୨୦୨୪ର ବ୍ୟସ୍ତତା
ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଜଣାପଡ଼ିଥିଲା ଯେ, ‘ଅବ୍କି ବାର୍ ୪୦୦ ପାର୍’ ଧ୍ୱନି ସମ୍ପୂର୍ଣ୍ଣ ଭାବେ…
ଗ୍ୟାସ୍ ପାଇପ୍ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…
କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍ ପାଇପ୍ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ ସିଡିଏ ସେକ୍ଟର ୧୦ ସ୍ଥିତ ପିଏନଜିରେ ଅଗ୍ନିକାଣ୍ଡ ଘଟିଛି । ହୁତୁହୁତୁ ହୋଇ…
ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!
ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦ ପ୍ରତିଶତ ଲୋକଙ୍କ ଦୈନିକ ଆୟ କିମ୍ବା ବ୍ୟୟ କ୍ଷମତାଠାରୁ ବି ଅଧିକ। ବିଶ୍ୱବ୍ୟାଙ୍କର…
୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ
ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍ ଅଫ୍ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ ସରକାର ଦୃଢ଼ ନିନ୍ଦା କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍ଇଏ) ଅନୁଯାୟୀ ପ୍ରଥମ ଜାହାଜ…
ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍ ଚାର୍ଟ
ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ ପ୍ରଦର୍ଶନ କରାଯିବାକୁ ସୁନିଶ୍ଚିତ କରିବା ଲାଗି କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ…
ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍’
ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍ ମାଧ୍ୟମରେ ତଦାରଖ କରାଯିବ । ବିଶେଷକରି ପ୍ରଧାନମନ୍ତ୍ରୀ କୃଷି ଜଳସେଚନ ଯୋଜନା(ପିଏମ୍କେଏସ୍ୱାଇ)ର ତ୍ୱରିତ…
ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର
ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ ଘଟିଛି। ୟୁରୋପୀୟ-ମେଦିଟେରେନିଆନ ସେଇସ୍ମୋଲୋଜିକାଲ ସେଣ୍ଟର (EMSC) ଅନୁଯାୟୀ, ଏହି ଭୂକମ୍ପଟି ୩୫ କିଲୋମିଟର…
ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ
କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ତୁଣ୍ଡଳା ଗ୍ରାମରେ ଦୁଇଟି ହଷ୍ଟେଲ ନିର୍ମାଣ ପାଇଁ ପ୍ରସ୍ତାବ ଦେଇଥିଲେ । ଗତ…
ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ପାଣିପାଗ ବିଭାଗର ବଡ଼ ଅପ୍ଡେଟ୍
ଭୁବନେଶ୍ୱର, ୧୨।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏଁ ସ୍ପଷ୍ଟ ହୋଇ ନ ଥିବାବେଳେ ସାମୁଦ୍ରିକ ଓ ବାୟୁମଣ୍ଡଳୀୟ ପରିସ୍ଥିତି ଅଧିକ…
ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼
ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର ପ୍ରଚାର ହେବା ପରେ ନବଜାତ ଛୁଆଟିକୁ ଦେଖିବା ପାଇଁ ଆଖପାଖ ଗାଁରୁ ଲୋକଙ୍କ…
ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର
ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ ଛାତ୍ରୀମାନେ ଶୌଚ ପାଇଁ ୫୦ ମିଟର ଦୂରରେ ଥିବା ନାଳକୁ ଯିବାକୁ ବାଧ୍ୟ…
ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…
ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସ୍ଥାନରେ ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ…

