କାହାର ପଲ୍ଲା ଭାରି? ହରିୟାଣା ନିର୍ବାଚନରେ ଏକଜିଟ ପୋଲ୍କୁ ନେଇ ବଡ଼ ଖୁଲାସା!
ନୂଆଦିଲ୍ଲୀ,୫।୧୦: ଭୋଟ ଏବଂ ଭୋଟ ଗଣନା ମଧ୍ୟରେ ଗଣମାଧ୍ୟମରେ ପ୍ରକାଶିତ ତଥ୍ୟକୁ ନିର୍ବାଚନୀ ଭାଷାରେ ଏକଜିଟ ପୋଲ କୁହାଯାଏ। ହରିୟାଣା ଏବଂ ଜମ୍ମୁ କଶ୍ମୀର ନିର୍ବାଚନ ପରେ ଆଜି ଅନେକ ସର୍ଭେ ଏଜେନ୍ସି ଏନେଇ ତାଙ୍କ ଏକଜିଟ ପୋଲ ପ୍ରକାଶ କରିବେ।…
ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ, ପରୀକ୍ଷା ପାଇଁ ହଳଦୀ ଗୁଣ୍ଡର ନମୁନା ସଂଗ୍ରହ
ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କନ୍ଧମାଳ ହଳଦୀ ନାମରେ ନକଲି ଗୁଣ୍ଡ ବିକ୍ରି କରାଯାଉଥିବା ଓ ଜୈବିକ ହଳଦୀ ନାମରେ ଲେବୁଲ ମାରି ବିକ୍ରିବଟା କରିବା ଅଭିଯୋଗ ହୋଇଆସୁଥିଲା। ଯାହାକି ଶନିବାର କନ୍ଧମାଳ ଖାଦ୍ୟ ନିରାପତ୍ତା ଓ…
ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି
କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍ସିବି ମେଡିକାଲରେ ଭେଟିଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ବିଭୂତି…
କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍ ନେତା
ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରାରେ ବାହାରି ତିହିଡ଼ି ପୁରୁଣାହାଟରେ ପହଞ୍ଚିଥିଲେ। ପରେ ସେଠାରେ ଆଇନଜୀବୀ ବିଷ୍ଣୁ ଦାଶଙ୍କ…
ହାତରେ ନୂଆ ଟାଟୁ କଲେ ରିଙ୍କୁ ସିଂ: ୫ ଛକା ସହ ଅଛି କନେକ୍ସନ
ନୂଆଦିଲ୍ଲୀ,୫।୧୦: ନିକଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ହାତରେ ଏକ ଟାଟୁ କରିଛନ୍ତି। ଏହି ଟାଟୁରେ ସେ ‘ଗଡ୍ସ ପ୍ଲାନ୍’ ଲେଖିଛନ୍ତି। ରିଙ୍କୁ କହିଛନ୍ତି, ଟାଟୁ ବିଷୟରେ ସବୁଠାରୁ ବିଶେଷ କଥା ହେଉଛି ଯେ ସେ ମାରିଥିବା ପାଞ୍ଚଟି…
ଦୁର୍ଗାପୂଜାରେ କଏଦୀଙ୍କ ପାଇଁ ସ୍ପେଶାଲ ଫୁଡ
କୋଲକାତା,୫।୧୦: ଦୁର୍ଗା ପୂଜା ଆରମ୍ଭ ହେବାକୁ ଅଧିକ ସମୟ ବାକି ନାହିଁ। ସାରା ଦେଶରେ ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ପଶ୍ଚିମବଙ୍ଗରେ ଏହି ପର୍ବକୁ ନେଇ ଏକ ଭିନ୍ନ ଉତ୍ସାହ ରହିଛି । ଏହି ସମୟରେ ବଙ୍ଗଳାରେ ଦେବୀ ଦୁର୍ଗାଙ୍କ…
ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…
ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି? ଯଦି ଆପଣ ଜାଣି ନାହାନ୍ତି ତେବେ ଆଜି ସେ ବିଷୟରେ ଜଣାଇବୁ। ବୁଲଡୋଜର ଏକ…
ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…
ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍(ଏଫ୍ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ ମୋଟା ଅଙ୍କର ସୁଧ ପାଇବା ଆଶାରେ ଏଥିରେ ଅନେକ ପୁଞ୍ଜିନିବେଶ କରିଥାନ୍ତି। ହେଲେ କ’ଣ…
ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ
ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର ପାଇଁ ନୂଆ ଘିଅ ଆସିଛି। ଓମ୍ଫେଡ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଛି।…
୨୦ଦିନରେ ୨ଲକ୍ଷ ମହିଳା ଗ୍ରହଣ କରିଛନ୍ତି କଂଗ୍ରେସର ସଦସ୍ୟତା
ନୂଆଦିଲ୍ଲୀ,୫।୧୦: ଅଲ ଇଣ୍ଡିଆ ମହିଳା କଂଗ୍ରେସ (ଏଆଇଏମସି) ସଭାପତି ଅଲକା ଲାମ୍ବା ଶନିବାର ଘୋଷଣା କରିଛନ୍ତି ଯେ ଦଳର ଦେଶବ୍ୟାପୀ ଅନଲାଇନ ସଦସ୍ୟତା ଡ୍ରାଇଭ ମାଧ୍ୟମରେ ମାତ୍ର ୨୦ ଦିନ ମଧ୍ୟରେ ୨ଲକ୍ଷରୁ ଅଧିକ ମହିଳା କଂଗ୍ରେସରେ ଯୋଗ ଦେଇଛନ୍ତି। ଦିଲ୍ଲୀର…
ଭାରତ-ପାକିସ୍ତାନ ଆଲୋଚନା ବନ୍ଦ: ସଫାସଫା କହିଦେଲେ ଜୟଶଙ୍କର
ଇସଲାମାବାଦ,୫।୧୦: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ୧୫-୧୬ ଅକ୍ଟୋବରରେ ପାକିସ୍ତାନ ଗସ୍ତ କରିବେ। ଏହି ସମୟରେ ସେ ଇସଲାମାବାଦରେ ହେବାକୁ ଥିବା ଏସସିଓ ହେଡସ ଅଫ ଗଭର୍ନମେଣ୍ଟ (ସିଏଚ୍ଜି) ବୈଠକରେ ଅଂଶଗ୍ରହଣ କରିବେ। ୯ ବର୍ଷ ମଧ୍ୟରେ ଏହା ପ୍ରଥମ ଥର…
ତାତିଲେ ମହିଳା, ଏକାଠି ହୋଇ ନଷ୍ଟ କଲେ ବିପୁଳ ପରିମାଣର ମଦ
ବରଗଡ଼,୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସ୍କୁଲପଡ଼ାରେ ଚାଲିଥିବା କୁଚିଆ ମଦ ବିକ୍ରି ଉପରେ ପୋଲିସ କିମ୍ବା ଅବକାରୀ କିଛି ପଦକ୍ଷେପ ନ ନେବା ପରେ ଶେଷରେ ଅଞ୍ଚଳର ମହିଳାମାନେ ସଂଗଠିତ ହୋଇ ଶନିବାର ସମ୍ପୃକ୍ତ କୁଚିଆ ମଦ ଦୋକାନ…
Archives


