ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ ଅଳିଆ ଆବର୍ଜନା ଉଠି ପାରୁନାହିଁ। ଏନେଇ କର୍ତ୍ତୃପକ୍ଷଙ୍କୁ ଅଞ୍ଚଳବାସୀ ଅନେକ ଥର ଅଭିଯୋଗ…
ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା
ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ ପୁରସ୍କାର ମିଳେ, ତେବେ ଖୁସି ଆହୁରି ବଢ଼ିଯାଏ। ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ…
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…
ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ ଆସି ପ୍ରାର୍ଥୀମାନେ ନାମାଙ୍କନ ଭରିଛନ୍ତି। ଏହି ସମୟରେ ଢୋଲ ନିଶାନ ତ କେଉଁଠି…
ହଠାତ୍ ଅନ୍ତର୍ଜାତୀୟ କ୍ରିକେଟ୍କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍ ଜିତ ରାଭାଲ ପେସାଦାର କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍ ନିଜ କ୍ୟାରିୟର ଓ ଉପଲବ୍ଧିକୁ ନେଇ ସନ୍ତୁଷ୍ଟ ଥିବା କହି ଏହି ନିଷ୍ପତ୍ତି ନେଇଛନ୍ତି। ଗୁଜରାଟରେ ଜନ୍ମ ହୋଇଥିବା…
୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍ଦାର ଲଢ଼େଇ
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…
ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍କା
ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଶାନ୍ତି ଓ ଅନ୍ତର୍ଜାତୀୟ ଆଇନକୁ ପ୍ରୋତ୍ସାହିତ କରିବାରେ ତାଙ୍କ…
ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ
ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍ଷ୍ଟାଗ୍ରାମ ଷ୍ଟୋରିରେ ‘ବୁରାଇ ଖତମ ହୋ ଗଇ’ ବୋଲି ଲେଖିଥିବା ପୋଷ୍ଟକୁ ନେଇ ଅନେକ…
ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ
ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି । ଏହି ଶବ୍ଦ ପ୍ରୟୋଗକୁ ଭାରତର ବୈଦେଶିକ ମନ୍ତ୍ରଣାଳୟ ‘ଅତ୍ୟନ୍ତ ଅପମାନଜନକ’ ଏବଂ…
ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ
ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟା ୩୦ରୁ କଲେଜ ବନ୍ଦ ରହିବ ବୋଲି…
ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି ଗଠନ ହେବା ପରେ ବ୍ଲକର ୫ଟି ପଞ୍ଚାୟତ ଏଥିରେ ସାମିଲ ହୋଇଥିଲା। ପୂର୍ବତନ…
କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….
ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ୟାବିନେଟ୍ ବୈଠକ ପରେ ଏହି ଘୋଷଣା କରିଛନ୍ତି ।…
ଓଲଟିଲା ବସ୍: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…
ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ ଓ ଦୁର୍ଘଟଣାରେ ପ୍ରାୟ ୧୪ ଜଣ…

