Home

ଇସ୍ରାଏଲ-ଇରାନ ଯୁଦ୍ଧରେ କୁଦି ପଡ଼ିଲାଣି ପାକିସ୍ତାନ, ପରମାଣୁ ବୋମା ପକାଇ ଦେବାକୁ ଦେଉଛି ଧମକ

ଇସଲାମାବାଦ,୧୬।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇସ୍ରାଏଲର ଆକ୍ରମଣ ପରେ, ଇରାନ ମଧ୍ୟ ଏହାର ଉଚିତ ଜବାବ ଦେଇଛି। ଏହି ସମୟରେ, ପାକିସ୍ତାନ ମଧ୍ୟ ଏହି ବିବାଦରେ ସାମିଲ ହୋଇଛି। ଏକ ରିପୋର୍ଟରେ ଦାବି କରାଯାଇଛି ଯେ…

ସାଇକେଲ ଚୋରି କରିବାରୁ ନାବାଳକଙ୍କୁ ଖୁଣ୍ଟରେ ବାନ୍ଧି ଯୌନାଙ୍ଗରେ ଲଙ୍କା ମାରିଦେଲେ…

ଆଗ୍ରା,୧୬।୬: ଜଗଦୀଶପୁରାର ବୋଦଲା ଅଞ୍ଚଳରେ, ପରିବାରର ସଦସ୍ୟମାନେ ପଡ଼ୋଶୀରେ ରହୁଥିବା ଜଣେ କିଶୋରକୁ ସାଇକେଲ ଚୋରି ସନ୍ଦେହରେ ଏକ ଖୁଣ୍ଟରେ ବାନ୍ଧି ପିଟିଥିଲେ। ତାଙ୍କୁ ଟାଇଲ୍ସ, ବେଲ୍ଟ ଏବଂ ବାଡ଼ିରେ ପିଟିଥିଲେ। ତାଙ୍କୁ ତାଙ୍କ ଅପରାଧ ସ୍ବୀକାର କରିବା ପାଇଁ ସେମାନେ…

ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ

ପୁରୀ,୧୬ା୬: ଗଜପତି ମହାରାଜାଙ୍କ ସାନଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଥାଟରାଜାଙ୍କ ବିୟୋଗରେ ପୁରୀରେ ଶୋକର ଛାୟା ଖେଳିଯାଇଛି। ସ୍ୱର୍ଗଦ୍ୱାରଠାରେ ତାଙ୍କର…

ସ୍ବଦେଶ ଫେରିବାକୁ ଗୁହାରି କଲେଣି ଇରାନରେ ଥିବା ଭାରତୀୟ ଛାତ୍ର

ନୂଆଦିଲ୍ଲୀ/ତେହେରାନ,୧୬।୬: ଇରାନରେ ଫସି ରହିଥିବା ଭାରତୀୟ ଛାତ୍ରମାନେ ନିରାପଦରେ ଘରକୁ ଫେରିବା ପାଇଁ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ଇସ୍ରାଏଲୀ ଆକ୍ରମଣ ଯୋଗୁ ସାରା ଦେଶରେ ଇରାନରେ ଫସି ରହିଥିବା ଶହ ଶହ ଭାରତୀୟ ଡାକ୍ତରୀ ଛାତ୍ରଙ୍କ ମଧ୍ୟରୁ ଜଣେ ଇମତିସାଲ…

ବିମାନକୁ ବୋମା ଧମକ, ମଝି ଆକାଶରୁ ମାରିଲା ୟୁ-ଟର୍ଣ୍ଣ

ହାଇଦ୍ରାବାଦ,୧୬ା୬: ପୁଣି ବିମାନକୁ ମିଳିଛି ବୋମା ଧମକ। ଫଳରେ ଜର୍ମାନୀ ଫେରିଯାଇଛି ବିମାନ। ହାଇଦ୍ରାବାଦରେ ଅବତରଣ ପାଇଁ ଅନୁମତି ନ ମିଳିବାରୁ ମଝି ଆକାଶରୁ ୟୁ-ଟର୍ଣ୍ଣ ମାରି ଫେରିଯାଇଛି ବିମାନ। ଉଡ଼ାଣର କିଛି ଘଣ୍ଟା ଭିତରେ ବିମାନ ଫେରିଯାଇଛି। ଏନେଇ ହାଇଦ୍ରାବାଦ…

ଭୂକମ୍ପ ଝଟକାରେ ଲୋକେ ଭୟଭୀତ, ଜଣେ ମୃତ ଅନେକେ ଆହତ

ପେରୁ,୧୬।୬: ରବିବାର ପେରୁରେ ଭୂମିକମ୍ପ ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ପେରୁର ରାଜଧାନୀ ଲିମାରେ ଭୂମିକମ୍ପ ପରେ ଭୂସ୍ଖଳନ ମଧ୍ୟ ହୋଇଛି। ପେରୁ ସହିତ ପାକିସ୍ତାନରେ ମଧ୍ୟ ଭୂମିକମ୍ପର ଝଟକା…

‘ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଥିଲା ଇରାନ’, ଏମିତି ଦାବି କଲେ ନେତାନ୍ୟାହୁ ଶୁଣିଲେ ସମସ୍ତେ ଚମକି ପଡ଼ିବେ

ଓ୍ବାଶିଂଟନ,୧୬।୬: ଇରାନ ସହିତ ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ଇରାନର ଇସଲାମିକ ସରକାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଦୁଇଥର ଚେଷ୍ଟା କରିଥିଲା। ଫକ୍ସ ନ୍ୟୁଜକୁ…

ଏଇ ଭାରତରେ

ଝିଅମାନଙ୍କୁ ରାସ୍ତାରେ ବୁଲେଟ୍‌ ଚଲାଇବାର ପ୍ରାୟତଃ କେହି ଦେଖି ନ ଥିବେ। ହେଲେ ମଧ୍ୟପ୍ରଦେଶର ଜବଲପୁରରେ ଏମିତି କିଛି ଦେଖିବା ନୂଆ କଥା ନୁହେଁ। ଝିଅମାନେ ବି ଏଠି ବୁଲେଟ୍‌ ଓ ବାଇକ୍‌ ଚଢ଼ି ଯିବାଆସିବାର ଅଭ୍ୟାସ ଚଳାଇଛନ୍ତି। ତେବେ ଯୁବତୀମାନଙ୍କୁ…

ବିଶ୍ୱରେ ସ୍କୁଲ ଯାଉନାହାନ୍ତି ୨୭୨ ନିୟୁତ ପିଲା

ନୂଆଦିଲ୍ଲୀ,୧୬ା୬(ପି.ଟି.):ସାରା ବିଶ୍ୱରେ ସ୍କୁଲ ଯାଉ ନ ଥିବା ପିଲାଙ୍କ ସଂଖ୍ୟା ୨୭୨ ନିୟୁତ, ଯାହା ପୂର୍ବ ଆକଳନ ତୁଳନାରେ ୨୧ ନିୟୁତ ଅଧିକ। ୟୁନେସ୍କୋର ଗ୍ଲୋବାଲ ଏଜୁକେଶନ ମନିଟରିଂ ଟିମ୍‌ (ଜିଇଏମ୍‌) ରିପୋର୍ଟରୁ ଏହା ଜଣାପଡ଼ିଛି। ଶିକ୍ଷାରୁ ବଞ୍ଚତ୍ତ ପିଲାଙ୍କ ମଧ୍ୟରୁ…

ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ: ଆଜି ଶେଷକୃତ୍ୟ

ଅହମଦାବାଦ,୧୬ା୬: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୭୪ ଜଣଙ୍କ ମଧ୍ୟରୁ ରବିବାର ସୁଦ୍ଧା ଡିଏନ୍‌ଏ ମେଳ କରାଯାଇ ୪୭ ମୃତଦେହ ଚିହ୍ନଟ କରାଯାଇଛି। ସେଥିରୁ ୨୪ଟି ମୃତଦେହକୁ ସେମାନଙ୍କ ପରିବାର ସଦସ୍ୟଙ୍କୁ ହସ୍ତାନ୍ତର କରାଯାଇଛି। ଅହମଦାବାଦର ସିଭିଲ୍‌ ହସ୍ପିଟାଲରେ…

ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଲୋଡ଼ା

ସାରା ଜଗତର ପାଳନକର୍ତ୍ତା ପ୍ରଭୁ ଜଗନ୍ନାଥ ଓଡ଼ିଶାରେ କୋଉ ଆଦିମ କାଳରୁ ପୂଜା ପାଇଆସୁଛନ୍ତି । ବାର ଶହ ଶତାବ୍ଦୀରେ ନିର୍ମିତ ଜଗନ୍ନାଥ ମନ୍ଦିରର କାରୁକାର୍ଯ୍ୟ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ପରିବେଶ ଭାରତ ଓ ଭାରତ ବାହାରେ ଥିବା ଲକ୍ଷ ଲକ୍ଷ…

ଇରାନ ପ୍ରତିରକ୍ଷା ମୁଖ୍ୟାଳୟରେ ଇସ୍ରାଏଲର ଆକ୍ରମଣ

ଦୁବାଇ,୧୬ା୬: ଇରାନର ଘାତକ ଆକ୍ରମଣ ପରେ ଇସ୍ରାଏଲ୍‌ ରବିବାର କ୍ରମାଗତ ତୃତୀୟ ଦିନ ପାଇଁ ତେହରାନ ଉପରେ ଜୋର୍‌ଦାର ଆକ୍ରମଣ କରିଛି। ଇରାନର ଶକ୍ତି ଶିଳ୍ପ ଏବଂ ତେହରାନରେ ଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ମୁଖ୍ୟାଳୟକୁ ଟାର୍ଗେଟ କରି ଇସ୍ରାଏଲୀ ସେନା ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?