Home

୧୦ ଟଙ୍କାର ନୋଟ ଖୋଲିବ ହନିମୁନ୍‌ ମର୍ଡର ମିଷ୍ଟ୍ରି: ଏବେ ସନ୍ଦେହ ଘେରରେ ସୋନମଙ୍କ ଭାଇ

ଇନ୍ଦୋର,୧୯।୬: ମେଘାଳୟର ଇନ୍ଦୋର ବ୍ୟବସାୟୀ ରାଜା ରଘୁବଂଶୀଙ୍କ ହତ୍ୟାକାଣ୍ଡରେ ଏପର୍ଯ୍ୟନ୍ତ ତ୍ରିକୋଣୀୟ ପ୍ରେମ ହତ୍ୟାର ପ୍ରକୃତ କାରଣ ବୋଲି ବିବେଚନା କରାଯାଉଥିଲା। କିନ୍ତୁ ଏବେ ମାମଲାର କାହାଣୀ ବଦଳିପାରେ। ଏବେ ସୋନମଙ୍କ ଭାଇ ଗୋବିନ୍ଦ ରଘୁବଂଶୀ ମଧ୍ୟ ଏହି ମାମଲାରେ ସନ୍ଦେହ…

ମୋହନ ସରକାରଙ୍କ ବଡ଼ ଘୋଷଣା: ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୫୦୦ ଟଙ୍କା

ଭୋପାଳ,୧୯।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଦୀପାବଳିରୁ ପ୍ରତି ମାସରେ ଲାଡଲି ଭଉଣୀଙ୍କୁ ୧୫୦୦ ଟଙ୍କା ଦିଆଯିବ। ଲାଡଲି ବେହନା ଯୋଜନା ଅଧୀନରେ ମଧ୍ୟପ୍ରଦେଶରେ ଯୋଗ୍ୟ ମହିଳାଙ୍କୁ ୧୨୫୦ ଟଙ୍କା ଦିଆଯାଉଛି।…

ପୁସ୍ତକ ନ ଥାଇ ୨୧ରେ ଖୋଲିବ କେନ୍ଦ୍ରୀୟ ବିଦ୍ୟାଳୟ, ସଜଡ଼ା ଚାଲିଛି ଭିତ୍ତିଭୂମି

ଭଞ୍ଜନଗର,୧୯ା୬(ବାବୁଲା ପ୍ରଧା): ଗ୍ରୀଷ୍ମ ଛୁଟି ସରିବା ପରେ ଆସନ୍ତା ୨୧ ତାରିଖରୁ କେନ୍ଦ୍ରୀୟ ବିଦ୍ୟାଳୟଗୁଡ଼ିକ ଶିକ୍ଷାଦାନ ପାଇଁ ଖୋଲିବ। ଏହାପୂର୍ବରୁ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ସଜଡ଼ା ଚାଲିଛି। ଅପରପକ୍ଷେ ଚଳିତ ଶିକ୍ଷାବର୍ଷଠାରୁ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପୁସ୍ତକ ବଦଳିଛି। କିନ୍ତୁ ଚଳିତ…

ଯୁଦ୍ଧ ମଧ୍ୟରେ ଇସ୍ରାଏଲର ଘୋଷଣାକୁ ନେଇ ହଇଚଇ: ଏବେ ଟାର୍ଗେଟରେ ଖାମେନେଇ, ଲୁଚିଥିବା ବଙ୍କର ଉପରେ…

ଜେରୁଜେଲମ/ତେହରାନ,୧୯।୬: କେନ୍ଦ୍ରୀୟ ଇସ୍ରାଏଲର ବେରସେବା ହସ୍ପିଟାଲ ଉପରେ ଇରାନର ଆକ୍ରମଣ ପରେ ପ୍ରତିରକ୍ଷା ମନ୍ତ୍ରୀ କାଟ୍ଜ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଏବେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ହତ୍ୟା କରାଯିବ। ତେବେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

ଇରାନରେ ରାଜ୍‌ କରିବେ ଏହି ୩ ରାଜକୁମାରୀ: ଜାଣନ୍ତୁ କେମିତି

ତେହେରାନ,୧୯।୬: ଇସ୍ରାଏଲ ସହିତ ଯୁଦ୍ଧ ମଧ୍ୟରେ, ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଶାସନ ବିପଦରେ ପଡ଼ିଛି। ଆମେରିକା ଏବଂ ଇସ୍ରାଏଲ ଖାମେନେଇଙ୍କୁ ହଟାଇବାକୁ ଚାହୁଁଛନ୍ତି। ଖାମେନେଇଙ୍କ ପରିବାରରେ ମଧ୍ୟ ତାଙ୍କ ବିରୋଧରେ ସ୍ବର ଉଠିବାରେ ଲାଗିଛି। ଫ୍ରାନ୍ସରେ ରହୁଥିବା…

ସାଇପ୍ରସ ରାଷ୍ଟ୍ରପତିଙ୍କ ସ୍ତ୍ରୀଙ୍କୁ ଏମିତି ଉପହାର ଦେଲେ ମୋଦି: ସବୁଠୁ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାଇପ୍ରସରେ ଜୋରଦାର ସ୍ବାଗତ କରାଯାଇଥିଲା। ସାଇପ୍ରସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ସର୍ବୋଚ୍ଚ ନାଗରିକ ପୁରସ୍କାର ‘ଗ୍ରାଣ୍ଡ କ୍ରସ ଅଫ ଦି ଅର୍ଡର ଅଫ ମାକାରିଓସ III’ରେ ସମ୍ମାନିତ କରିଥିଲେ। ସାଇପ୍ରସ ରାଷ୍ଟ୍ରପତି ନିକୋସ କ୍ରିଷ୍ଟୋଡୋଲିଡ୍ସ ତାଙ୍କୁ…

୨୪ ଜୁନରୁ ଏସବୁ ରାଶିର ଭାଗ୍ୟ ଖୋଲିବ, ଆକସ୍ମିକ ଧନଲାଭ ସାଙ୍ଗକୁ…

ଜ୍ୟୋତିଷଶାସ୍ତ୍ରରେ ଗୁରୁ ବୃହସ୍ପତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବେ ବିବେଚନା କରାଯାଏ। ବୃହସ୍ପତିଙ୍କୁ ଜ୍ଞାନ, ଶିକ୍ଷକ, ଧାର୍ମିକ କାର୍ଯ୍ୟ, ଶିକ୍ଷା, ଦାନ-ପୂଣ୍ୟ, ବୁଦ୍ଧି ଆଦିର କାରକ ବୋଲି କୁହାଯାଏ। ଏବେ ଗୁରୁଙ୍କ ସ୍ଥିତି ପରିବର୍ତ୍ତନର ପ୍ରଭାବ ୧୨ ରାଶିରେ ଦେଖିବାକୁ ମିଳିପାରେ। ବର୍ଷକ…

ବିରାଟଙ୍କ କୋଚଙ୍କଠାରୁ ଟ୍ରେନିଂ ନେଉଛନ୍ତି ତାଙ୍କ ଭଣଜା, ରାଜକୁମାର ଶର୍ମା ଭେଟିଦେବେ ଆଉ ଜଣେ ମହାନ କ୍ରିକେଟର!

ନୂଆଦିଲ୍ଲୀ,୧୯।୬: ବିରାଟ କୋହଲି ପ୍ରାୟତଃ ସୋସିଆଲ ମିଡିଆରେ ଶିରୋନାମାରେ ରହିଥାଆନ୍ତି। ପୁଣିଥରେ ଏହି ଭାରତୀୟ ବ୍ୟାଟସମ୍ୟାନ ଚର୍ଚ୍ଚାର କେନ୍ଦ୍ର ପାଲଟିଛନ୍ତି। କିନ୍ତୁ, ଏଥର ତାଙ୍କ ଖେଳ ପାଇଁ ନୁହେଁ ବରଂ ଅନ୍ୟ ଏକ କାରଣ ପାଇଁ ସେ ଚର୍ଚ୍ଚାରେ ଅଛନ୍ତି। ଆଧୁନିକ…

ଘଟଣାର ସପ୍ତାହକ ପରେ କାର୍ଯ୍ୟାନୁଷ୍ଠାନ ଶୂନ: ନ୍ୟାୟ ଅପେକ୍ଷାରେ ପରିବାର ଲୋକେ

ଭଦ୍ରକ,୧୯ା୬(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ବାଲିଗାଁଁ ସାହୁସାହି ୧୧ନମ୍ବର ଓ୍ବାର୍ଡରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଦୀର୍ଘଦିନ ଧରି ଏହି ଗ୍ରାମର ରମାକାନ୍ତ ସାହୁ ଓ ନାରାୟଣ ସାହୁଙ୍କ ପରିବାର ମଧ୍ୟରେ ବିବାଦ ଲାଗି…

‘ସବୁର ନେବୁ ହିସାବ,’ କାହିଁକି ଏମିତି ଧମକ ଦେଲେ ନେତାନ୍ୟାହୁ? ଡରିଲାଣି ଇରାନ

ଜେରୁଜେଲମ,୧୯।୬: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ଗୁରୁବାର ସକାଳେ ଇରାନର ‘ଆତଙ୍କୀ ଏକଛତ୍ରବାଦୀ’ ବେର୍ଶେବାସ୍ଥିତ ସୋରୋକା ହସ୍ପିଟାଲ ଏବଂ ଦେଶର ମଧ୍ୟଭାଗରେ ଥିବା ସାଧାରଣ ଅଞ୍ଚଳ ଉପରେ ମିଶାଇଲ ମାଡ଼ କରିଛନ୍ତି। ନେତାନ୍ୟାହୁ…

ଭଦ୍ରକ ଜିଲା ଗସ୍ତରେ ସ୍ବାସ୍ଥ୍ୟ ବିଭାଗ ଟିମ୍‌: ଝାଡ଼ାବାନ୍ତି ବ୍ୟାପି ଥିବା ଅଞ୍ଚଳ ପରିଦର୍ଶନ

ଭଦ୍ରକ,୧୯ା୬(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଝାଡ଼ାବାନ୍ତି ବ୍ୟାପି ଥିବା ବେଳେ ଗୁରୁବାର ସ୍ବାସ୍ଥ୍ୟ ବିଭାଗର କେନ୍ଦ୍ରୀୟ ରାଜ୍ୟ ଟିମ୍‌ ଭଦ୍ରକ ଜିଲା ଗସ୍ତରେ ଆସିଛନ୍ତି। ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଧୀର…

ବଚ୍ଚନ ପରିବାରରେ ସବୁକିଛି ଠିକ୍‌ ଚାଲିଛି ତ, ଅଭିଷେକଙ୍କ କ୍ରିପ୍ଟିକ୍‌ ପୋଷ୍ଟ ବଢାଉଛି ଚିନ୍ତା

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ନିକଟରେ କମେଡି ଫିଲ୍ମ ‘ହାଉସଫୁଲ ୫’ରେ ନଜର ଆସିଥିଲେ। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ନ ଥାନ୍ତି। ଏବେ ଜୁନିଅର ବଚ୍ଚନ ଇନଷ୍ଟାଗ୍ରାମରେ ଏକ କ୍ରିପ୍ଟିକ୍‌ ପୋଷ୍ଟ ଶେୟାର କରିଛନ୍ତି, ଯାହା ସମସ୍ତଙ୍କ ଦୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?