Home

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇଥିଲେ । ଉକ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବଚାଷୀଙ୍କ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର ହସ୍ପିଟାଲରୁ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ତାଙ୍କ ଗୋଡ଼ରେ ଏକ ବ୍ରେସ…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ ରହିଥିବା ଖବର ପାଇଲା ପରେ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ଓ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ କରିଛନ୍ତି। ବାଂଲାଦେଶ ବିପକ୍ଷ ନିଜର ପ୍ରଥମ ଟେଷ୍ଟ ଅଧିନାୟକତ୍ୱ ମ୍ୟାଚ୍‌ରେ ପ୍ରଥମ ପାଳିରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ । ଅଭିନୟ ଓ ସୌନ୍ଦର୍ଯ୍ୟ ପାଇଁ ପରିଚିତ ହେମା ଜଣେ ଦକ୍ଷ ଭରତନାଟ୍ୟମ୍‌…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି। ବିଦର୍ଭ ସହ ପ୍ରାୟ ୧୮ ବର୍ଷର ସମ୍ପର୍କ ଶେଷ କରି ପଞ୍ଜାବ ଦଳରେ…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ ୯ଟା ସମୟରେ CJP ନେତାମାନେ ଦିଲ୍ଲୀର ଜନ୍ତର ମନ୍ତରରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ଏହା ପୂର୍ବରୁ, ୱେଷ୍ଟଇଣ୍ଡିଜ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼ ଟ୍ରଫିର ଅଣ୍ଡର-୧୯ ଏଲିଟ ଗ୍ରୁପ୍‌ରେ ଅକ୍ଟୋବର ୧୨ ତାରିଖରେ କର୍ନାଟକ ଓ ଦିଲ୍ଲୀ…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ଆୟୁଷ୍ମାନ କାର୍ଡକୁ ନେଇ ସରକାର ଏବେ କଡ଼ା ଆଭିମୁଖ୍ୟ ଗ୍ରହଣ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି ସନାତନ ମୁଣ୍ଡା (୪୫)କୁ ବିଭତ୍ସ ଭାବେ ହତ୍ୟା କରି ଦୁର୍ବୃତ୍ତମାନ ଫିଙ୍ଗିଦେଇଥିବା ଅଭିଯୋଗ…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି ଘୋଷଣା କରାଯାଇଛି। ଏହି ଅଫର ଭାରତର ସମସ୍ତ ଜୟଆଲୁକ୍କାସ ଶୋ’ରୁମରେ ନଭେମ୍ବର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?