ମୁଁ ମୁଖ୍ୟମନ୍ତ୍ରୀ ହେବି, ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବାର ଖବର ଆସିବା ପରେ କାହିଁକି ଏମିତି କହିଲେ ଶିନ୍ଦେ
ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନରେ ମହାୟୁତୀ ବିଜୟୀ ହୋଇଛି। କିନ୍ତୁ ଏହା ପରେ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ନେଇ ଏବେ ବିବାଦ ଲାଗି ରହିଛି। ଶିବସେନା ନେତା ତଥା କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କ ପଦ ଛାଡିବାକୁ…
ଅଭିନୟରୁ ସନ୍ନ୍ୟାସ ନେଇ ଘୋଷଣା କରି ଚମକାଇଲେ ଅଭିନେତା ବିକ୍ରାନ୍ତ ମେସି, ୨୦ ବର୍ଷ କ୍ୟାରିୟରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ
ବମ୍ବେ: ଅଭିନୟରୁ ସନ୍ନ୍ୟାସ ଘୋଷଣା କଲେ ଚର୍ଚ୍ଚିତ ବଲିଉଡ୍ କଳାକାର ବିକ୍ରାନ୍ତ ମେସି। ନିକଟରେ ତାଙ୍କ ଫିଲ୍ମ ‘ଦ ସାବରମତି ରିପୋର୍ଟ’ ରିଲିଜ ହୋଇଥିଲା। ଏଥିରେ ତାଙ୍କ ଚରିତ୍ର ସମସ୍ତଙ୍କ ହୃଦୟ ଜିତିବାରେ ସଫଳ ହୋଇଥିଲା। ଫିଲ୍ମକୁ ନେଇ ଚର୍ଚ୍ଚା ଥମି…
ହେଲ୍ମେଟ୍ ପିନ୍ଧି ନିର୍ବନ୍ଧ
ରାୟପୁର: ଛତିଶଗଡ଼ର ରାଜନନ୍ଦଗାଓଁ ଜିଲାରେ ଏକ ନିଆରା ନିର୍ବନ୍ଧ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନିଜର ଅନନ୍ୟ ରୀତିନୀତି ହେତୁ ଏବେ ଏହି ନିର୍ବନ୍ଧ ଚର୍ଚ୍ଚାର ବିଷୟ ପାଲଟିଛି। ସ୍ଥାନୀୟ ଡୋଙ୍ଗରଗଡ ବ୍ଲକର ଜରୱାହି ନିବାସୀ ବୀରେନ୍ଦ୍ର ସାହୁ ଓ କାରିଆଟୋଲା ଗ୍ରାମ ନିବାସୀ…
ଆଇଏଏସ୍ ଅଫିସର ହେବାକୁ ଚାହୁଁଥିଲେ ରାଶି
ମୁମ୍ବାଇ: ଅଭିନେତ୍ରୀ ରାଶି ଖାନ୍ନା ନିଜର ନିଖୁଣ ଅଭିନୟ ମାଧ୍ୟମରେ ଦର୍ଶକଙ୍କ ବେଶ୍ ପ୍ରଶଂସା ସାଉଣ୍ଟିଛନ୍ତି। କେବଳ ବଲିଉଡ୍ରେ ନୁହେଁ, ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିରେ ମଧ୍ୟ ସେ ନିଜ ଅଭିନୟର ଯାଦୁ ଦେଖାଇଛନ୍ତି। ନିକଟରେ ଅଭିନେତା ବିକ୍ରାନ୍ତ ମେସିଙ୍କ ସହ ‘ଦି…
ପ୍ରଥମ ଦିନ ୩୦୦ କୋଟି କ୍ଲବରେ ପହଞ୍ଚିବ ‘ପୁଷ୍ପା ୨’
ହାଇଦ୍ରାବାଦ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ‘ପୁଷ୍ପା ୨: ଦି ରୁଲ୍’ ଫିଲ୍ମ ଆସନ୍ତା ୫ରେ ରିଲିଜ୍ ହେବାକୁ ଯାଉଛି। ଫିଲ୍ମକୁ ନେଇ ସିନେପ୍ରେମୀ ଓ ଦର୍ଶକଙ୍କ ମଧ୍ୟରେ ଉତ୍ସାହ…
ଏଇ ଭାରତରେ
ଚାକିରି ସହ ଚାଷ କରିବା କଷ୍ଟକର ହୋଇଥିଲେ ମଧ୍ୟ ସେଥିରେ ସଫଳ ହୋଇଛନ୍ତି କେରଳର ଇଞ୍ଜିନିୟର ପାର୍ବତୀ ମୋହନାନ୍। ପାର୍ବତୀ ଫୁଲଚାଷ କରି ସେଥିରୁ ମାସକୁ ୧ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ତାଙ୍କ ନିକଟକୁ ଦିନକୁ ୧୦୦ ପର୍ଯ୍ୟନ୍ତ ଅର୍ଡର…
ଆଭ୍ୟନ୍ତରୀଣ ପ୍ରଦୂଷଣ
ଆମ ଚତୁଃପାର୍ଶ୍ୱସ୍ଥ ବାୟୁମଣ୍ଡଳ ଦିନକୁ ଦିନ ବିଷାକ୍ତ ହୋଇ ଚାଲିଛି। ବାୟୁ ପ୍ରଦୂଷଣ କଥା ଆସିଲେ ଆମ ଆଖିଆଗରେ ଧୂଆଁ, ଧୂଳି ଓ ମାରାତ୍ମକ ଭାସମାନ ରାସାୟନିକ କଣିକାର ଛବି ନାଚି ଉଠେ। ଏହି ପ୍ରଦୂଷଣ ଆଜି ଆମ ରୋଷେଇ କକ୍ଷ,…
ରାଜନୀତିରେ ବୟସ ସୀମା
ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ମୁହଁାମୁହିଁ ତର୍କମାଳାର ପ୍ରଥମ ଅବସରରେ ଜୋ ବାଇଡେନ୍ ଥଙ୍ଗେଇଗଲେ ବୋଲି ଡେମୋକ୍ରାଟ୍ ଦଳର ବହୁତ ନେତା କହିହେଲେ ତାଙ୍କୁ ବାର୍ଦ୍ଧକ୍ୟ ଘାରିଲାଣି ଓ ସେ ନିର୍ବାଚନ ରଣାଙ୍ଗନରୁ ଓହରି ଯାଆନ୍ତୁ, ସେ ବି ମାନିନେଲେ ା ଆଉ…
ସଂଖ୍ୟାଲଘୁ ଚରିତ୍ର
ବାଂଲାଦେଶ ଏକମାତ୍ର ପଡ଼ୋଶୀ ଦେଶ ଭାବେ ଭାରତକୁ ଦେଇଆସୁଥିବା ସମ୍ମାନ ଏବେ ଭୂଲୁଣ୍ଠିତ ହୋଇଯାଇଛି। ଗତ କିଛିବର୍ଷ ହେବ ଅନ୍ୟାନ୍ୟ ପଡ଼ୋଶୀ ଭାରତର ଶତ୍ରୁ ପାଲଟି ଯାଇସାରିଛନ୍ତି। ବାଂଲାଦେଶ ସୃଷ୍ଟି କରିବାରେ ଭାରତର ଅନନ୍ୟ ଭୂମିକା ଥିବାରୁ ଆଶା ଥିଲା ଏହା…
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଭାରତର ସର୍ବଶ୍ରେଷ୍ଠ କମ୍ପାନୀ
ମୁମ୍ବାଇ,୨।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ (ଆରଆଇଏଲ) କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ବା ସ୍ବୀକୃତି ମିଳିଛି। ଏପରିକି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଭାରତର ସର୍ବଶ୍ରେଷ୍ଠ କମ୍ପାନୀ ଭାବେ ୱିଜିକିର ଭିଜିବିଲିଟି…
ରେକର୍ଡ ପରିମାଣର ଟିକସ ଆଦାୟ
ନୂଆଦିଲ୍ଲୀ,୨।୧୨: ପ୍ରତି ମାସ ଭଳି ଚଳିତ ମାସ ମଧ୍ୟ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ଅଷ୍ଟମ ମାସରେ ୧.୮୨ ଲକ୍ଷ କୋଟି ଟଙ୍କାର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ…
ପ୍ରୋଟିନ୍ ପରିବର୍ତ୍ତନ ପାଇଁ ମେଶିନ୍ ଲର୍ନିଂ ପ୍ରେଡିକ୍ଟର
ନୂଆଦିଲ୍ଲୀ,୨ା୧୨(ପି.ଟି.): ପ୍ରୋଟିନ୍ର ମୂଳ ଆନୁବଂଶିକ ସଂରଚନାରେ ପରିବର୍ତ୍ତନ ପାଇଁ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି), ମାଡ୍ରାସର ଗବେଷକମାନେ ଏକ ମେଶିନ ଲର୍ନିଂ ଆଧାରିତ ପ୍ରେଡିକ୍ଟର ବିକଶିତ କରିଛନ୍ତି। ବର୍ତ୍ତମାନର ପଦ୍ଧତି ଅଧିକ ସମୟସାପେକ୍ଷ ଏବଂ ବ୍ୟୟବହୁଳ ହୋଇଥିବାବେଳେ ନୂଆ ପଦ୍ଧତି ଏହା…
Archives


