Home

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି। ଏହି ପର୍ଯ୍ୟାୟରେ ମୋଟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ କଲାଭଳି ଘଟଣା ଏବେ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଗଜପତି ଜିଲା…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର ଭୋର ସମୟରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାର ଆଇସିୟୁ (ICU)ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର ୫ ତାରିଖରେ ଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିରୋଧ ମାର୍ଚ୍ଚର ଆହୱାନ କରାଯାଇଛି। ଏହି ସମୟରେ…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ ଭାଇ ସ୍ବରୂପ ମହାପାତ୍ର ସୂଚନା ଦେଇଛନ୍ତି । ନେପାଳରେ ଓଡିଶାର ୬ ଜଣ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର ପାରାଦୀପରେ ପହଞ୍ଚିଛନ୍ତି । ତାଙ୍କୁ କୋଷ୍ଟଗାର୍ଡ ପାଟ୍ରୋଲିଂ ଜାହାଜ ଭରଦ୍ ଆଣି ପାରାଦୀପ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ ହେଉଥିଲା, କିନ୍ତୁ ଶ୍ରୀଲଙ୍କା ବ୍ୟାଟର ସୋନାଲ ଦିନୁଷାଙ୍କ ଚମତ୍କାର ବ୍ୟାଟିଂ ଭାରତର ଆଶା…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୦୧୩ ବ୍ୟାଚ୍‌ ଆଇପିଏସ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା। ଏହାପରେ ରାଗରେ ବାପା ନିଜ ୩୦ ବର୍ଷୀୟ ପୁଅଙ୍କୁ ନିର୍ମମ ଭାବେ ପିଟିଥିଲେ।…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଅଗଷ୍ଟ ୨୯ ବେଳକୁ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର ଏପର୍ଯ୍ୟନ୍ତ ୨୧ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି ବୋଲି ମୁଖପାତ୍ର ରଣଧୀର ଜୟସ୍ବାଲ…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ନିଆରା ଢଙ୍ଗରେ ରାକ୍ଷୀ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଘୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?