ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…
ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି ଏନେଇ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ…
ଟି-୨୦ ବିଶ୍ୱକପ୍ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି
ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ କରିଥିଲା। ଜବାବରେ ଆଫଗାନିସ୍ତାନ ୧୮୮ ରନ ଲକ୍ଷ୍ୟକୁ…
ଦ୍ୱିତୀୟ ମହଲାରେ ହଠାତ୍ ଲାଗିଲା ନିଆଁ, ଆଉ ତା’ ପରେ…
ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିକାଣ୍ଡରେ କାହାର ଜୀବନହାନି ହୋଇ ନ ଥିବାବେଳେ…
ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’
ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ, ଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ ଏକ ବିବୃତ୍ତି ଦେଇଛନ୍ତି ଯାହା ସମଗ୍ର…
ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର
ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା ନେଇ ଆଲୋଚନା ହେଉଛି। ଗୋଟିଏ ପଟେ ଜମାତ-ଏ-ଇସଲାମିର ସଭାପତି ଡକ୍ଟର…
ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ
ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ ନେତାଙ୍କୁ ଭେଟି ନିମନ୍ତ୍ରଣ ପତ୍ର ଦେଇଛନ୍ତି। ୨୬ ବର୍ଷୀୟ ଅର୍ଜୁନ IPLରେ ମୁମ୍ବାଇ…
ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ ଏହାର ସରକାରୀ ତଥ୍ୟପତ୍ରକୁ ସଂଶୋଧନ କରିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ନୂତନ…
ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ
ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ ୯, ୨୦୨୬), ଟ୍ରମ୍ପଙ୍କ ରିପବ୍ଲିକାନ ପାର୍ଟିର ସଦସ୍ୟ କଂଗ୍ରେସମ୍ୟାନ ଗ୍ରେଗ ଷ୍ଟିଉବ ବିଦେଶୀ…
ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ
ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି। ଏହାର ଟ୍ରେଲର ମଧ୍ୟ ମୁକ୍ତିଲାଭ କରିଛି। ଟ୍ରେଲର ଦେଖିବା ପରେ ଦର୍ଶକ ମୋନାଲିସାଙ୍କ…
ଭାରତ ସହ ଟ୍ରେଡ୍ ଡିଲ୍ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…
ଓ୍ବାଶିଂଟନ୍,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର ସୀମା ମଧ୍ୟରେ ଦର୍ଶାଯାଇଥିଲା। ଏହି ମାନଚିତ୍ର ଅନେକଙ୍କ ପାଇଁ ଆଶ୍ଚର୍ଯ୍ୟଜନକ ଥିଲା, କାରଣ…
Archives


