Home

ହମାସ୍‌, ହେଜ୍‌ବୋଲ୍ଲା ପରେ ହୁଟି

ଜେରୁଜେଲମ୍‌/ବେରୁଟ୍‌/ ତେହରାନ/,୩୦ା୯: ୨୦୨୩ ଅକ୍ଟୋବର ୭ରେ ଗାଜାର ସଶସ୍ତ୍ର ଶାସକ ହମାସ୍‌ ଇସ୍ରାଏଲ୍‌ ଉପରେ ଆକ୍ରମଣ କରି ପ୍ରାୟ ୧୨୦୦ ନିରୀହଙ୍କ ଜୀବନ ନେବା ପରେ ଅନେକଙ୍କୁ ପଣବନ୍ଦୀ କରିଥିଲା। ସେବେଠୁ ଇସ୍ରାଏଲୀ ସେନା ଓ ହମାସ୍‌ ପ୍ରତ୍ୟକ୍ଷ ଭାବେ ଯୁଦ୍ଧ ଚଳାଇଆସିଛନ୍ତି।…

‘ଯୌନକାର୍ଯ୍ୟ ଦେଖିବାକୁ ବାଧ୍ୟ କରିଥିଲେ’

ଥିରୁଭାନନ୍ତପୁରମ, ୩୦।୯: ମଲିଉଡ୍‌ର ବରିଷ୍ଠ ଫିଲ୍ମ ନିର୍ମାତା ବାଲଚନ୍ଦ୍ର ମେନନ୍‌ଙ୍କ ବିରୋଧରେ ରବିବାର ଅଭିନେତ୍ରୀ ମିନୁ ମୁନିର ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ୨୦୦୭ରେ ଅନ୍ୟମାନଙ୍କ ସହ ମିଶି ସେକ୍ସୁଆଲ ଆକ୍ଟ ଦେଖିବାକୁ ତାଙ୍କୁ ମେନନ୍‌ ବାଧ୍ୟ କରିଥିଲେ ବୋଲି ମିନୁ ଅଭିଯୋଗ…

ସିରିଆରେ ଆମେରିକାର ଏୟାରଷ୍ଟ୍ରାଇକ୍‌: ୩୭ ଆତଙ୍କବାଦୀ ନିହତ

ବେରୁଟ୍‌,୩୦ା୯: ସିରିଆରେ ଆମେରିକାର ଏୟାରଷ୍ଟ୍ରାଇକ୍‌ରେ ୩୭ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଏବଂ ଅଲ୍‌କାଏଦା ସହ ସମ୍ପୃକ୍ତ ଗ୍ରୁପ୍‌ ଦ୍ୱାରା ଆତଙ୍କବାଦୀ ଭାବେ ସ୍ବୀକୃତି ପାଇଥିଲେ ବୋଲି ଆମେରିକା ସେନା କହିଛି। ମୃତକଙ୍କ ମଧ୍ୟରୁ ୨ ଜଣ ବରିଷ୍ଠ…

କଶ୍ମୀରରେ ନିର୍ବାଚନ ପ୍ରଚାର ଶେଷ

ଶ୍ରୀନଗର,୩୦ା୯: ଜମ୍ମୁ-କଶ୍ମୀର ବିଧାନସଭାର ତୃତୀୟ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ହେବାକୁ ଥିବାବେଳେ ଏଥିପାଇଁ ପ୍ରଚାର ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଶେଷ ପର୍ଯ୍ୟାୟର ଶେଷ ଦିନରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ଜୋର୍‌ଦାର ପ୍ରଚାର କରାଯାଇଥିଲା। ବିଶେଷ କରି ଭାଜପା,…

ବିଶ୍ୱ ଅନୁବାଦ ଦିବସ: ପ୍ରତିବନ୍ଧକ ଦୂର କରେ ଭାଷା….

ପ୍ରତିବର୍ଷ ୩୦ ସେପ୍ଟେମ୍ବରରେ ବିଶ୍ୱ ଅନୁବାଦ ଦିବସ ପାଳନ କରାଯାଇଥାଏ। ଚଳିତବର୍ଷ ଏହାର ଥିମ୍‌ ରହିଛି, ‘ଅନୁବାଦ ସଂରକ୍ଷଣର ଏକ କଳା, ସ୍ବଦେଶୀ ଭାଷା ପାଇଁ ନୈତିକ ଏବଂ ଭୌତିକ ଅଧିକାର’। ଏହି ଥିମ୍‌ ଅଧୀନରେ କପିରାଇଟ, ତଥ୍ୟ ସଂଗ୍ରହ ଏବଂ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଭାଜପାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୯।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହଛି। ପୂର୍ବାହ୍ନ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରୁ…

ଅନ୍ତରାଷ୍ଟ୍ରୀୟ ମଞ୍ଚରେ ପୁଣି ଲଜ୍ଜିତ ହେଲା ପାକିସ୍ତାନ

ଜେନେଭା,୨୯।୯: ଜମ୍ମୁ କଶ୍ମୀରର ଜଣେ ରାଜନୈତିକ କର୍ମୀ ଜାଭେଦ ବାଗ ଜେନେଭା ପ୍ରେସ କ୍ଲବରେ ଏକ କାର୍ଯ୍ୟକ୍ରମରେ ପାକିସ୍ତାନରେ ଧାର୍ମିକ ତଥା ଅନୁସୂଚିତ ଜାତିର ଜନଜାତିଙ୍କ ଉପରେ ହେଉଥିବା ନିର୍ଯ୍ୟାତନାକୁ ନେଇ ଉଦବେଗ ପ୍ରକାଶ କରଛନ୍ତି। ଏହି ଦୁର୍ବବ୍ୟବହାର ପାଇଁ ବେଗ…

‘ଗେମ ଚେଞ୍ଜର’ରେ ରାମ ଚରଣଙ୍କ ଧମାକେଦାର ଏଣ୍ଟ୍ରି, ୧୦୦୦ ଡ୍ୟାନ୍ସରଙ୍କ ସହ…

ଚେନ୍ନାଇ: ଆଗାମୀ ଫିଲ୍ମ ‘ଗେମ ଚେଞ୍ଜର’ରେ ସାଉଥ ସୁପରଷ୍ଟାର୍‌ ରାମ ଚରଣଙ୍କ ଏଣ୍ଟ୍ରି ଏକ ଭିନ୍ନ ଢଙ୍ଗରେ ପ୍ରଦର୍ଶିତ ହେବ। ଏହି ମୁଭିରେ ତାଙ୍କର ଏଣ୍ଟ୍ରି ରା ମାଚା ଗୀତ ସହିତ ହେବ। ଏଥିରେ ୧୦୦୦ ଡା୍ୟାନ୍ସର ନଜର ଆସିବେ। କୁହାଯାଉଛି…

ନୀତୀଶ କୁମାରଙ୍କଠାରୁ କାହିଁକି ଅଲଗା ହେଲେ ପ୍ରଶାନ୍ତ କିଶୋର, ନିଜେ କହିଲେ ଏହାର ଅସଲ କାହାଣୀ

ପାଟନା,୨୯।୯: ବିହାରର ରାଜଧାନୀ ପାଟନାରେ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ରାଜ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ବିରୋଧ କରି ତାଙ୍କ ନୀତିକୁ ସମାଲୋଚନା କରିଛନ୍ତି। ବିହାର ବିଧାନସଭା ନିର୍ବାଚନରେ ନୀତୀଶ କୁମାରଙ୍କ ଦଳ ପାଇଁ ପ୍ରଚାର…

ଭାଜପାର ଇଲେକ୍ସନ ଏଜେଣ୍ଟ ଇଡି, କାହିଁକି ଏମିତି କହିଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୨୯।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ନିର୍ବାଚନ ବଣ୍ଡ ମାଧ୍ୟମରେ ଚୋରା କାରବାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଶୁଣି ବେଙ୍ଗାଲୁରୁର ଏକ ସ୍ବତନ୍ତ୍ର ଲୋକ ଅଦାଲତ ତାଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶିବସେନା…

ଦର୍ଶକଙ୍କୁ ଧନ୍ୟବାଦ ଦେଲେ ରାଣୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାନୀ ମୁଖାର୍ଜୀ ‘ମିସେସ ଚାଟାର୍ଜୀ ଭର୍ସେସ ନରୱେ’ରେ ତାଙ୍କର ଚମତ୍କାର ଅଭିନୟ ସହିତ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ପ୍ରଶଂସକମାନେ ତାଙ୍କ ଫିଲ୍ମକୁ ବହୁତ ପସନ୍ଦ କରିଥିଲେ। ଅଭିନେତ୍ରୀଙ୍କ ଏହି ଚମତ୍କାର ପ୍ରଦର୍ଶନ ଦେଖି ତାଙ୍କୁ ଆବୁଧାବିରେ…

ମଞ୍ଚ ଉପରେ ଭାଷଣ ଦେବା ବେଳେ ଅସୁସ୍ଥ ହୋଇ ପଡିଲେ ଖାର୍ଗେ, କହିଲେ ମୁଁ ଏତେ ଶୀଘ୍ର…

ନୂଆଦିଲ୍ଲୀ,୨୯।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଥିଲା। ସେତେବେଳେ ଖାର୍ଗେ ମଞ୍ଚରୁ ସାଧାରଣ ଜନତାଙ୍କୁ ସମ୍ବୋଧିତ କରୁଥିଲେ। ଯେତେବେଳେ ତାଙ୍କ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ହୋଇଥିଲା, ସେତେବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri