର୍ଗତ ଜନ୍ତାରୀ ଗ୍ରାମ ତଳବାରୁଡ଼ା ସାହିର ଅଭିଯୁକ୍ତ ଦିଲ୍ଲୀପ କୁମାର ମହାକୁଡ଼(୨୧)କୁ ଆଜୀବନ ସଶ୍ରମ କାରାଦଣ୍ଡରେ…
ଯୁବକଙ୍କୁ ହତ୍ୟା ଉଦ୍ୟମ କରି ମୁଖ୍ୟ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ଜି.ବଂଶୀ ଦୋରାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ବି. କାର୍ତ୍ତିିକେଶ୍ୱର ଦୋରାଙ୍କୁ ବୁଧବାର ତଦନ୍ତକାରୀ ଅଧିକାରୀ ଏସ୍.ଆଇ ଦୁଷ୍ମନ୍ତ କୁମାର ପ୍ରଧାନଙ୍କୁ କୋର୍ଟ ଚାଲାଣ…
ତପ୍ତପାଣି ଘାଟିରେ ଓଲଟିଲା ଡ୍ରେସ୍ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଚାଳକ
ଦିଗପହଣ୍ଡି/ପାଟପୁର,୪ା୧୨(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଡ୍ରେସ୍ ବୋଝେଇ ଟ୍ରକ୍ (ନଂ. ଆର୍ଜେ ୧୧ଜିସି-୬୩୮୨) ଓଲଟି ପଡ଼ିଛି। ଦୁର୍ଘଟଣାରେ ଚାଳକ ଟ୍ରକ୍ ତଳେ ଚାପି ହୋଇ ରହିଥିଲେ। ସାନଖେମୁଣ୍ଡି ଅଗ୍ନିଶମ ବାହିନୀ…
ଛଟେଇ ପ୍ରତିବାଦରେ ଧାରଣାରେ ବସିଲା ବିଦ୍ୟୁତ୍ କର୍ମଚାରୀ ମହାସଂଘ, ଦାବି ପୂରଣ ନ ହେଲେ…
ପୁରୁଷୋତ୍ତମପୁର,୪ା୧୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଦ୍ୟୁତ୍ ବିଭାଗୀୟ ଡିଭିଜନ କର୍ମଚାରୀ ମହାସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ଲିଖିତ ଭାବେ ଚେତାବନୀ ଦେଇଛନ୍ତି। କର୍ମଚାରୀମାନେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ବିଦ୍ୟୁତ୍ ବିଭାଗ ଭିଜିଲାନ୍ସ ଅଧିକାରୀଙ୍କ ଅନିୟମିତତା ବିରୋଧରେ…
ପରାକ୍ରମ ଦେଖାଇଲା ନୌସେନା, ଉଦ୍ଘାଟନ କଲେ ରାଷ୍ଟ୍ରପତି
ପୁରୀ,୪ା୧୨: ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍ ବିଚ୍ରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ପ୍ରଥମ…
ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲା ମହାୟୁତି, କାଲି ଶପଥ ନେବେ ଫଡନାଭିସ
ମୁମ୍ବାଇ,୪।୧୨: ମହାରାଷ୍ଟ୍ରରେ ଦୀର୍ଘ ସମୟ ଧରି ଲାଗି ରହିଥିବା ରାଜନୈତିକ ଅସ୍ଥିରତା ପରେ ମହାୟୁତି ସରକାର ଗଠନ ପାଇଁ ଦାବି କରିଛନ୍ତି। ରାଜ୍ୟପାଳଙ୍କ ସହ ସରକାର ଗଠନ କରିବାକୁ ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ, ଭାଜପା ନେତା ଦେବେନ୍ଦ୍ର ଫଡନାଭିସ ଏବଂ…
ନାବାଳିକାଙ୍କୁ ଗଣବଳାତ୍କାର, ୪ ଜଣଙ୍କୁ ବାନ୍ଧିଲା ପୋଲିସ
କୁଚିଣ୍ଡା,୪ା୧୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୧୪ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ୪ଜଣଙ୍କୁ ଗିରଫ କରି ବୁଧବାର ସମ୍ବଲପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ସମ୍ବଲପୁରର…
୨୪ ବର୍ଷ ପରେ ଭାରତ ଫେରିଲେ ଏହି ଅଭିନେତ୍ରୀ, ପ୍ରଶଂସକ କହିଲେ…
ମୁମ୍ବାଇ: ୯୦ ଦଶକର ସନସନି ‘କରଣ ଅର୍ଜୁନ’ ଫେମ ବିୟୁଟିଫୁଲ ଅଭିନେତ୍ରୀ ମମତା କୁଲକର୍ଣ୍ଣି ୨୪ ବର୍ଷ ପରେ ଭାରତ ଫେରିଛନ୍ତ। ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ଅଭିନେତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ଅଭିନେତ୍ରୀଙ୍କ ପ୍ରତ୍ୟାବର୍ତ୍ତନରେ ତାଙ୍କ ପ୍ରଶଂସକମାନେ…
Archives


