Home

ଓଏଏସ୍‌ ଅଧିକାରୀସ୍ତରରେ ବଡ଼ଧରଣର ବଦଳି: ଜାଣନ୍ତୁ କାହାକୁ ଦିଆଗଲା କେଉଁଠି ନିଯୁକ୍ତି

ଭୁବନେଶ୍ୱର,୧୦ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣାଞ୍ଚଳ ଡିଭିଜନ-ବ୍ରହ୍ମପୁର ଆରଡିସି କାର୍ଯ୍ୟାଳୟର ଅତିରିକ୍ତ ଆୟୁକ୍ତ ବୀରସେନ ପ୍ରଧାନଙ୍କୁ ଆରଡିସିଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।…

‘ନନ୍ଦିନୀ ଦେବୀ ଥିଲେ ଜଣେ ସାଲିସବିହୀନ ବ୍ୟକ୍ତିତ୍ୱ’

ଭଞ୍ଜନଗର,୯।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ ପାଳିତ ହୋଇଯାଇଛି। ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସଂସଦର ସଭାପତି କୃତିବାସ ବିଶ୍ବାଳ ଅଧ୍ୟକ୍ଷତା କରିଥିଲେ।…

‘ମା ତୁଝେ ସଲାମ’, ୨ମାସର ଶିଶୁକୁ ଧରି ସାକ୍ଷାତକାର ପାଇଁ ପହଞ୍ଚିଲେ ଏହି କ୍ୟାପଟେନ, ଏବେ…

ନୂଆଦିଲ୍ଲୀ,୯।୬: ଇଂଲଣ୍ଡ ମହିଳା ଦଳ ଏବଂ ୱେଷ୍ଟଇଣ୍ଡିଜ ମହିଳା ଦଳ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ନିକଟରେ ଶେଷ ହୋଇଛି। ଆୟୋଜକ ଇଂଲଣ୍ଡ ୱିଣ୍ଡିଜ ଦଳକୁ ସେମାନଙ୍କ ଘରୋଇ ଗ୍ରାଉଣ୍ଡରେ ୩-୦ରେ ପରାସ୍ତ କରିଛି। ପୂର୍ବରୁ, ଇଂରାଜୀ ଦଳ…

ବାରବାଟୀରେ ହେବ ପୁଣି ଅନ୍ତର୍ଜାତୀୟ ମ୍ୟାଚ୍‌: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଟି-୨୦

କଟକ,୯।୬: ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ। ଏ ନେଇ ବିସିସିଆଇ ପୂର୍ବରୁ ଓସିଏ ସୂଚନା ଦେଇ ସାରିଥିବା ବେଳେ ଆଜି…

ସୁନାର ବ୍ରେସଲେଟ, ହୀରାର ମୁଦି ପିନ୍ଧି ରାଜା ହନିମୁନ ଯାଆନ୍ତୁ ବୋଲି କାହିଁକି ଜିଦ କରିଥିଲେ ସୋନମ, କାରଣ ଜାଣିଲେ…

ଶିଲଂ,୯।୬: ମେଘାଳୟରେ ହନିମୁନ ପାଇଁ ଯାଇଥିବା ଇନ୍ଦୋର ନିବାସୀ ରାଜା ରଘୁବଂଶୀଙ୍କ ରହସ୍ୟମୟ ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ଆଶ୍ଚର୍ଯ୍ୟଜନକ ଖୁଲାସା ହେଉଛି। ମେଘାଳୟ ପୋଲିସର ଡିଜିପି କହିଛନ୍ତି ଯେ ରାଜା ରଘୁବଂଶୀଙ୍କ ହତ୍ୟା ପାଇଁ ତାଙ୍କ ପତ୍ନୀ ସମେତ…

ଅତିରିକ୍ତ ତହସିଲଦାରଙ୍କୁ ଅନ୍ୟତ୍ର ବଦଳି ଦାବି, ନଚେତ୍‌ ଆନ୍ଦୋଳନ

ଦାରିଙ୍ଗବାଡି,୯।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲଦାର ଧୀରଜ କୁମାର ପାତ୍ର ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସୋମବାର ଦାରିଙ୍ଗବାଡିର ଆଦିବାସୀ ଦଳିତ ମହାସଙ୍ଘ ପକ୍ଷରୁ ନୂତନ ତହସିଲଦାରଙ୍କୁ ଭେଟି ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ଅଞ୍ଚଳର ଅନେକ…

ପୁଅକୁ ଦେଖିବାକୁ ଯାଇ ହଟହଟା: ଶ୍ୱଶୁର ଘର ଆଗରେ ଜ୍ବାଇଁ ହାତଗୋଡ଼ ବାନ୍ଧି ନିସ୍ତୁକ ପିଟିଲେ ଲୋକେ

ଧର୍ମଶାଳା,୮ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ତାଲୁଆ ବାଲିକୁଦା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଶ୍ୱଶୁର ଘର ଆଗରେ ଜ୍ବାଇଁ ହାତ ଗୋଡ଼ ବାନ୍ଧି ମାଡ଼ ମାରିବା ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି। ମିଳିଥିବା…

୮ ବର୍ଷ ସାନ ପ୍ରେମିକ, ୨ ସନ୍ତାନର ମା’ଙ୍କୁ ୧୭ ଥର ଛୁରୀ ଭୁସି କଲେ ହତ୍ୟା, OYO Roomରେ ମିଳିଲା…

ବେଙ୍ଗାଲୁରୁ,୯।୬: ବେଙ୍ଗାଲୁରୁର ଏକ ହୋଟେଲରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏକ OYO ହୋଟେଲରେ ଜଣେ ମହିଳାଙ୍କୁ ତାଙ୍କ ପ୍ରେମିକ ଛୁରୀ ଭୁସି ହତ୍ୟା କରିଛନ୍ତି। ଏହି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଘଟିଥିଲା, କିନ୍ତୁ ଏହାର ଦୁଇ ଦିନ…

ଏୟାରଫୋର୍ସ ଓ୍ବାନର ସିଡ଼ିରେ ଝୁଣ୍ଟିଲେ ଟ୍ରମ୍ପ Video Viral! ଲୋକେ କହିଲେ ବାଇଡେନଙ୍କଠାରୁ ବି…

ଓ୍ବାଶିଂଟନ,୯।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ସୋସିଆଲ ମିଡିଆରେ ଶିରୋନାମା ପାଲଟିଛନ୍ତି। ନ୍ୟୁ ଜର୍ସିର ଏୟାରଫୋର୍ସ ୱାନରେ ଚଢ଼ିବା ସମୟରେ ସେ ସିଡ଼ିରେ ଝୁଣ୍ଟି ପଡ଼ିଥିଲେ, ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ନେଇ ସୋସିଆଲ…

ଉଚ୍ଛେଦକୁ ବିରୋଧ କରି ରାସ୍ତାରୋକୋ:ଧାରଣାରେ ବସିଲେ ଦୋକାନୀ

ନବରଙ୍ଗପୁର, ୯।୬(ସଦାଶିବ ପ୍ରହରାଜ): ସ୍ଥାନୀୟ ମହାରାଣୀ କ୍ଳବ ଜମିରେ ବହୁ ବର୍ଷ ହେବ ସ୍ଥାନୀୟ ୧୩ ଜଣ ଦୋକାନ କରି ଆସୁଛନ୍ତି । ସେମାନଙ୍କୁ କ୍ଳବ ପକ୍ଷରୁ ଉଠିଯିବାକୁ କୁହାଯାଇଥିଲା। ତେବେ ଦୋକାନୀମାନେ କ୍ଳବକୁ ଭଡା ମଧ୍ୟ ଦେଇ ଆସୁଛନ୍ତି। ଏନେଇ…

ଠାକୁରାଣୀ ଯାତ୍ରାରେ ଅଲୌକିକ ଘଟଣା: ଲୋକେ ହେଲେ ଭାବବିହ୍ବଳ

ପୁରୁଷୋତ୍ତମପୁର,୯।୬(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲା ପରୁଷୋତ୍ତମପୁର ଠାକୁରାଣୀଯାତ୍ରାରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ଏହା ଉପସ୍ଥିତ ହଜାର ହଜାର ଲୋକଙ୍କୁ ଚକିତ କରିଥିଲା। ଏହାକୁ ନେଇ କିଛି ସମୟପାଇଁ ଏକ ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲା। ରାତ୍ରରେ ମା’…

କାହିଁକି ହନିମୁନ୍‌ରେ ରାଜା ରଘୁବଂଶୀଙ୍କୁ ହତ୍ୟା କଲେ ସ୍ତ୍ରୀ: ହେଲା ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୯।୬: ବିବାହର ଗୋଟିଏ ମାସ ବି ହୋଇ ନ ଥିଲା ଏବଂ ରାଜା ରଘୁବଂଶୀଙ୍କୁ ହତ୍ୟା କରାଯାଇଥିଲା। ତାହା ମଧ୍ୟ ତାଙ୍କୁ ୨୧୮୬ କିଲୋମିଟର ଦୂର ନେଇ। ରାଜା ହନିମୁନ୍‌ ପାଇଁ ଯାଇଥିଲେ। କିନ୍ତୁ ଏହି ହନିମୁନ୍‌ ତାଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?