Home

ନଭେମ୍ବର ୩ରୁ ଓଜେଏସ୍‌ ମେନ୍‌

ଭୁବନେଶ୍ୱର,୩ା୧୦ (ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସିି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା (ଓଜେଏସ୍‌)-୨୦୨୩ ମେନ୍‌ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରିଲିମିନାରି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମୋଟ ୬୮୦ଜଣ ପରୀକ୍ଷାର୍ଥୀ ମେନ୍‌ ଦେବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏନେଇ ଓପିଏସ୍‌ସି…

ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ:୫ ବର୍ଷରେ ୫ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ଲକ୍ଷ୍ୟ

ଭୁବନେଶ୍ୱର,୩।୧୦ (ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ୨ଦିନିିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ।…

୪ରେ ଲଘୁଚାପ ସମ୍ଭାବନା: ବାତ୍ୟା ଆଶଙ୍କାକୁ ନେଇ ଆସିଲା ବଡ଼ ଅପଡେଟ୍‌…

ଭୁବନେଶ୍ୱର,୩ା୧୦(ଅନିଲ ଦାସ ):ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ଖୁବ୍‌ଶୀଘ୍ର ଏନ୍‌ଇପି

ଭୁବନେଶ୍ୱର,୩ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାରେ ଖୁବ୍‌ଶୀଘ୍ର ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦ କାର୍ଯ୍ୟକାରୀ ହେବାକୁ ଯାଉଛି। ଏନେଇ ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟର ପ୍ରସ୍ତୁତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ…

ଜରୁରୀ ନ ଥିଲେ ଇରାନ ଯାଅନି: ଭାରତ

ନୂଆଦିଲ୍ଲୀ,୩ା୧୦: କୌଣସି ଅଣଜରୁରୀ କାର୍ଯ୍ୟରେ ଇରାନ ଯାତ୍ରା ନ କରିବାକୁ ଭାରତୀୟମାନଙ୍କୁ ନୂଆଦିଲ୍ଲୀ ପରାମର୍ଶ ଦେଇଛି। ଇରାନର ଇସ୍ରାଏଲ୍‌ ଆକ୍ରମଣ ପରିପ୍ରେକ୍ଷୀରେ ବୁଧବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତି ଜାରି କରି କହିଛି ଯେ, ଇରାନରେ ବସବାସ କରୁଥିବା ସମସ୍ତ ଭାରତୀୟ…

ଜୋତା ଭିତରେ ଲୁଚି ରହିଥିଲା ତମ୍ପ, ମାରିଲା ଚୋଟ:ଆଉ ତା’ପରେ…

ଭୁବନେଶ୍ୱର,୩ା୧୦(ଅନୁରାଧା ମହାରଣା):ଜୋତା ଭିତରେ ଲୁଚି ରହିଥିଲା ତମ୍ପ। ଜୋତା ପିନ୍ଧିବାକୁ ଯିବାବେଳେ କାମୁଡ଼ି ଦେଲା ସାପ। ଭୁବନେଶ୍ୱର ଚକେଇସିହାଣୀ ଅଞ୍ଚଳରେ ବୁଧବାର ଏହି ଘଟଣା ଘଟିଛି। ସାପ କାମୁଡ଼ାରେ ଶିକାର ହୋଇଛନ୍ତି ସୁନୀଲ ପଣ୍ଡା। ସେ ଅଫିସ୍‌ ଯିବା ପୂର୍ବରୁ ଜୋତା…

ସିସିଟିଭି: ଥାଇ ନ ଥିବା ଭଳି

ଖୋର୍ଦ୍ଧା,୩ା୧୦(ପ୍ରଭାତ ପାଣିଗ୍ରାହୀ):ଥାନାରେ ସ୍ବଚ୍ଛତା ଆଣିବା ନିମନ୍ତେ ସିସିଟିିଭି ଲଗାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସିିସିଟିଭି ଲାଗିଲେ ଲୋକମାନଙ୍କ ପ୍ରତି ପୋଲିସର ବ୍ୟବହାର ଜଣାପଡ଼ିବ। ହେଲେ ଏବେ ବି ରାଜ୍ୟର ବିଭିନ୍ନ ଥାନାରେ ସିସିଟିଭି ଲାଗି ନ ଥିବା ଜଣାପଡ଼ିଛି। ଭରତପୁର…

୧୦ କିଲୋମିଟର ଭାରରେ ବୁହାହେଲେ ରୋଗୀ

ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ବ୍ଲକର ଆଦିବାସୀ ଅଧ୍ୟୁଷିତ ତଥା ମାଓବାଦୀପ୍ରବଣ ଦୁର୍ଗମ ଲୁବେନଗଡ଼ ପଞ୍ଚାୟତର ପୁଇଝରୀ ଗାଁରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଏହି ଗାଁର ଇଟିଲି ମାଝୀ (୫୨)ନାମକ ଜଣେ ମହିଳା ଜ୍ୱରରେ…

ଏସବୁ ସ୍ଥାନରେ ବଡ଼ଧରଣର ଯୁଦ୍ଧ କରିବ ଇସ୍ରାଏଲ, ଭାଙ୍ଗିବ ଅର୍ଥନୀତିର ମେରୁଦଣ୍ଡ

ଜେରୁଜେଲମ୍‌,୨ା୧୦: ପଶ୍ଚିମ ଏସିଆ କିମ୍ବା ମଧ୍ୟ ପୂର୍ବରେ ଏକ ବଡ଼ ଯୁଦ୍ଧର ବିପଦ ରହିଛି। ଇରାନର ସହଯୋଗୀ ଦେଶମାନଙ୍କ ଉପରେ ଇସ୍ରାଏଲର କ୍ରମାଗତ ଆକ୍ରମଣ ପରେ ଇରାନ ପ୍ରତିକ୍ରିୟା ପ୍ରକାଶ କରିଛି। ହେଜବୋଲ୍ଲା ମୁଖ୍ୟ ହାସନ ନସରୁଲ୍ଲା ଏବଂ ଇସ୍‌ମାଇଲ ହାନିଆଙ୍କ…

ଅଳିଆଗଦାରେ ପଡ଼ିଥିଲା ନବଜାତ ଶିଶୁକନ୍ୟା, କାନ୍ଦ ଶବ୍ଦ ଶୁଣି…

କୋକସରା/ଜୟପାଟଣା/କଲମପୁର,୨ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍‌ପ୍ରକାଶ ବୈଠାରୁ/ଗଣେଶ ରାମ ବାଗ୍‌): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଭୁର୍ସିଗୁ୍‌ଡ଼ା ଗାଁରେ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗାଁର ଗୋଟିଏ ଅଳିଆଗଦାରୁ  ଏକ ନବଜାତ ଶିଶୁକନ୍ୟାକୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି। ମଙ୍ଗଳବାର ରାତିରେ…

ବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲ

ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ବିଜେଡି ନେତା ତଥା ଅନ୍ତର୍ଜାତୀୟ କବି ଡ. ଭବାନୀ ଶଙ୍କର ନିଆଲ ବୁଧବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରିଛନ୍ତି…

ନିଜ ଜୀବନକୁ ବାଜି ଲଗାଇ ବୁଡ଼ି ଯାଉଥିବା ଯୁବକଙ୍କୁ ପାଣିରୁ ଉଦ୍ଧାର କଲେ ଶିକ୍ଷକ

କୋରୁକୋଣ୍ଡା,୨ା୧୦(ଶିବଦତ୍ତ ସାହୁ): ଗଭୀର ଜଳରେ ବୁଡ଼ିଯାଉଥିବା ଜଣେ ଯୁବକଙ୍କୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି ଜଣେ ଶିକ୍ଷକ। ଉଦ୍ଧାର ହୋଇଥିବା ଯୁବକ ହେଲେ କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ପୁରୁଣା କତାପାଲି ଗ୍ରାମର ମୁକା କବାସୀ। ବାଲିମେଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri