Home

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି ପଞ୍ଚାୟତ ସର୍ଲା ଗ୍ରାମର ଗୁନ୍ନମ ଜୟକ୍ରୀଷ୍ଣାଙ୍କ ସ୍ତ୍ରୀ ଗୁନ୍ନମ ସାଇ ବିନ୍ଦୁ କୁମାରୀ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର କରିବା ନେଇ ଧାମନଗର ଏନ୍‌ଏସି ବିଜେଡି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଧାମନଗର ଥାନାରେ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ ଆସୋସିଏସନ୍ ଵା ରୁଟା ସହ ସମ୍ବନ୍ଧିତ ଅଧ୍ୟାପିକା, ଅଧ୍ୟାପକମାନେ ଏହି ଧାରଣାରେ ସାମିଲ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ ହୋଇଛି। ଏହି ଭୂକମ୍ପ ଯୋଗୁ ଭୟରେ ଲୋକେ ଘରୁ ବାହାରକୁ ଦୌଡ଼ି ଆସୁଥିବାର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା ଭଳି କାମ କରିଛି। ଇଂଲଣ୍ଡ ବିପକ୍ଷରେ ଲଣ୍ଡନ୍‌ର ଲର୍ଡସଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା କମିଶନ (ୟୁଏସ୍‌ସିଆଇଆର୍‌ଏଫ୍‌) ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ ନିକଟରେ ଦାବି କରିଛି । ଆମେରିକା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା ସଙ୍ଗଠନର ଷଷ୍ଠ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟକ ଡ. ଦୁର୍ଗା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ ବୋଝ ହୋଇଯିବ। ମହଙ୍ଗା ମାଡ଼ ମଧ୍ୟରେ କ୍ଷୀର ମୂଲ୍ୟରେ ଏକ ବଡ଼ ବୃଦ୍ଧି…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ ପାକିସ୍ତାନ ସରକାର ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ସେମାନଙ୍କ ଦାବି ହେଉଛି,…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି ହୋଇଛନ୍ତି। ପ୍ରତିଯୋଗିତାର ଶେଷ ଦିନରେ ଡିଫେଣ୍ଡିଂ ଚାମ୍ପିଅନ ଫାବିଆନୋ କାରୁଆନାଙ୍କ ବିପକ୍ଷରେ ଛଅ…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ ଘଟଣା ଘଟିଛି ପଶ୍ଚିମବଙ୍ଗର ଜଣେ ମହିଳାଙ୍କ କ୍ଷେତ୍ରରେ, ଯିଏ କି ବୁଧବାର ନେପାଳରେ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ନେପାଳକୁ ଯେକୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?