Home

IPLରେ ଇତିହାସ ରଚିଲେ କେ.ଏଲ ରାହୁଲ: ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୨୩।୪: କେଏଲ ରାହୁଲ ଆଇପିଏଲ ଇତିହାସରେ ଦ୍ରୁତତମ ୫,୦୦୦ ରନ ପୂରଣ କରିଥିବା ଖେଳାଳି ହୋଇଛନ୍ତି। ସେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍‌ରେ ଏହି ସଫଳତା ପାଇଥିଲେ। ଏହି ମ୍ୟାଚ୍‌ରେ ସେ ୫୭ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ଏହି କ୍ଷେତ୍ରରେ…

PSL: ପଡ଼ିଆ ମଝିରେ ଓ୍ବିକେଟ କିପରଙ୍କୁ ମୁଥ ମାରିଲେ ବୋଲର, ଲହୁଲୁହାଣ ହେଲା…

ଇସଲାମାବାଦ,୨୩।୪: ପାକିସ୍ତାନ ସୁପର ଲିଗ ବା PSL ଆରମ୍ଭ ହେବା ଦିନଠାରୁ, କିଛି ବିବାଦ ଏବଂ ଘଟଣା ଘଟିଛି ଯାହା କ୍ରିକେଟକୁ ବାରମ୍ବାର ହସର ଖୋରାକ ଦେଇଥାଏ। ମ୍ୟାଚ ମଝିରେ ଲାଇଟ ଲିଭିଯିବା, ଅମ୍ପାୟାରଙ୍କ ସହ ଖେଳାଳିଙ୍କ ଝଗଡ଼ା ହେବା କିମ୍ବା…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ବଡ଼ ଅଭିଯୋଗ ଆଣିଲେ ପରିବାର ଲୋକେ

ଦିଗପହଣ୍ଡି,୨୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ିି ପଞ୍ଚାୟତ ବିରି ବାଡ଼ିଆ ଗ୍ରାମର ଚିତ୍ରସେନ ମଲ୍ଲିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଖବରପାଇ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର,ଏସ.ଆଇ ଦୁଷ୍ମନ୍ତ…

ବ୍ୟାଙ୍କ ସ୍ଥାନାନ୍ତରକୁ ଲୋକଙ୍କ ବିରୋଧ: ରାସ୍ତାରୋକୋ କଲେ ଉପଭୋକ୍ତା

ଭଦ୍ରକ, ୨୩।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ବରପଦା ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଶାଖା ସ୍ଥାନାନ୍ତରକୁ ସ୍ଥାନୀୟ ଲୋକ ବିରୋଧ କରିଛନ୍ତି l ଶହ ଶହ ସଂଖ୍ୟାରେ ବ୍ୟାଙ୍କ ଉପଭୋକ୍ତା ବୁଧବାର ପୂର୍ବାହ୍ନ ୮ଟାରୁ ଭଦ୍ରକ ଆନନ୍ଦପୁର…

୩୩ ଦୋକାନ ସିଲ, ୬୦ ବେପାରୀଙ୍କୁ ନୋଟିସ: ରଦ୍ଦ ହେବ ଲାଇସେନ୍ସ

ଖୋର୍ଦ୍ଧା,୨୩।୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ପୁଣିଥରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଟାଉନ ହଲ୍‌ ନିକଟରେ ଥିବା ୬ଟି ଦୋକାନ ଘରକୁ ଜେସିବି ଲଗାଇ ଭଙ୍ଗାଯାଇଛି। ଏଥିସହିତ ବିନା ଟ୍ରେଡ ଲାଇସେନ୍ସରେ ବେପାର କରୁଥିବା ୩୩ଟି ଦୋକାନକୁ…

ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼

ଶ୍ରୀନଗର,୨୩।୪: ପହଲଗାମ୍‌ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନ ବ୍ୟବସ୍ଥା କରାଯାଇଛି। ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ…

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩ ପରେ ୨୦୧୦ରେ ଏପ୍ରିଲ ମାସର ସର୍ବକାଳୀନ ରେକର୍ଡ ୪୬.୧ ଡିଗ୍ରୀ ସେଲସିୟସ୍‌ ରହିଥିଲା। ତେବେ…

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ଆତଙ୍କବାଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଦୁଇ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଏହି ଆତଙ୍କବାଦୀମାନଙ୍କଠାରୁ ଦୁଇଟି AK47 ରାଇଫଲ ଏବଂ…

ପ୍ରତିଶୋଧ ନେବ ଭାରତ: ଭୟରେ ଥରହର ପାକିସ୍ତାନ ବାୟୁସେନାକୁ କଲା ସତର୍କ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ତାର ବାୟୁସେନାକୁ ହାଇ ଆଲର୍ଟରେ ରଖିଛି। ପାକିସ୍ତାନୀ ବାୟୁସେନାର ଗୋଇନ୍ଦା ବିମାନ ଭାରତୀୟ ସୀମା ସଂଲଗ୍ନ ଅଞ୍ଚଳର ଆକାଶମାର୍ଗ ଉପରେ ନିରନ୍ତର ନଜର ରଖିଛି। ପାକିସ୍ତାନ ଭୟ କରୁଛି ଯେ, ଭାରତ ବାଲାକୋଟ…

Jammu Kashmir Terror Attack: ପହଲଗାମ୍‌ ଆକ୍ରମଣ ପରେ ଆସିଲା ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲା

ଇସଲାମାବାଦ୍‌,୨୩।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମର ଏହି ଆକ୍ରମଣ ସହିତ କୌଣସି ସମ୍ପର୍କ ନାହିଁ। ଆମେ ସମସ୍ତ ପ୍ରକାରର ଆତଙ୍କବାଦକୁ ପ୍ରତ୍ୟାଖ୍ୟାନ କରୁ ବୋଲି ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ…

ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ପ୍ରଥମ ଫଟୋ ସାମ୍ନାକୁ ଆସିଲା: ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ ଆତଙ୍କବାଦୀ ହାତରେ ଏକ ଅସ୍ତ୍ର ଏବଂ ପଠାନୀ ଶୁଟ ପିନ୍ଧିଥିବା ଦେଖାଯାଉଛି। ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ଫଟୋ ସହିତ ଜଡିତ ସମସ୍ତ ସନ୍ଦିଗ୍ଧ…

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ କିଏ ଜାଣନ୍ତି? ମହଙ୍ଗା କାର, ଆଧୁନିକ ଅସ୍ତ୍ରଶସ୍ତ୍ର ପ୍ରତି ରଖନ୍ତି ରୁଚି

ଶ୍ରୀନଗର,୨୩।୪: ଜମ୍ମୁ-କାଶ୍ମୀର ମାଟିରେ ପୁଣି ଥରେ ଆତଙ୍କବାଦ ମାଡ଼ି ଆସିଛି। ପହଲଗାମ୍‌ର ବୈସାରନ ଘାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଛନ୍ତି। ରିପୋର୍ଟ ଅନୁସାରେ, ଏହି ଆକ୍ରମଣର ପଛରେ ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବାର TRF ଅର୍ଥାତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri