Home

୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ

ଓ୍ବାଶିଂଟନ,୯ା୬: ଆମେରିକାର ଟେନେସି ଅଞ୍ଚଳରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ତେବେ ଏହି ଦୁର୍ଘଟଣାରେ ଏକାଧିକ ଯାତ୍ରୀ ଗୁରୁତର ହୋଇଥିବାବେଳେ ଅନେକଙ୍କ…

ଅନନ୍ୟା ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ। ସ୍ବପ୍ନକୁ…

ଏଇ ଭାରତରେ

ସ୍ବାର୍ଥ ପାଇଁ ବେଳେବେଳେ ରକ୍ତସମ୍ପର୍କୀୟମାନେ ବି ବିଶ୍ୱାସଘାତକତା କରିବାକୁ ପଛାନ୍ତି ନାହିଁ। ହେଲେ ବିଶ୍ୱସ୍ତ ପ୍ରାଣୀ କୁକୁର କିନ୍ତୁ ଆବଶ୍ୟକସ୍ଥଳେ ମାଲିକର ଜୀବନ ରକ୍ଷା କରିବା ପାଇଁ ନିଜ ଜୀବନକୁ ବି ବାଜି ଲଗାଇ ଦେଇଥାଏ। ଠିକ୍‌ ଏମିତି ଏକ ଉଦାହରଣ…

ମୁଁ ମୂଲିଆ କହୁଛି

ମୂଲିଆ। ମୂଲ ନ ଲାଗିଲେ ଘରେ ଆମର ଚୁଲି ଅଜଳା ରହେ। ଆଉ ସାଧାରଣତଃ ଆମେ ବହୁକୁଟୁମ୍ବୀ। ସହରରେ ମୂଲ ଅଧିକା। କାମ ବି ମିଳେ। କିନ୍ତୁ ଗାଁ ଗହଳିରେ କାମ ମିଳୁଛି ବା କାହାକୁ ! ସମସ୍ତେ ତ ଆମ…

କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି ମାରିଲା ହାତୀ

ଦେବଗଡ଼,୮ା୬(ଶଶାଙ୍କ ଶେଖର ଝାଙ୍କର): ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ଜୀବନ ଯାଇଛି। ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ଆଉଁଳିରେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା କୈଳାସ ପ୍ରଧାନଙ୍କ ସ୍ତ୍ରୀ କଳାବତୀ ପ୍ରଧାନ ବୋଲି ଜଣାପଡ଼ିଛି। କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି…

ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବ ଘାଟିଶୁଳା, ଚକରା ଘାଟି

ଭଞ୍ଜନଗର,୮ା୬(ବାବୁଲା ପ୍ରଧାନ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଘୁମୁସର ଇତିହାସର ମୂକସାକ୍ଷୀ ଚକରା ଘାଟି ଏବଂ ଘାଟିଶୁଳାର ବିକାଶ ପାଇଁ ପଦକ୍ଷେପ ନେଇଛନ୍ତି। ଆଗକୁ ରଣଘଣ୍ଟାର ମଧ୍ୟ ବିକାଶ ହେବ। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିମନ୍ତ୍ରଣ ରକ୍ଷା…

ଭାଙ୍ଗି ଅଧାରେ ଝୁଲି ରହିଛି ଯାତ୍ରୀ ପ୍ରତୀକ୍ଷାଳୟ, ଆଶଙ୍କାରେ ଲୋକେ

ଧର୍ମଶାଳା,୮ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଜାରକା ବସ୍‌ ରହଣି ସ୍ଥାନରେ ବସ୍‌ଯାତ୍ରୀମାନଙ୍କ ପାଇଁ ନିର୍ମିତ ଅସ୍ଥାୟୀ ପ୍ରତୀକ୍ଷା ଲୟ ଭାଙ୍ଗି ଅଧାରେ ବିପଦ ପୂର୍ଣ୍ଣ ଭାବେ ଝୁଲି ରହିଛି। ପ୍ରବଳ ଖରା ଗରମରୁ ରକ୍ଷା…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରି ପୋଡ଼ିଦେଲେ ଦୁର୍ବୃତ୍ତ, ରକ୍ତ ଛିଟା ଦେଖି…

ପାରଳାଖେମୁଣ୍ଡି,୮ା୬(ଗିରିଧାରୀ ପରିଚ୍ଛା): ଗୁଣି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହତ୍ୟା କରି ପୋଡ଼ି ଦେଇଛନ୍ତି ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ। ମୃତକ ଜଣକ ହେଲେ ୬୦ ବର୍ଷୀୟ କାମ୍ବି ମଳିକ। ଗତ ମଙ୍ଗଳବାର…

ଭୂତକୋଠି ପାଲଟିଛି ବୃନ୍ଦାବନ ପ୍ୟାଲେସ୍‌, ତଦାରଖ କଲେ ବିଧାୟକ

ପାରଳାଖେମୁଣ୍ଡି,୮ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ରହିଛି ଏକ ପର୍ଯ୍ୟଟନସ୍ଥଳୀ ବିଏନ୍‌ ପ୍ୟାଲେସ ବା ବୃନ୍ଦାବନ ପ୍ୟାଲେସ। କିନ୍ତୁ ଯେଉଁଭଳି ଭାବେ ଏହି ପ୍ୟାଲେସକୁ ବାରମ୍ବାର ଅବହେଳା କରାଯାଉଛି, ଦେଖି ଲୋକେ ଆଶ୍ଚର୍ଯ୍ୟ ହେଉଛନ୍ତି। ରକ୍ଷଣାବେକ୍ଷଣ ଅଭାବରୁ ବୃନ୍ଦାବନ…

୧୩ରୁ ଆରମ୍ଭ ହେବ ସର୍ବଭାରତୀୟ ଦିବାରାତ୍ର କବାଡ଼ି ପ୍ରତିଯୋଗିତା: ଏଥିରେ ଭାଗ ନେବେ ୩୨ ଦଳ

ଧର୍ମଶାଳା,୮ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତରଠାରେ ୭୦ ତମ ସର୍ବଭାରତୀୟ ଦିବାରାତ୍ର କବାଡ଼ି ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଚଳିତ ଥର ଏଥିରେ ରାଜ୍ୟ ଓ ରାଜ୍ୟ ବାହାରର ମୋଟ୍‌ ୩୨ଟି ପୁରୁଷ ଓ ମହିଳା…

ରିଙ୍କୁ ସିଂହ ମୁଦି ପିନ୍ଧାଇବା ମାତ୍ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ପ୍ରିୟା ସରୋଜ, ପରେ…

ଲକ୍ଷ୍ନୌ,୮।୬: ଟିମ୍‌ ଇଣ୍ଡିଆର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂହ ଏବଂ ଜୌନପୁରର ମଛଲିଶହରର ଏମପିି ପ୍ରିୟା ସରୋଜଙ୍କ ନିର୍ବନ୍ଧ ଶେଷ ହୋଇଛି। ରବିବାର, ଜୁନ ୮ ତାରିଖରେ ଲକ୍ଷ୍ନୌର ପଞ୍ଚତାରକା ହୋଟେଲ ଦି ସେଣ୍ଟ୍ରମରେ ପରିବାର ଏବଂ ବନ୍ଧୁମାନଙ୍କ ଉପସ୍ଥିତିରେ ଉଭୟେ…

ଆଜି ସରୁଛି ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ନାଚଗୀତରେ ଦୁଲୁକୁଛି ସହର

ପୁରୁଷୋତ୍ତମପୁର,୮ା୬(ସୀମାଞ୍ଚଳ ମିଶ୍ର): ଆଜି ଅର୍ଥାତ୍‌ ରବିବାର ଶେଷ ହେଉଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର କିମ୍ବଦନ୍ତୀ ପୂର୍ଣ୍ଣ ଐତିହାସିକ ଠାକୁରାଣୀ ଯାତ୍ରା। ଏହି ଅବସରରେ ରବିବାର ଛୁଟିଦିନ ଥିବାରୁ ସମଗ୍ର ସହର ଲୋକାରଣ୍ୟ ହୋଇ ପଡ଼ିଥିବା ବେଳେ ନାଚଗିତରେ ସହର ପ୍ରକମ୍ପିତ ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?