ଗାଦିମଡ଼ା ଅଧିକାରୀଙ୍କୁ ପୋଲିସ କମିଶନରଙ୍କ କଡ଼ା ଚେତାବନୀ, କହିଲେ ସମ୍ପୂର୍ଣ୍ଣ ତଥ୍ୟ ନେବାକୁ…
କଟକ,୧ା୧୦: ଡିସିପି ଅଫିସରେ ପହଞ୍ଚି କଟକ ଡିସିପି ଜଗମୋହନ ମୀନାଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପ୍ରଥମ ବୈଠକ କରିଛନ୍ତି ନୂଆ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହ। ପାର୍ବଣ ସମେତ ଆଇନଶୃଙ୍ଖଳା ନେଇ ଆଲୋଚନା କରିଛନ୍ତି। ଏହି ସମୟରେ…
ବାଂଲାଦେଶ ଚିତ୍ପଟାଙ୍ଗ: ଭାରତକୁ ମାତ୍ର ୯୫ ରନ୍ର ଟାର୍ଗେଟ୍
କାନପୁର,୧।୧୦: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ କାନପୁରରେ ଚାଲିଛି। ଆଜି ଏହି ଟେଷ୍ଟର ଶେଷ ଦିନ। ଦ୍ୱିତୀୟ ଇନିଂସରେ ବାଂଲାଦେଶ ୧୪୬ ରନ୍ରେ ଅଲଆଉଟ୍ ହୋଇଛି। ପ୍ରଥମ ଇନିଂସରେ ବାଂଲାଦେଶ…
ବୁଲ୍ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଜନସାଧାରଣଙ୍କ କ୍ଷତି ପହଞ୍ଚାଉଥିବା ଧାର୍ମିକ କୋଠାକୁ…
ନୂଆଦିଲ୍ଲୀ,୧ା୧୦: ମଙ୍ଗଳବାର ସୁପ୍ରିମକୋର୍ଟରେ ବୁଲଡୋଜର ଆକ୍ସନ ମାମଲାର ଶୁଣାଣି ହୋଇଛି। ଏହି ସମୟ ମଧ୍ୟରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଜନସାଧାରଣଙ୍କ ସୁରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସଡ଼କ, ଜଳରାଶି କିମ୍ବା ରେଲଓ୍ବେ ଟ୍ରାକ୍ରେ କୌଣସି ଧାର୍ମିକ କୋଠା…
ରାଜ ଘାଟରେ ତାଲା, କୃଷକଙ୍କ ଏଣ୍ଟ୍ରି ବ୍ୟାନ, ମୋଦି ସରକାର କରୁଛନ୍ତି ପାପ, କାହିଁକି ଏମିତି କହିଲା କଂଗ୍ରେସ
ନୂଆଦିଲ୍ଲୀ,୧।୧୦: ଦିଲ୍ଲୀ ପୋଲିସ ସିନ୍ଧୁ ସୀମାରୁ ସମାଜସେବୀ ସୋନମ ୱାଙ୍ଗଚୁକଙ୍କୁ ଗିରଫ କରିଛି। ୭୦୦ କିଲୋମିଟର ଲମ୍ବା ‘ଦିଲ୍ଲୀ ୱାଲୋ ପଦଯାତ୍ରା’ ସମୟରେ ସେ ଦିଲ୍ଲୀ ପ୍ରବେଶ କରୁଥିଲେ। ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟ ପରିଦର୍ଶନ କରିବାକୁ ଘୋଷଣା…
ଅମିତାଭଙ୍କ ସହ କାମ କରିବାକୁ ମନା କରିଦେଇଥିଲେ ଏହି ଅଭିନେତ୍ରୀ:ଆଉ ତା’ପରେ ବିଗ୍ ବି’ କରିଥିଲେ ଏମିତି କାମ…
ହିନ୍ଦୀ ସିନେମାର କିମ୍ବଦନ୍ତୀ ଅଭିନେତା ଅମିତାଭ ବଚ୍ଚନଙ୍କ ସହ କାମ କରିବା ପ୍ରତ୍ୟେକ କଳାକାରଙ୍କ ସ୍ବପ୍ନ ଥାଏ। ତେବେ ଇଣ୍ଡଷ୍ଟ୍ରୀରେ ଏମିତି ଜଣେ ଭେଟେରାନ ଅଭିନେତ୍ରୀ ଥିଲେ, ଯିଏ ବିଗ ବିଙ୍କ ସହ କାମ କରିବାକୁ ପ୍ରସ୍ତୁତ ନ ଥିଲେ। ପରେ…
ଦୁର୍ଗାପୂଜାକୁ ମିଳିବ କି ନାହିଁ ମଞ୍ଜୁରୀ ସ୍ପଷ୍ଟ କଲା ବାଂଲାଦେଶ
ଢାକା,୧।୧୦: ନ୍ୟୁୟର୍କରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିବା ପରେ ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ମହମ୍ମଦ ତାହିଦ ହୁସେନ ଏକ ବଡ଼ ବୟାନ ଦେଇଛନ୍ତି। ସେ ଭାରତକୁ ବାଂଲାଦେଶର ସବୁଠାରୁ ବଡ ପଡ଼ୋଶୀ ବୋଲି ବର୍ଣ୍ଣନା କରିଛନ୍ତି। ହୁସେନ କହିଛନ୍ତି…
କ୍ୟାବିନେଟ ସହ ଇସ୍ତଫା ଦେଲେ ଜାପାନ ପ୍ରଧାନମନ୍ତ୍ରୀ, ଏବେ ଏହି ନେତା ହେବେ…
ଟୋକିଓ,୧।୧୦: ଜାପାନରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ମଙ୍ଗଳବାର ତାଙ୍କ କ୍ୟାବିନେଟ ସହିତ ଇସ୍ତଫା ଦେଇଛନ୍ତି। କିଶିଦା ୨୦୨୧ରେ ଦାୟିତ୍ୱ ଗ୍ରହଣ କରିଥିଲେ, କିନ୍ତୁ ଏବେ ସେ ଇସ୍ତଫା ଦେଉଛନ୍ତି ଯାହା ଦ୍ୱାରା ତାଙ୍କ ଦଳ ଏକ ନୂଆ…
୧୮ କେଜି ଗଞ୍ଜେଇ ଜବତ, ମଧ୍ୟ ପ୍ରଦେଶର ୨ ଯୁବକ ଗିରଫ
ଲୋଇସିଂହା,୧।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ରେଳ ଷ୍ଟେଶନରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ମଧ୍ୟ ପ୍ରଦେଶ ଅଞ୍ଚଳର ୨ ଜଣ ଯୁବକଙ୍କ ନିକଟରୁ ୧୮.୧୧୫ କେଜି ଗଞ୍ଜେଇ ଜବତ କରିଛି ଲୋଇସିଂହା ପୋଲିସ। ଗଞ୍ଜେଇ ଚାଲାଣ ଅଭିଯୋଗରେ ସମ୍ପୃକ୍ତ ୨ ଯୁବକଙ୍କୁ…
ଗୋବିନ୍ଦାଙ୍କ ଶରୀରରେ କେମିତି ବାଜିଲା ଗୁଳି: ନିଜେ କଲେ ଖୁଲାସା
ବଲିଉଡ ଅଭିନେତା ଗୋବିନ୍ଦାଙ୍କ ଗୋଡରେ ଗୁଳି ବାଜିଛି। ସକାଳେ ନିଜ ପିସ୍ତଲ ରଖୁଥିବାବେଳେ ହଠାତ୍ ଅସାବଧାନତା କାରଣରୁ ତାଙ୍କ ବନ୍ଧୁକରୁ ଗୁଳି ଫୁଟିଥିଲା। ଏହା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ଗୋବିନ୍ଦା ବର୍ତ୍ତମାନ ବିପଦମୁକ୍ତ ଅଛନ୍ତି। ତାଙ୍କୁ ୨୪ ଘଣ୍ଟା…
ଅଚାନକ ଟିମ୍ ଇଣ୍ଡିଆରେ ବଡ଼ ପରିବର୍ତ୍ତନ: ଟେଷ୍ଟ ସିରିଜ୍ ଚାଲିଥିବାବେଳେ ୩ ଖେଳାଳିଙ୍କୁ ଦଳରୁ ବିଦା କଲା ବିସିସିଆଇ
ନୂଆଦିଲ୍ଲୀ,୧।୧୦: କାନପୁରରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ମ୍ୟାଚର ଚାରି ଦିନ ସମାପ୍ତ ହୋଇଛି ଏବଂ ଆଜି ହେଉଛି ପଞ୍ଚମ ଦିନ। ଟିମ ଇଣ୍ଡିଆ ବିସ୍ଫୋରକ ବ୍ୟାଟିଂ ସହ କାନପୁର ଟେଷ୍ଟକୁ ରୋମାଞ୍ଚକର କରିଛି। ଗୋଟିଏ ପଟେ…
ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୧୦: ଆସନ୍ତାକାଲି ଅର୍ଥାତ୍ ବୁଧବାର ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ନିବେଶକ ସମ୍ମିଳନୀରେ ଯୋଗଦେବେ। ରାଜ୍ୟକୁ ନିବେଶ ଆଣିବା ପାଇଁ…
କୋଲକାତା ବଳାତ୍କାର-ହତ୍ୟା ଘଟଣା: ପୁଣିଥରେ ଧର୍ମଘଟକୁ ଓହ୍ଲାଇଲେ ଜୁନିଅର ଡାକ୍ତର
କୋଲକାତା,୧।୧୦: ପଶ୍ଚିମବଙ୍ଗରେ ଜୁନିଅର ଡାକ୍ତରମାନେ ପୁଣି ଥରେ ଧର୍ମଘଟ କରିଛନ୍ତି। ସୁରକ୍ଷା ସୁନିଶ୍ଚିତ କରିବାକୁ ଡାକ୍ତରମାନେ ରାଜ୍ୟ ସରକାରଙ୍କୁ ଦାବି କରିଛନ୍ତି। ସୋମବାର ଆରଜି କର ମେଡିକାଲ କଲେଜ ଏବଂ ହସପିଟାଲରେ ଆଠ ଘଣ୍ଟିଆ ବୈଠକ ପରେ ପଶ୍ଚିମବଙ୍ଗ ଜୁନିଅର ଡାକ୍ତର…
Archives


