ଖସିଲା ଶେୟାର ବଜାର
ନୂଆଦିଲ୍ଲୀ,୨୮।୯: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର…
ଅନ୍ୟ ଜାତିରେ ବିବାହ କରିଥିବାରୁ କେହି ଛୁଇଁଲେନି, ୧୨ ଘଣ୍ଟା ପଡ଼ିରହିଲା ମୃତଦେହ
ଅମରପାଲି,୨୮ା୯(ପୀତାମ୍ବର ସାହୁ): ଅନ୍ୟ ଜାତିରେ ବିବାହ କରିଥିଲେ ବୋଲି ମୃତ୍ୟୁ ପରେ କେହି ବି ଛୁଇଁଲେନି ମୃତଦେହ। ନୀରବଦ୍ରଷ୍ଟା ସାଜିଲେ ଜ୍ଞାତିକୁଟୁମ୍ବ ବନ୍ଧୁ ବାନ୍ଧବ ଓ ଗ୍ରାମବାସୀ। ଶେଷରେ ସାମାଜିକ ସଙ୍ଗଠନର ସ୍ବେଚ୍ଛାସେବୀମାନେ ଆସି ମୃତଦେହ ଅନ୍ତିମ ସଂସ୍କାର କରିଛନ୍ତି। ଏଭଳି…
ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ
ଭୁବନେଶ୍ୱର,୨୮।୯: ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପିଲାମାନଙ୍କ ପାଇଁ ପୋଷଣକୁ ପ୍ରୋତ୍ସାହିତ କରିବା ଦିଗରେ ଏହି ଅଭିଯାନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ସେହିଭଳି ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ମାଧ୍ୟମରେ ‘ପ୍ରୋଜେକ୍ଟ ନନ୍ଦଘର’ ଅଭିଯାନର…
ଏଲ୍ ଆଣ୍ଡ ଇଏମ୍ ସହ ଆମାଜନ୍ର ବୁଝାମଣା
ଭୁବନେଶ୍ୱର,୨୮।୯: ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ (ଏଲ୍ ଆଣ୍ଡ ଇଏମ୍) ଏବଂ ଆମାଜନ୍ ଇଣ୍ଡିଆ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ପ୍ଲାଟ୍ଫର୍ମ (ଆମାଜନ୍) ନ୍ୟାଶନାଲ କ୍ୟାରିୟର ସର୍ଭିସ୍ (ଏନ୍ସିଏସ୍) ପୋର୍ଟଲକୁ ଉପଯୋଗ କରିବା ଲାଗି ଏଲ୍ ଆଣ୍ଡ…
ଏମାନଙ୍କ ଆକାଉଣ୍ଟକୁ ଆସିବ ନାହିଁ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରାଇ ନିଅନ୍ତୁ ଏହି ୨ କାମ
ନୂଆଦିଲ୍ଳୀ,୨୮।୯: ଭାରତ ସରକାର ଦେଶର କୃଷକମାନଙ୍କ ପାଇଁ ଅନେକ ଯୋଜନା ଚଳାନ୍ତି। ଏହି ଯୋଜନାଗୁଡିକରୁ କୃଷକମାନେ ସିଧାସଳଖ ଉପକୃତ ହୁଅନ୍ତି। ଆଜି ବି ଭାରତରେ ଅନେକ କୃଷକ ଅଛନ୍ତି, ଯାହାର ଆର୍ଥିକ ଅବସ୍ଥା ଅତ୍ୟନ୍ତ ଶକ୍ତିଶାଳୀ ନୁହେଁ। ଏହି କୃଷକମାନଙ୍କୁ ଭାରତ…
ଏନ୍ଭିସିଏଲ୍ର ନୁଭୋ ମାସୋନ ଶୁଭାରମ୍ଭ
ଭୁବନେଶ୍ୱର,୨୮।୯: ନୁଭୋକୋ ଭିସ୍ତାସ କର୍ପୋରେଶନ ଲିମିଟେଡ୍ (ଏନ୍ଭିସିଏଲ୍)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ନୁଭୋ ମାସୋନ’ର ଶୁଭାରମ୍ଭ ପଶ୍ଚିମବଙ୍ଗର ପାନାଗଡ଼ଠାରେ ହୋଇଯାଇଛି। ଏପରିକି କମ୍ପାନୀର କର୍ପୋରେଟ ସୋସିଆଲ ରେସ୍ପନ୍ସବିଲିଟି (ସିଏସ୍ଆର୍) କାର୍ଯ୍ୟକ୍ରମ ଅଧୀନରେ ଏହି ପଦକ୍ଷେପ ଆରମ୍ଭ କରାଯାଇଛି। ବିଶେଷ କରି ଅଣସଂଗଠିତ ରାଜମିସ୍ତ୍ରି…
ଚାଉଳ କେ.ଜି.୧୦ ହଜାର ଟଙ୍କା
ଟୋକିଓ: ଭାରତୀୟମାନଙ୍କର ଦୈନନ୍ଦିନ ଖାଦ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଭାବେ ଚାଉଳକୁ ଧରାଯାଇଥାଏ। ବଜାରରେ ବିଭିନ୍ନ ମୂଲ୍ୟର ଚାଉଳ ଉପଲବ୍ଧ ରହିଥାଏ। ସେଠାରୁ ସାଧାରଣତଃ ଲୋକମାନେ ସେମାନଙ୍କର ବଜେଟ ଏବଂ ଆବଶ୍ୟକତା ଅନୁଯାୟୀ ଚାଉଳ କିଣିଥାନ୍ତି। ଭାରତରେ ସାଧାରଣତଃ ଭଲ ଏବଂ ପ୍ରିମିୟମ୍…
ତିରୁପତି ଗସ୍ତ ବାତିଲକୁ ନେଇ ଚନ୍ଦ୍ରବାବୁ-ଜଗନ ମୁହଁାମୁହିଁ
ଅମରାବତୀ,୨୮ା୯(ପି.ଟି.): ଓ୍ବାଇଏସ୍ଆର୍ସିପି ମୁଖ୍ୟ ଓ୍ବାଇ.ଏସ୍. ଜଗନମୋହନ ରେଡ୍ଡୀଙ୍କୁ ନିଜ ଧର୍ମ ଷୋଷଣା କରିବାକୁ କୁହାଯିବାରୁ ସେ ତାଙ୍କର ତିରୁପତି ଭେଙ୍କଟେଶ୍ୱର ମନ୍ଦିର ଗସ୍ତ କାର୍ଯ୍ୟକ୍ରମକୁ ଶୁକ୍ରବାର ବାତିଲ କରିଥିଲେ। ସେ ଟିଡିପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମନ୍ଦିର ଦର୍ଶନରେ ରାଜନୈତିକ…
ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍ଙ୍କ ପରଲୋକ
ଲଣ୍ଡନ,୨୮ା୯: ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍ଙ୍କର ଶୁକ୍ରବାର ସକାଳେ ଲଣ୍ଡନର ଏକ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ହାରି ପୋଟ୍ଟର ଫିଲ୍ମ ସିରିଜ୍ରେ ସେ ପ୍ରଫେସର ମାକ୍ଗୋନାଗାଲ ଭୂମିକାରେ ଅଭିନୟ କରିଥିଲେ। ‘ଦି ପ୍ରାଇମ୍ ଅଫ୍…
ବନ୍ୟା ପ୍ରଭାବ
ଏକ ଆଶ୍ଚର୍ଯ୍ୟଜନକ ପଦକ୍ଷେପ କ୍ରମେ ପଶ୍ଚିମବଙ୍ଗର ଶକ୍ତି ସଚିବ ଶାନ୍ତନୁ ବସୁ ଦାମୋଦର ଉପତ୍ୟକା ନିଗମ (ଡିଭିସି) ବୋର୍ଡ ପଦବୀରୁ ଇସ୍ତଫା ଦେଇଥିବା ଇମେଲ୍ରେ ଘୋଷଣା କରିଛନ୍ତି। ଡିଭିସିର ଡ୍ୟାମ୍ ସିଷ୍ଟମରୁ ଅନିୟନ୍ତ୍ରିତ ଭାବେ ପାଣି ଛଡ଼ାଯିବା ଘଟଣା ସହ ତାଙ୍କ…
ମ୍ୟୁନିସିପାଲିଟି କମିଶନରଙ୍କ କାର୍ଯ୍ୟାଳୟରେ ଅଧିକାରୀଙ୍କ ଶ୍ରାଦ୍ଧ ଦେଲେ ଭାଜପା କାଉନସିଲର: ଜାଣନ୍ତୁ କାହିଁକି
ମେରୁଟ,୨୮।୯: ମେରୁଟ ମ୍ୟୁନିସିପାଲିଟି କର୍ପୋରେସନ ସର୍ବଦା ଜନସାଧାରଣ ଏବଂ କାଉନସିଲରଙ୍କ ଟାର୍ଗେଟ ରହିଆସିଛି। କାଉନସିଲରମାନେ ଅଧିକାଂଶ ସମୟ ବିଭିନ୍ନ ସମସ୍ୟାକୁ ନେଇ ଘେରାଓ ଏବଂ ବିରୋଧ ପ୍ରଦର୍ଶନ କରିଥାନ୍ତି। ମ୍ୟୁନିସିପାଲ କର୍ପୋରେସନ ଅଧିକାରୀଙ୍କ ମନୋଭାବ ଏବଂ ଜନ ସମସ୍ୟାର ସମାଧାନ ନ…
ପାର୍ବଣରେ ଗଡ଼ିବ ୬ ହଜାର ସ୍ବତନ୍ତ୍ର ଟ୍ରେନ୍
ନୂଆଦିଲ୍ଲୀ, ୨୮।୯: ପାର୍ବଣ ଋତୁ ପାଖେଇ ଆସୁଥିବାରୁ ରେଲଓ୍ବେ ଦେଶବ୍ୟାପୀ ୬ ହଜାର ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛି। ଏହାଦ୍ୱାରା ପ୍ରାୟ ୧ କୋଟି ଯାତ୍ରୀ ଉପକୃତ ହେବେ ବୋଲି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…
Archives


