Home

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ ବାଲ୍ମିକୀନଗରର ଗଣ୍ଡକ ବ୍ୟାରେଜର ଜଳସ୍ତର ହଠାତ ବୃଦ୍ଧି ପାଇଥିଲା। ମଧ୍ୟରାତ୍ରିରେ, ବ୍ୟାରେଜରେ 1.5…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ ଘେରା ଗଁାରେ ବନ୍ୟପ୍ରାଣୀ, ବିଷାକ୍ତ ସରୀସୃପ ପ୍ରବେଶ କରି ଧନ ଜୀବନ, ଜୀବିକା…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ନେପାଳ ପୁଣିଥରେ ସମାନ କ୍ଷୟକ୍ଷତିର ସମ୍ମୁଖୀନ ହେବା ଆଶଙ୍କା କରାଯାଉଛି।…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ ୧୬୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ପ୍ରାୟ ୫୦୦ ଜଣ ନିଖୋଜ ଅଛନ୍ତି,…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ଛାତ୍ରୀଜଣଙ୍କ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମୃତ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର ଏଜେନ୍ସି ଅନୁଯାୟୀ ପେଜେସ୍କିଆନ କହିଛନ୍ତି, ସରକାରଙ୍କ ଆର୍ଥିକ ବିଭାଗଗୁଡ଼ିକ ଯେଉଁ ପଦକ୍ଷେପଗୁଡ଼ିକର କଳ୍ପନା…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ ଚେନ୍ନାଇ, ମାଦୁରାଇ, ଏର୍ଣ୍ଣାକୁଲମ ଏବଂ ଗୁଆହାଟୀକୁ ମଧ୍ୟ ପିଆଜ ଯୋଗାଣ ପଠାଯାଉଛି। କେନ୍ଦ୍ର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ ନେଇ ହାଇଭୋଲଟେଜ୍ ଡ୍ରାମା ଦେଖିବାକୁ ମିଳିଛି। ଗୋଟିଏ ରାତିରେ ଦୁଇଟି ଗାଁରୁ ପୋଲିସ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ ଅଙ୍କିତ ବାଲିୟାନଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ଅଙ୍କିତ ପ୍ରତିଦିନ ଭଳି ବୁଧବାର…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ବିଜେପୁର ଗ୍ରାମର ରଥ ଦଳେଇ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି । ୱାର୍ଡର ସୁରେନ୍ଦ୍ର ସାମୁଲକୁ ଗୋଡାଇ ଗୋଡାଇ ହାଣିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ କନେକ୍ସନ, ରେଳବାଇ ଏବଂ ଗାଡ଼ିର ଦାମ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?