Home

ଦୌଡ଼ି ଯାଇ କୋହଲିଙ୍କ ପାଦ ଛୁଇଁଲେ ଗ୍ରାଉଣ୍ଡ୍‌ସମ୍ୟାନ୍‌: ଆଉ ତା’ପରେ…

ନୂଆଦିଲ୍ଲୀ,୨୮।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ କାନପୁରରେ ଖେଳାଯାଉଛି। ପ୍ରଥମ ଦିନରେ ଖରାପ ପାଗ ହେତୁ କେବଳ ୩୫ ଓଭର ଖେଳାଯାଇଥିଲା। ପ୍ରଥମ ଦିନର ଖେଳ ଶେଷରେ ବାଂଲାଦେଶର ସ୍କୋର ୩ ଉଇକେଟ ହରାଇ ୧୦୭ ରନ ରହିଛି।…

ବୁଝିଗଲେଣି ମୁଇଜୁ, ଭାରତ ବିନା ଚଳି ପାରିବନି ମାଲଦ୍ୱୀପ

ନୂଆଦିଲ୍ଲୀ/ମାଲେ,୨୮।୯: ମାଲଦ୍ୱୀପର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ବର୍ତ୍ତମାନ ଅନୁତାପ କରୁଥିବା ଜଣାପଡିଛି। ଏଥିରୁ ଜଣାପଡିଛି ଯେ ସେ ମଧ୍ୟ ବୁଝିଛନ୍ତି ଯେ ତାଙ୍କ ଦେଶ ଭାରତ ବିନା କିଛି କାର୍ଯ୍ୟ କରିପାରିବ ନାହିଁ। ଏହି କାରଣରୁ ସେ ଖୁବ ଶୀଘ୍ର ଦିଲ୍ଲୀ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ…

ଶେଖ ହାସିନାଙ୍କୁ ବାଂଲାଦେଶ ଫେରାଇ ଦେବ ଭାରତ? ପୁରୁଣା ସନ୍ଧି ବଢାଇପାରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମସ୍ୟା

ଢାକା/ନୂଆଦିଲ୍ଲୀ,୨୮।୯: ବାଂଲାଦେଶର ଅପଦସ୍ଥ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ପ୍ରତ୍ୟର୍ପଣ ପ୍ରସଙ୍ଗ ପୁଣି ଥରେ ମୁଣ୍ଡ ଟେକିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଓକିଲ କରିମ ଏଏ ଖାନଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ…

କ୍ରିକେଟ ପ୍ରେମୀଙ୍କ ପାଇଁ ଖରାପ ଖବର: ବର୍ଷା ପାଇଁ ଦ୍ୱିତୀୟ ଦିନର ଖେଳ…

କାନପୁର,୨୮।୯: କାନପୁରର ଗ୍ରୀନ ପାର୍କରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନ ମଧ୍ୟ ଖରାପ ପାଗ ଦ୍ୱାରା ପ୍ରଭାବିତ ହେଉଛି। ମ୍ୟାଚ ସକାଳ ୯ଟା ୩୦ରେ ଆରମ୍ଭ ହେବାର ଥିଲା। କିନ୍ତୁ, ଖରାପ ପାଗକୁ…

ପାକିସ୍ତାନକୁ ମୁହେଁ ମୁହେଁ ଶୁଣାଇଦେଲା ଭାରତ: ପାକିସ୍ତାନ ଆତଙ୍କବାଦର ଫ୍ୟାକ୍ଟ୍ରି

ନୂଆଦିଲ୍ଲୀ,୨୮।୯: ମିଳିତ ଜାତିସଂଘରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏହାକୁ ନେଇ ଭାରତ ପ୍ରତିକ୍ରିୟା ରଖିଛି। UNGAରେ ରାଇଟ ଟୁ ରିପ୍ଲାଏ ସମୟରେ ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ଭାଷଣକୁ ଭାରତୀୟ କୂଟନୀତିଜ୍ଞ ଭାବିକା ମଙ୍ଗଲାନନ୍ଦ ଭର୍ସନା କରିଛନ୍ତି। ସେ…

କୁଲଗାମ ଏନକାଉଣ୍ଟର: ୪ ଯବାନ ଆହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର କୁଲଗାମର ଆଡିଗାମ ଦେବସର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି। ଏହି ଏନକାଉଣ୍ଟରରେ ତିନି ସେନା ଯବାନ ଏବଂ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୋସିଆଲ…

ମହିଳାଙ୍କ ପାଇଁ ଖୁସି ଖବର: ମାର୍ଚ୍ଚ ୮ ପୂର୍ବରୁ ସମସ୍ତଙ୍କୁ ସୁଭଦ୍ରା ପ୍ରଥମ କିସ୍ତି, ଜାଣନ୍ତୁ ପୂରା ଖବର…

ଭୁବନେଶ୍ୱର,୨୮ା୯ (ବନ୍ଦନା ସେଠୀ): ଅଦ୍ୟାବଧି ଛପାଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ‘ସୁଭଦ୍ରା’ ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ ୧ ହଜାର ୫୫ ଫର୍ମ ବଣ୍ଟନ କରାଯାଇଛି। ସେପ୍ଟେମ୍ବର ୨୭ ପର୍ଯ୍ୟନ୍ତ ୯୫…

ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ଲଢ଼ିବା ଚର୍ଚ୍ଚା

ଭୁବନେଶ୍ୱର, ୨୮।୯(ସୁନିତ୍‌ ମିଶ୍ର):ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱଶର୍ମା ଶୁକ୍ରବାର ୨ ଘଣ୍ଟିଆ ଓଡ଼ିଶା ଗସ୍ତରେ ଆସି ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ସେ ସ୍ବଳ୍ପ ସମୟର ଗସ୍ତ ଅବସରରେ ରାଜ୍ୟପାଳ ରଘୁବର…

ସୁଧୁରୁନି ସହରର ଟ୍ରାଫିକ ବ୍ୟବସ୍ଥା

ଖୋର୍ଦ୍ଧା,୨୮ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନୂଆବସ୍‌ଷ୍ଟାଣ୍ଡଠାରୁ ଟ୍ରାଫିକ ଛକ, ପଲ୍ଲା ଛକ, ଖୋର୍ଦ୍ଧା-ନୟାଗଡ଼ ରାସ୍ତାର ମୁକୁନ୍ଦପ୍ରସାଦଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରାସ୍ତାରେ ଟ୍ରାଫିକ ସମସ୍ୟା ମୁଣ୍ଡବ୍ୟଥା ବଢାଉଛି। ସକାଳ ୮ଟାରୁ ରାତି ୮ଟା ପର୍ଯ୍ୟନ୍ତ ରାସ୍ତା…

ନିର୍ମଳା ସୀତାରମଣଙ୍କ ବିରୋଧରେ ମାମଲା: କୋର୍ଟ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮।୯: ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ବେଙ୍ଗାଲୁରୁର ସ୍ବତନ୍ତ୍ର ପ୍ରତିନିଧୀ କୋର୍ଟ ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜନାଧିକାର ସଂଘର୍ଷ ପରିଷଦ (ଜେଏସପି) ସହ-ଅଧ୍ୟକ୍ଷ…

ରୋହିତ ଶର୍ମାଙ୍କ ଗୋଟିଏ ନିଷ୍ପତ୍ତିରେ ବଦଳିଗଲା ୬୦ ବର୍ଷର ଇତିହାସ

କାନପୁର,୨୮।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୨୭ରେ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଆରମ୍ଭ ହୋଇଛି। ବର୍ଷା ହେତୁ ପ୍ରଥମ ଦିନ ବିଳମ୍ବରେ ଆରମ୍ଭ ହୋଇଥିଲା, ତେଣୁ କେବଳ ୩୫ ଓଭର ଖେଳାଯାଇପାରିବ, ଯେଉଁଥିରେ ବାଂଲାଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri