ଅନୁପମ୍ଙ୍କ ଫଟୋ ଥିବା ନୋଟ୍ ଦେଇ ୧.୩ କୋଟିର ଠକେଇ
ଅହମଦାବାଦ,୧।୧୦ଗୁଜରାଟର ଅହମଦାବାଦରେ ଜଣେ ସୁନା ଓ ରୁପା ବ୍ୟବସାୟୀ ୧.୩ କୋଟି ଟଙ୍କା ଠକେଇର ଶିକାର ହୋଇଛନ୍ତି। ତାଙ୍କୁ ଠକିଥିବା ବ୍ୟକ୍ତି ଜଣକ ବଲିଉଡ୍ ଅଭିନେତା ଅନୁପମ ଖେର୍ଙ୍କ ଫଟୋ ଥିବା ୫୦୦ ଟଙ୍କିଆ ଜାଲ୍ ନୋଟ୍ ବିଡ଼ା ଧରାଇଦେଇ ଫେରାର…
ବ୍ରିଟେନରେ ଶେଷ ତାପଜ ବିଦ୍ୟୁତ୍ ପ୍ଲାଣ୍ଟ ବନ୍ଦହେଲା
ଲଣ୍ଡନ,୧।୧୦: ବ୍ରିଟେନରେ କୋଇଲାରେ ଚାଲୁଥିବା ଶେଷ ତାପଜ ବିଦ୍ୟୁତ୍ ପ୍ଲାଣ୍ଟ ସୋମବାର ବନ୍ଦ ହୋଇଛି। ଫଳରେ ବ୍ରିଟେନରେ ଶିଳ୍ପ ବିପ୍ଳବକୁ ପ୍ରୋତ୍ସାହିତ କରି ୧୪୨ ବର୍ଷ ହେଲା ଚାଲିଆସିଥିବା କୋଇଲାରୁ ବିଦ୍ୟୁତ୍ ଉତ୍ପାଦନର ଯୁଗ ଶେଷ ହୋଇଛି। କେନ୍ଦ୍ରୀୟ ଇଂଲଣ୍ଡରେ ଥିବା…
ଏମର୍ଜେନ୍ସି: କଇଁଚି ପାଇଁ କଙ୍ଗନା ରାଜି
ମୁମ୍ବାଇ,୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଆଧାରିତ ଫିଲ୍ମ ‘ଏମର୍ଜେନ୍ସି’ର କେତେକ ଦୃଶ୍ୟରେ କାଟଛାଣ୍ଟ ପାଇଁ ଅଭିନେତ୍ରୀ ତଥା ପ୍ରଯୋଜିକା କଙ୍ଗନା ରାଣାଓ୍ବତ୍ ରାଜି ହୋଇଛନ୍ତି। ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସାର୍ଟିଫିକେଶନ୍ (ସିବିଏଫ୍ସି) ସୋମବାର ବମ୍ବେ ହାଇକୋର୍ଟଙ୍କୁ ଏହା…
ପଦବୀ ହରାଇଲେ ସରପଞ୍ଚ
କାମାକ୍ଷାନଗର,୧ା୧୦(ସୁଧୀର କୁମାର ପରିଡ଼ା): ଜିଲା କାମାକ୍ଷାନଗର ବ୍ଲକ କାଦୁଆ ପଞ୍ଚାୟତର ସରପଞ୍ଚ ପ୍ରତିମା ସେଠୀ ସୋମବାର ଅନାସ୍ଥା ଭୋଟରେ ପରାଜିତ ହେବା ସହ ସରପଞ୍ଚ ପଦବୀ ହରାଇଛନ୍ତି। ପ୍ରକାଶ ଯେ, କାଦୁଆ ପଞ୍ଚାୟତର କେତେଜଣ ଓ୍ବାର୍ଡମେମ୍ବର ସରପଞ୍ଚଙ୍କ ବିରୋଧରେ କାମାକ୍ଷାନଗର ଉପଜିଲାପାଳଙ୍କ…
ସ୍ଥଳଭାଗ ଯୁଦ୍ଧ ପାଇଁ ପ୍ରସ୍ତୁତ: ହେଜ୍ବୋଲ୍ଲା
ଇସ୍ରାଏଲୀ ଏୟାରଷ୍ଟ୍ରାଇକ୍ରେ ହେଜ୍ବୋଲ୍ଲା ମୁଖ୍ୟ ହସନ୍ ନସ୍ରଲ୍ଲାଙ୍କ ମୃତ୍ୟୁ ପରେ ସୋମବାର ସଙ୍ଗଠନର ଉପମୁଖ୍ୟ ନଇମ୍ କାସିମ୍ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ଇସ୍ରାଏଲ୍ ସ୍ଥଳଭାଗରେ ଆକ୍ରମଣ କଲେ ଏହା ସହ ଯୁଦ୍ଧ ପାଇଁ ପ୍ରସ୍ତୁତ। ନିହତ କମାଣ୍ଡରମାନଙ୍କ ସ୍ଥାନରେ…
ସିରିଆକୁ ଲକ୍ଷାଧିକ ବିସ୍ଥାପିତଙ୍କ ପଳାୟନ
ବେରୁଟ୍/ଜେରୁଜେଲମ୍,୧।୧୦: ଇସ୍ରାଏଲ୍ର ହେଜ୍ବୋଲ୍ଲା ଦମନ ଅଭିଯାନ ‘ଅପରେଶନ୍ ନ୍ୟୁ ଅର୍ଡର’ ଲେବାନନ୍କୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଛି। ଆକାଶମାର୍ଗରୁ ଘନ ଘନ ରକେଟ ମାଡ଼ ଯୋଗୁ ବହୁ ଲୋକଙ୍କ ଘରଦ୍ୱାର ଭାଙ୍ଗିଯାଇଛି। ଲୋକେ ପ୍ରାଣ ବିକଳରେ ପଡ଼ୋଶୀ ସିରିଆକୁ ପଳାୟନ କରିବାରେ ଲାଗିଛନ୍ତି। ବର୍ତ୍ତମାନ ସୁଦ୍ଧା…
ନେତାନ୍ୟାହୁ ହିଟ୍ଲରଙ୍କ ପରେ ସବୁଠୁ ବଡ଼ ଆତଙ୍କବାଦୀ: ମେହବୁବା
ଲେବାନନ୍ରେ ଇସ୍ରାଏଲୀ ଏୟାରଷ୍ଟ୍ରାଇକ୍ରେ ହେଜ୍ବୋଲ୍ଲା ମୁଖ୍ୟ ହସନ୍ ନସ୍ରଲ୍ଲା ନିହତ ହେବା ପରେ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ତୃତୀୟ ଦିନ ଧରି ବିକ୍ଷୋଭ ଜାରି ରହିଛି। ବହୁ ସଂଖ୍ୟକ ମହିଳା, ପୁରୁଷ ଓ ଛୋଟ ପିଲା ରାସ୍ତାକୁ ଓହ୍ଲାଇ କଳା ପତାକା…
କଶ୍ମୀର ନିର୍ବାଚନରେ ହେଜ୍ବୋଲ୍ଲା ତାତି
ଜମ୍ମୁ/ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ବିଧାନସଭାର ୯୦ ଆସନ ମଧ୍ୟରୁ ପ୍ରଥମ ୨ଟି ପର୍ଯ୍ୟାୟରେ ୫୦ ଆସନରେ ନିର୍ବାଚନ ଶେଷ ହୋଇଥିବାବେଳେ ମଙ୍ଗଳବାର ଅବଶିଷ୍ଟ ୪୦ ଆସନରେ ଭୋଟ ଗ୍ରହଣ କରାଯିବ। ରବିବାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ଶେଷ ହୋଇଥିଲେ ହେଁ ହେଜ୍ବୋଲ୍ଲା ମୁଖ୍ୟ ହସନ୍…
ସେବାୟତଙ୍କ ଘର ମାଟିତଳୁ ମିଳିଲା ସୁନା ମୂର୍ତ୍ତି, ଅଳଙ୍କାର
ଅସୁରାଳି,୧ା୧୦(ସନ୍ତୋଷ ପ୍ରଧାନ): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିର ନିକଟ ଜଣେ ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ସୁନା ମୂର୍ତ୍ତି ସହ ଅଳଙ୍କାର ଉଦ୍ଧାର ହୋଇଛି। ଘଟଣାକୁ ଲୋକଲୋଚନକୁ ନ ଆଣି ଚପାଇ ଦେବାକୁ ଉଦ୍ୟମ ଚାଲୁଥିବା ବେଳେ…
ଭରତପୁର ଥାନା ଘଟଣା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ଅଧିକାରୀ
କଟକ,୧ା୧୦(କାର୍ତ୍ତିକ ସାହୁ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ଘଟିଥିବା ପୋଲିସ ନିର୍ଯାତନା ଘଟଣାରେ ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କୁ ଗିରଫଦାରୀ ଭୟ ଘାରିଛି। ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଯେକୌଣସି ସମୟରେ ନିଲମ୍ବିତ ପୋଲିସ…
ସୁକିନ୍ଦାରେ ଅନରକିଲିଂ
ଯାଜପୁର/କଳିଙ୍ଗନଗର (ହର୍ଷବର୍ଦ୍ଧନ ବେହେରା/ ଶୁଭାଶିଷ ରାଉତ),୧ା୧୦: ସୁକିନ୍ଦା ଗାଁର ଦେବରଞ୍ଜନ ସିଂ ସାମନ୍ତଙ୍କ ପୁଅ ସୁଶୀଲମୟ ସିଂ ସାମନ୍ତ କଳିଙ୍ଗନଗର ଥାନା ଡ଼ୁବୁରୀ ଅଞ୍ଚଳର ନୀଳମଣି ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ବିଜୟଲକ୍ଷ୍ମୀ ଓବିସି ଏବଂ ସୁଶୀଲ…
ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରର ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ
ଶ୍ରୀନଗର,୧।୧୦: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନର ତୃତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମଙ୍ଗଳବାର ସକାଳୁ ମତଦାନ ଚାଲିଛି। ସକାଳ ୭ ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ସମୁଦାୟ ୪୦ ଟି ବିଧାନସଭା ଆସନ ପାଇଁ…
Archives


