ହରିୟାଣାରେ ଭାଜପା ସରକାର ଗଢିବାକୁ ଖୋଲା ଅଛି ସମସ୍ତ ଦ୍ୱାର, କାହିଁକି ଏମିତି କହିଲେ ନାଏବ ସୋନି
ଚଣ୍ଡିଗଡ଼,୬।୧୦: ହରିୟାଣା ବିଧାନସଭା ନିର୍ବାଚନ ପରେ ଶନିବାର ସାରେ ଏକଜିଟ ପୋଲ ତଥ୍ୟ ପ୍ରକାଶ ପାଇଛି। ଏକଜିଟ ପୋଲରେ ଭାଜପାକୁ ବଡ ଝଟକା ଲାଗିଛି। ସେଠାରେ ଭାଜପା ୨୦-୨୮ଟି ଆସନ ପାଇବ ବୋଲି ଆଶା କରାଯାଉଛି। ଏକଜିଟ ସର୍ଭେ ଅନୁଯାୟୀ ଭାଜପା…
ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ପ୍ରସାଦ ସମ୍ପୂର୍ଣ୍ଣ ଶୁଦ୍ଧ
ଉଜ୍ଜୟନୀ,୬।୧୦: ମଧ୍ୟ ପ୍ରଦେଶ ଉଜ୍ଜୟନୀର ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ଲଡୁ ପ୍ରସାଦର ଯାଞ୍ଚ କରାଯାଇ ଜଣାପଡିଛି ଯେ ଲଡୁ ସମ୍ପୂର୍ଣ୍ଣ ଶୁଦ୍ଧ ଅଟେ। ମଧ୍ୟପ୍ରଦେଶର ଉଜ୍ଜୟନୀ ସ୍ଥିତ ମହାକାଳେଶ୍ୱର ମନ୍ଦିରର ଲଡୁ ପ୍ରସାଦ ଖାଦ୍ୟ ସୁରକ୍ଷା ନିୟମର ୧୩ଟି ପାରାମିଟର ପୂରଣ…
ପ୍ରତି ମାସରେ ମହିଳାଙ୍କୁ ୧୦୦୦ ଟଙ୍କା ଦେବ ଏଏପି ସରକାର!
ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି) ଆଜି ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏହି ସମୟରେ ଏଏପି ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ସମ୍ବୋଧନ ପ୍ରଦାନ କରିଥିଲେ। ତାଙ୍କ…
ହରିୟାଣା ଉପରେ କହିବା ମନା, ଏକଜିଟ ପୋଲ୍କୁ ନେଇ ଭାଜପା ନେତାଙ୍କ ମୁହଁ ବନ୍ଦ
ନୂଆଦିଲ୍ଲୀ,୬।୧୦: ହରିୟାଣା, ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ବର୍ତ୍ତମାନ ଏହି ନିର୍ବାଚନର ଫଳାଫଳ ଘୋଷଣା କରାଯିବ। କିନ୍ତୁ ଏହାପୂର୍ବରୁ ସମସ୍ତ ଏକଜିଟ ପୋଲ୍ରେ ଜମ୍ମୁ-କଶ୍ମୀରରେ କଂଗ୍ରେସ-ଏନସି ମେଣ୍ଟ ଏବଂ ହରିୟାଣାରେ କଂଗ୍ରେସ ସରକାର ଗଠନ କରିବ ବୋଲି ଦାବି ରହିଛି।…
ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ
କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି। ସେ…
ମୋଦିଙ୍କ ପାଇଁ ଭୋଟ ମାଗିବେ କେଜରିଓ୍ବାଲ, କାହିଁକି ଏମିତି କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ?
ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ଛତ୍ରସାଲ ଷ୍ଟାଡିୟମରେ ଚାଲିଥିବା ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସେ ତାଙ୍କ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସରକାରଙ୍କ…
ଜମ୍ମୁ-କଶ୍ମୀରରେ ଭାଜପା ସରକାର! ସରକାର ଗଠନରେ ହେବ ବଡ଼ ପ୍ଲାନ…
ନୂଆଦିଲ୍ଲୀ,୬।୧୦: ଜମ୍ମୁ-କଶ୍ମୀର ନିର୍ବାଚନକୁ ନେଇ ଆସିଛି ଚମକାଇଦେଲା ଭଳି ବୁଥ୍ ବାହୁଡା ମତ ବା ଏକଜିଟ୍ ପୋଲ୍। ଯଦି ନିର୍ବାଚନ ଫଳାଫଳ ବୁଥ୍ ବାହୁଡା ମତରୁ ଆସିଥିବା ସଂଖ୍ୟା ସହ ସମାନ ହୋଇଯିବ ତେବେ ଜମ୍ମୁ-କଶ୍ମୀରରେ ବଡ଼ ରାଜନୈତିକ ସମୀକରଣ ଦେଖାଯିବ।…
କିମ୍ ଜୋଙ୍ଗ୍ ଉନ୍ ନା ଜର୍ଜ ସୋରୋସ୍ କାହା ସହ ଡିନର କରିବେ ଜୟଶଙ୍କର, ଏମିତି ଦେଲେ ଜବାବ…
ନୂଆଦିଲ୍ଲୀ,୬ା୧୦: ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ କାର୍ଯ୍ୟକ୍ରମ ସମୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ଏପରି ପ୍ରଶ୍ନ ପଚରାଯାଇଥିଲା। ଯାହାର ଉତ୍ତର ସମସ୍ତଙ୍କ ହୃଦୟକୁ ଛୁଇଁଛି। ଜୟଶଙ୍କରଙ୍କୁ ପଚରାଯାଇଥିଲା ସେ ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍…
ଷ୍ଟେଜ୍ରେ ରାମ ଭୂମିକାରେ କରୁଥିଲେ ଅଭିନୟ, ଆସିଲା ହାର୍ଟଆଟାକ୍, ଆଉ ତା’ ପରେ…
ନୂଆଦିଲ୍ଲୀ,୬ା୧୦: ଦିଲ୍ଲୀର ଶାହାଦରା ଅଞ୍ଚଳରେ ଷ୍ଟେଜ୍ରେ ରାମଲୀଳା ଚାଲିଥିବାବେଳେ ଏକ ଦୁଃଖଦ ଘଟଣା ଘଟିଛି। ରାମ ଭୂମିକାରେ ଅଭିନୟ କରୁଥିବା ସୁଶୀଲ କୌଶିକ୍ଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସେ ଷ୍ଟେଜ୍ରୁ ଓହ୍ଲାଇବା ଦେଖି ଲୋକମାନେ ଦୌଡ଼ି ଯାଇଥିଲେ। ସୁଶୀଲଙ୍କୁ ସଙ୍ଗେ ସଙ୍ଗେ…
କୋଲକାତା ବଳାତ୍କାର ହତ୍ୟା ମାମଲା: ସନ୍ଦୀପ ଘୋଷଙ୍କୁ ଆଉ ଏକ ବଡ଼ ଝଟ୍କା
କୋଲକାତା,୬।୧୦: କୋଲକାତା ସ୍ଥିତ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରି ୧୦ ଜଣ ଡାକ୍ତରଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଇଣ୍ଟର୍ନ, ହାଉସ ଷ୍ଟାଫ ଏବଂ ବରିଷ୍ଠ ରେଜିଡେଣ୍ଟ ଅନ୍ତର୍ଭୁକ୍ତ। ସୂତ୍ରରୁ…
‘ଅକ୍ଟୋବର ୮ ଫଳାଫଳକୁ ଅପେକ୍ଷା କର, ବାକି କେବଳ ଟାଇମ୍ ପାସ୍’
କଶ୍ମୀର,୬।୧୦: ନ୍ୟାଶନାଲ କନ୍ଫରେନ୍ସ ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଶନିବାର ସନ୍ଧ୍ୟାରେ ଆସିଥିବା ଏକ୍ଜିଟ୍ ପୋଲ୍ର ପୂର୍ବାନୁମାନ ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ନିର୍ବାଚନର ପ୍ରକୃତ ଫଳାଫଳ ପାଇଁ ସମସ୍ତଙ୍କୁ ଅକ୍ଟୋବର ୮କୁ ଅପେକ୍ଷା କରିବା…
ହମାସ ଆକ୍ରମଣକୁ ବର୍ଷେ: ଆଲର୍ଟରେ ଇସ୍ରାଏଲ
ବେରୁଟ୍,୬।୧୦: ଇସ୍ରାଏଲ ଉପରେ ହମାସ କ୍ଷେପଣାସ୍ତ୍ର ଆକ୍ରମଣର ଆସନ୍ତାକାଲି ଅର୍ଥାତ୍ ସୋମବାର ଏକ ବର୍ଷ ପୂରଣ ହେବ। ହମାସର ଏହି ଆକ୍ରମଣରେ ୧୦୦୦ରୁ ଅଧିକ ଇସ୍ରାଏଲ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେ ହିଁ ଇସ୍ରାଏଲ ହମାସକୁ ଧ୍ୱଂସ କରିବାକୁ…
Archives


