Home

ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ଏହି ନରରୂପୀ ରାକ୍ଷସମାନେ ଶିଶୁକନ୍ୟାଟିକୁ ରକ୍ତାକ୍ତ ଅବସ୍ଥାରେ ବରଡ଼ା ଘୋଡ଼ାଇ ଫିଙ୍ଗି ଦେଇ…

କିନ୍ନର ବେଶରେ କରିଥିଲେ ପିଲାଚୋରି, ଚୋରଙ୍କୁ ଏମିତି ଧରିଲେ ଆଉ ଜଣେ କିନ୍ନର

ଯାଜପୁର,୨୦ା୪: କିନ୍ନର ବେଶରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାରୁ ଏକ ଶିଶୁକନ୍ୟା ଚୋରି ହୋଇଥିଲା। ତେବେ ଏହି ଶିଶୁକନ୍ୟାକୁ କିନ୍ନର ବେଶରେ ଜଣେ ଚୋରି କରିଆଣିଥିଲେ। ଶେଷରେ ଏହି ପିଲା ଚୋରଙ୍କୁ ଆଉ ଜଣେ କିନ୍ନର ଧରିଥିବା ଜଣାପଡ଼ିଛି। ଯାଜପୁର ରୋଡ୍‌ ଅଞ୍ଚଳରେ…

ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ଚାପି ହୋଇଗଲେ ୩

ଶ୍ରୀନଗର,୨୦ା୪: ଲଗାଣ ବର୍ଷା ଯୋଗୁ ଜମ୍ମୁରେ ରବିବାର ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଫଳରେ ୩ ଜଣଙ୍କ ଜୀବନ ଚାଲିଯାଇଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଏକ ଅଂଶୁ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଯାହା ଫଳରେ ଯାତାୟାତ…

ବିଳମ୍ବ ହେଲା ବିମାନ, କ୍ରୁ ମେମ୍ବରଙ୍କୁ ଚାପୁଡ଼ା କଷିଦେଲେ ଯାତ୍ରୀ

ନୂଆଦିଲ୍ଲୀ,୨୦ା୪: ଦିଲ୍ଲୀ-ମୁମ୍ବାଇ ବିମାନ ୭ ଘଣ୍ଟାରୁ ଅଧିକ ବିଳମ୍ବ ପାଇଁ ଜଣେ ଯାତ୍ରୀ ଜଣେ କ୍ରୁ ମେମ୍ବରଙ୍କୁ ଚାପୁଡ଼ା ମାରିବା ଘଟଣା ମଧ୍ୟରେ ଏୟାର ଇଣ୍ଡିଆ ସମାଲୋଚନାର ଶିକାର ହୋଇଛି। ଦିଲ୍ଲୀ ବିମାନବନ୍ଦରରେ ଏହି ଘଟଣା ଏବେ ଭାଇରାଲ ହୋଇଥିବା ଏକ…

Archana Nag: ଅର୍ଚ୍ଚନା ନାଗଙ୍କୁ ନେଇ ପୁଣି ବଡ଼ ଖବର, ସାରା ରାଜ୍ୟରେ ଚହଳ

ଭୁବନେଶ୍ୱର,୨୦।୪: ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ। ନାଗ ଦମ୍ପତିଙ୍କୁ ନେଇ ଆସିଛି ବଡ଼ ଖବର। ନାଗ ଦମ୍ପତି ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଶୁଣିଲେ ଆପଣଙ୍କୁ ତାଜୁବ ଲାଗୁଥାଇପାରେ। ହେଲେ ଏହା ସତ।Archana Nagଙ୍କୁ ଛାଡପତ୍ର ଦେବା ପାଇଁ…

ପ୍ରଥମଥର ମଣିଷ ଡିମ୍ବାଶୟରୁ ମିଳିଲା ମାଇକ୍ରୋପ୍ଲାଷ୍ଟିକ୍‌, ବଢୁଛି ଚିନ୍ତା

ରୋମ୍‌,୨୦ା୪: ପ୍ରଥମଥର ପାଇଁ ମଣିଷ ଡିମ୍ବାଶୟ ଫୋଲିକୁଲାର ତରଳ ପଦାର୍ଥରେ ମାଇକ୍ରୋପ୍ଲାଷ୍ଟିକ୍‌ ମିଳିଛି।ଯାହାକି ଅତ୍ୟନ୍ତ ଚିନ୍ତାଜନକ। ଏହା ମହିଳାଙ୍କ ପ୍ରଜନନ କ୍ଷମତା ଉପରେ ଗଭୀର ପ୍ରଭାବ ପକାଇବ। ଯାହାକୁ ନେଇ ଭୟ ସୃଷ୍ଟି ହୋଇଛି। ଇକୋଟକ୍ସିକୋଲୋଜି ଏବଂ ପରିବେଶ ସୁରକ୍ଷାରେ ପ୍ରକାଶିତ…

Maharashtra Politics: ହିନ୍ଦୀ ପୂରାଇ ଦେବୁନି: ଏକାଠି ହୋଇଗଲେ

ମହାରାଷ୍ଟ୍ରର ଭାଜପା-ଶିବସେନା ମହାୟୁତି ସରକାର କେନ୍ଦ୍ରର ଜାତୀୟ ଶିକ୍ଷାନୀତି (ଏନ୍‌ଇପି-୨୦୨୦) ଅଧୀନ ୩ ଭାଷା ସୂତ୍ରକୁ ଅନୁସରଣ କରି ରାଜ୍ୟର ପ୍ରାଥମିକ ସ୍କୁଲଗୁଡ଼ିକରେ ହିନ୍ଦୀକୁ ତୃତୀୟ ଭାଷାର ମାନ୍ୟତା ଦେଇଛନ୍ତି। ପୂର୍ବରୁ ବିଦ୍ୟାଳୟ ପାଠ୍ୟକ୍ରମରେ ମରାଠୀ ଓ ଇଂଲିଶ୍‌ ପ୍ରଚଳିତ ଥିବାବେଳେ…

ଆଫଗାନିସ୍ତାନରେ ୫.୮ ତୀବ୍ରତାର ଭୂକମ୍ପର ପ୍ରଭାବ, ଥରିଲା ଦିଲ୍ଲୀ, ଜମ୍ମୁ-କଶ୍ମୀର; ଭୟରେ…

ନୂଆଦିଲ୍ଲୀ,୧୯।୪: ଆଫଗାନିସ୍ତାନରେ ଶନିବାର ଅପରାହ୍ନ ୧୨ଟା ୧୭ ମିନିଟ୍‌ ସମୟରେ ୫.୮ ତୀବ୍ରତାର ଭୂକମ୍ପ ହୋଇଛି। ଏହାର ପ୍ରଭାବରେ ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ, ଜମ୍ମୁ-କଶ୍ମୀର ସମେତ ଉତ୍ତରଭାରତର ଅଧିକାଂଶ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି। ତେବେ ଏଥିରେ କେହି ମୃତାହତ ହୋଇଥିବାର…

ଯୁଦ୍ଧବିରତି ଘୋଷଣା କଲେ ପୁଟିନ୍‌, ଯୁଦ୍ଧ ମଧ୍ୟରେ ୟୁକ୍ରେନ୍‌କୁ…

ମସ୍କୋ,୧୯।୪: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୧,୧୫୦ ଦିନ ବିତିଥିବାବେଳେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶନିବାର ଇଷ୍ଟର ଅସ୍ତ୍ରବିରତି ଘୋଷଣା କରିଛନ୍ତି। ଅସ୍ତ୍ରବିରତି ଶନିବାର ସନ୍ଧ୍ୟାରୁ ଆରମ୍ଭ ହୋଇ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ। ରୁଷିଆ ଚିଫ୍‌ ଅଫ୍‌ ଷ୍ଟାଫ୍‌ ଭାଲେରି…

ଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ

ଭୁବନେଶ୍ୱର,୧୯ା୪(ସତ୍ୟଜିତ୍‌ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍‌ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)। ସେ…

୨୦୩୦ ସୁଦ୍ଧା ୧୦ଲକ୍ଷ ହେନ୍ତାଳ ବୃକ୍ଷ ଲଗାଇବାକୁ ପ୍ରୟାସ, ଓପ୍ସାକୁ ୧ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କଲେ ଧରିତ୍ରୀ ସିଇ

କାକଟପୁର/ଅସ୍ତରଙ୍ଗ,୧୯ା୪(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ)-ପୁରୀ ଜିଲା ଅସ୍ତରଙ୍ଗ ଭଉଁରିଆ ସେତୁ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓଡ଼ିଶା ପର୍ଯ୍ୟାବରଣ ସଙ୍ଗଠନ, ଅସ୍ତରଙ୍ଗ ସବୁଜ ଶାଖା ଓ ‘ଧରିତ୍ରୀ’ ପକ୍ଷରୁ ଶନିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୁବ ପରିବେଶବିତ୍‌ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ…

ଟିମ୍‌ ଇଣ୍ଡିଆରୁ ବହିଷ୍କୃତ କରିଥିଲା BCCI, ଏବେ IPLରେ ନାୟାରଙ୍କୁ ମିଳିଲା ବଡ଼ ଦାୟିତ୍ୱ

କୋଲ୍‌କାତା,୧୯ା୪: ନିକଟରେ ଭାରତୀୟ ଦଳର ଆସିଷ୍ଟାଣ୍ଟ କୋଚ୍‌ ପଦରୁ ବହିଷ୍କୃତ ହୋଇଥିବା ଅଭିଷେକ ନାୟାରଙ୍କୁ ନୂଆ ନିଯୁକ୍ତି ମିଳିଛି। ସେ ପୁଣି ଥରେ ଆଇପିଏଲ୍‌କୁ ଫେରିଛନ୍ତି। କୋଲ୍‌କାତା ନାଇଟ୍‌ ରାଇଡର୍ସ (କେକେଆର୍‌)ରେ ସପୋର୍ଟ ଷ୍ଟାଫ୍‌ ଭାବେ ଯୋଗଦେଇଛନ୍ତି। ଏ ନେଇ କେକେଆର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri