Home

ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା) – ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାବେଳେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ। ତେବେ ୨ ଦିନ ଧରି କେତେକ…

ସରେଣ୍ଡର କରିବନି ଇରାନ୍‌, ଆମେରିକା ଆକ୍ରମଣ କଲେ ପରିଣାମ ଖରାପ ହେବ; ପାଲଟା ଧମକ ଦେଲେ…

ତେହରାନ୍‌/ଓ୍ବାଶିଂଟନ୍‌,୧୮ା୬: ଇସ୍ରାଏଲ୍‌-ଇରାନ୍‌ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏଣ୍ଟ୍ରି ମାରି ଖୋଲାଖୋଲି ଧମକ ଦେଇଛନ୍ତି। ମଙ୍ଗଳବାର ସେ ଇରାନ୍‌ ସୁପ୍ରିମଲିଡର ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ନିଃସର୍ତ୍ତ ଆମତ୍ସମର୍ପଣ କରିବାକୁ ଆହ୍ବାନ ଦେଇଥିଲେ। ଏହାର ଦିନକ ପରେ ୮୬ ବର୍ଷୀୟ…

ଅହମଦାବାଦ ବିମାନ ଦୁର୍ଘଟଣାରେ କେମିତି ବଞ୍ଚି ଯାଇଥିଲେ ବିଶ୍ୱାସ, ଆଉ ଏକ ଆଶ୍ଚର୍ଯ୍ୟକର କାରଣ ଆସିଲା ସାମ୍ନାକୁ , ଭାଇଙ୍କୁ ବିଦାୟ ଦେଇ…

ନୂଆଦିଲ୍ଲୀ,୧୮।୬: ଅହମଦାବାଦ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାର ଏକମାତ୍ର ବଞ୍ଚିଥିବା ବ୍ୟକ୍ତି ବିଶ୍ୱାସ କୁମାର ରମେଶଙ୍କୁ ଦୁର୍ଘଟଣାର ଗୋଟିଏ ସପ୍ତାହ ପରେ ସହରର ସିଭିଲ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା, ଯେଉଁଥିରେ ୨୭୦ ଜଣ ଲୋକ ମୃତ୍ୟୁବରଣ କରିଥିଲେ। ତାଙ୍କୁ ଡିସଚାର୍ଜ କରାଯିବା…

୩୮ ଦିନ, ୧୩୪ କଲ…, ରାଜା ରଘୁବଂଶୀ ହତ୍ୟାକାଣ୍ଡରେ ଆଉ ଏକ ଚରିତ୍ରର ଏଣ୍ଟ୍ରି, କ’ଣ ରହିଛି ସୋନମଙ୍କ ସହ କନେକ୍ସନ? ଜାଣନ୍ତୁ…

ଇନ୍ଦୋର,୧୮।୬: ଇନ୍ଦୋରର ରାଜା ରଘୁବଂଶୀ ହତ୍ୟା ମାମଲାରେ ନୂଆ ନୂଆ କଥା ସାମ୍ନାକୁ ଆସୁଛି। ଏବେ ଏହି ମାମଲାରେ ଆଉ ଏକ ଚରିତ୍ର ପ୍ରବେଶ କରିଛି। ପୋଲିସ ସୋନମଙ୍କ କଲ ଡିଟେଲ୍ସ ଖୋଜିଛି। କଲ ଡିଟେଲ୍ସରେ ଆଶ୍ଚର୍ଯ୍ୟଜନକ ସୂଚନା ଆସିଛି। ତଦନ୍ତରୁ…

୩୫ ମିନିଟର ଫୋନ କଲରେ ଟ୍ରମ୍ପଙ୍କ ଉପରେ ଖୁବ ରାଗିଲେ ମୋଦି, ସିଧା ସିଧା ଶୁଣାଇଲେ ଏମିତି

ଓ୍ବାଶିଂଟନ/ନୁଆଦିଲ୍ଲୀ,୧୮।୬: ଅପରେଶନ ସିନ୍ଦୂର ସମୟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର (ଜୁନ ୧୮, ୨୦୨୫) ପ୍ରଥମ ଥର ପାଇଁ ଆମେରିକା ରାଷ୍ଟ୍ରପତିଙ୍କ ସହ…

ଓକିଲସଂଘ ପକ୍ଷରୁ ବିଚାରପତିଙ୍କୁ ବିଦାୟ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର,୧୮।୬, (ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲା ପୁରୁଷୋତ୍ତମପୁର ଓକିଲସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ ସଭାପତି ତଥା ସରକାରୀଓକିଲ କ୍ରୁଷ୍ଣଚନ୍ଦ୍ର ଗୌଡଙ୍କ ପୌରହିତ୍ୟରେ ବୁଧବାର ଅନୁଷ୍ଟିତ ହୋଇଯାଇଛି। ଏଥିରେ ଆସିଷ୍ଟାଣ୍ଟ ସେସନ୍ସଜଜ ତଥା ସିନିୟର ସିଭିଲଜଜ ଶରତକୁମାର ସାହୁ ଓ ପ୍ରଥମଶ୍ରେଣୀ ବିଚାରପତି ପୂଜାପ୍ରିୟଦର୍ଶନୀ…

ବଢୁଛି ଚୋରି, ପୋଲିସ ହାତ ଖାଲି

ଧର୍ମଶାଳା,୧୮।୬, (ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ବଢୁଛି ଚୋରି କିନ୍ତୁ ପୋଲିସ ହାତ ଖାଲି । ଏଥର ଜଣେ ମହିଳା ଲୁଟର ଶିକାର ହୋଇଥିବା ଥାନରେ ଅଭିଯୋଗ ହୋଇଛି। ସୂଚନା ମୁତାବକ ବ୍ରହ୍ମବରଦା ଥାନା ରୁଦ୍ରପୁର ବଡ଼ବାଘସାହି…

ସୌରା ପାହାଡ଼ ଡବଲ ମର୍ଡର ମାମଲା: ମୁଖ୍ୟ ଅଭିଯୁକ୍ତ ସମେତ ୪ଜଣଙ୍କୁ ଆଜୀବନ

ବ୍ରହ୍ମପୁର, ୧୮।୬ (ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବହୁ ଚର୍ଚ୍ଚିତ ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପାଳଝାଢ଼ି ଗ୍ରାମର ବିଜେଡି ନେତା ସୁଦର୍ଶନ ସୁଆର ଓ ସୁଧୀର ପାତ୍ର ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ ହୋଇଛି। ଉପଯୁକ୍ତ ପ୍ରମାଣ ଆଧାରରେ…

ନିମନ୍ତ୍ରଣ ମିଳିବା ପରେ ବି କାହିଁକି ଟ୍ରମ୍ପଙ୍କୁ ଭେଟିବାକୁ ଗଲେନି ମୋଦି? ଜାଣନ୍ତୁ ଏହାର ବଡ଼ କାରଣ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮।୬: G7 ସମ୍ମିଳନୀରେ ଯୋଗଦେବା ପାଇଁ କାନାଡା ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସାକ୍ଷାତ କରିପାରି ନ ଥିଲେ। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଟ୍ରମ୍ପ ଶିଖର ସମ୍ମିଳନୀ ଛାଡି…

ଝିଅ ଘରକୁ ଯାଇ ଫେରୁଥିଲେ, ପଛପଟୁ ପିଟିଲା ବାଇକ୍‌: ଚାଲିଗଲା ରାମଙ୍କ ଜୀବନ

କଲ୍ୟାଣସିଂହପୁର,୧୮।୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶିପୁର ବ୍ଲକ କଲ୍ୟାଣସିହପୁର ସିମାନ୍ତ ମାଣ୍ଡିବିସି ପଞ୍ଚାୟତରର ଭିତରଚରା ଗାଁରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଛି। ସୁଚନା ମୁତାବକ, ଭିତର ଚୋରା ଗାଁର ରାମ ମାଝି (୬୩) ତାଙ୍କ…

ବ୍ଲକ ଅଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବୀଣାପାଣି: ବିଜୟ ପରେ ବିଜେଡି ଛାଡ଼ି ଭାଜପାରେ ଦେଲେ ଯୋଗ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାଧ୍ୟକ୍ଷା ପାଇଁ ବୁଧବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଉପନିର୍ବାଚନ ବ୍ଲକସଭା ଗୃହରେ ଅନୁଷ୍ଠିତ ହୋଇଛି। ଏଥିରେ ପାଟଣା ବ୍ଲକ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ ଏକ ମାତ୍ର ପ୍ରାର୍ଥୀ ଭାବରେ…

ବୈବାହିକ ଜୀବନକୁ ସୁଖମୟ କରିବାକୁ ଚାହୁଁଥିଲେ… ଆପଣାନ୍ତୁ ଏହି ଟିପ୍ସ

”ଘରସଂସାର କରିବା ପରେ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ସମ୍ପର୍କ ଦୃଢ଼ ରହିବା ଦରକାର। ଉଭୟେ ପରସ୍ପରକୁ ସହଯୋଗ କରିବା ସହ ପ୍ରତିଟି କଥାକୁ ଦୁହେଁ ମିଶି ସୁଚାରୁ ରୂପେ ତୁଲାଇପାରିଲେ ବୈବାହିକ ଜୀବନ ଆନନ୍ଦମୟ ହୋଇଉଠିଥାଏ। ତେବେ ଏହାକୁ ସବୁବେଳେ ମଧୁର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?