Home

ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ: ଭୋଟଗ୍ରହଣ ଆରମ୍ଭ

ପୁଣେ,୨୦।୧୨:ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ସକାଳୁ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନେକ ହେଭିଓ୍ବେଟ୍‌ ନେତା ସକାଳୁ ଭୋଟଦାନ କରିଛନ୍ତି। ଏନସିପି (ଏସପି) ସୁପ୍ରିମୋ ଶରଦ ପାୱାର, ଶିବସେନା ନେତା ତଥା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଶିବସେନା (ୟୁବିଟି) ମୁଖ୍ୟ…

୨୫ରେ ବିଧାନସଭା ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୦ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୬ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ଭାଜପା ସରକାର ଆସିବା ପରେ ଏହା ଦ୍ୱିତୀୟ ବିଧାନସଭା ଅଧିବେଶନ। ଚଳିତ ଅଧିବେଶରେ ଭାଜପା ସରକାର ପ୍ରଥମ ଅତିରିକ୍ତ ଚିଠା ବଜେଟ ଆଗତ କରିବେ।…

ବଢ଼ିଲା ଯୁକ୍ତ୨ ପରୀକ୍ଷା ପଞ୍ଜୀକରଣ ଅବଧି

ଭୁବନେଶ୍ୱର,୨୦/୧୧ (ଅନୁରାଧା ମହାରଣା):ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ…

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…

‘ଏଲ୍‌ଆଇସି ଓ୍ବେବ୍‌ସାଇଟ୍‌ରେ ହିନ୍ଦୀ ବ୍ୟବହାର ଭାଷାଗତ ସ୍ବେଚ୍ଛାଚାରିତା’

ଚେନ୍ନାଇ,୨୦ା୧୧(ପି.ଟି.):ଭାରତର ଜୀବନ ବୀମା ନିଗମ (ଏଲ୍‌ଆଇସି) ଓ୍ବେବ୍‌ସାଇଟ୍‌ରେ ହିନ୍ଦୀ ଭାଷା ବ୍ୟବହାରକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ମଙ୍ଗଳବାର କଡ଼ା ସମାଲୋଚନା କରିଛନ୍ତି। ଏହା କେନ୍ଦ୍ରର ଭାଷାଗତ ସ୍ବେଚ୍ଛାଚାରିତା ବୋଲି ଷ୍ଟାଲିନ୍‌ କହିବା ସହ ଜବରଦସ୍ତ ହିନ୍ଦୀ ଭାଷାକୁ ଲଦିଦେବା ପାଇଁ…

ଦାରିଦ୍ର୍ୟ: ୨୦ ହଜାରରେ ଶିଶୁକନ୍ୟା ବିକ୍ରି

ରାୟଗଡ଼ା/ଜେକେପୁର,୨୦।୧୧ (ଆଶିଷ ରଞ୍ଜନ ପଣ୍ଡା/ରାଜେଶ ବିଶ୍ୱାଳ):ଦାରିଦ୍ର୍ୟ ଯୋଗୁ ମାତ୍ର ୨୦ ହଜାର ଟଙ୍କାରେ ନିଜର ନବଜାତ ଶିଶୁକନ୍ୟାକୁ ବିକ୍ରିକଲେ ମା’ବାପା। ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡ଼ା ବସ୍ତିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆନ୍ଧ୍ରପ୍ରଦେଶ ମାନ୍ୟମ ଜିଲା…

ଅର୍ଥନୀତିରେ ହାତୀ

ଓଡ଼ିଶାରେ ହାତୀ ସଂଖ୍ୟା ବୃଦ୍ଧି ଉପରେ ଅଲ୍‌ ଓଡ଼ିଶା ଏଲିଫ୍ୟାଣ୍ଟ ସେନ୍‌ସସ୍‌ର ୨୦୨୪ ରିପୋର୍ଟକୁ ନେଇ ସମସ୍ତେ ଖୁସି ହେଉଥିବାବେଳେ ନିୟମିତ ବ୍ୟବଧାନରେ ଘଟୁଥିବା ହାତୀ ମୃତ୍ୟୁ ସେମାନଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କଲାଣି। ଘଟଣାକ୍ରମେ ୧୭ ନଭେମ୍ବର ବିଳମ୍ବିତ…

ବାନ୍ଧବୀ ପାଇଁ ୩୦୦ କି.ମି. ଗଲା ବାଘ

ହାଇଦ୍ରାବାଦ,୨୦ା୧୧:ଏକ ବାଘୁଣୀର ସନ୍ଧାନରେ ମହାରାଷ୍ଟ୍ରର ଟିପେଶ୍ୱର ବନ୍ୟପ୍ରାଣୀ ଅଭୟାରଣ୍ୟରେ ରହୁଥିବା ବାଘ ‘ଜନି’ ୩୦୦ କିଲୋମିଟର ଅତିକ୍ରମ କରି ତେଲଙ୍ଗାନାର ନିର୍ମଳ ଜିଲାସ୍ଥିତ କଓ୍ବଲ ଟାଇଗର ରିଜର୍ଭ ନିକଟରେ ପହଞ୍ଚିଛି। ନିଜର ଏହି ଯାତ୍ରାରେ ଜନି ବିଭିନ୍ନ ଜଙ୍ଗଲ ଏବଂ କ୍ଷେତ…

ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼,୨୦ା୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ କଲାପାଣି ମାର୍କେଟ୍‌ ୟାର୍ଡ (ମଣ୍ଡି)ରେ ପୂର୍ବାହ୍ନ ୧୦ଟାରେ…

ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ ଚାଉଳ ସ’ ମିଲ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ୮ଲକ୍ଷ ୩୦ହଜାର ଟଙ୍କା ଲୁଟି…

ପର୍ଥରେ ହଠାତ୍‌ ଏ କ’ଣ ହେଲା? ଦୌଡ଼ି ଦୌଡ଼ି ନେଟ୍ସରୁ ପଳାଇଲେ କୋହଲି, ରୋକିବାକୁ ପଡ଼ିଲା…

ପର୍ଥ,୧୯।୧୧: ଦିନ କେଇଟା ପରେ ବର୍ଡର-ଗାଭାସ୍କର ଟ୍ରଫି। ନଭେମ୍ବର ୨୨ରୁ ଜାନୁଆରୀ ୭ ଯାଏ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହାର ପ୍ରଥମ ମୁକାବିଲା ଲାଗି ଟିମ୍‌ ଇଣ୍ଡିଆର ଖେଳାଳିମାନେ ଅପ୍ଟସ ଷ୍ଟାଡିୟମରେ ଅଭ୍ୟାସ କରିଛନ୍ତି।…

୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ। ଏଭଳି ଏକ ଅଭାବନୀୟ ଘଟଣା କଟକ ଜିଲା ଚୌଦ୍ୱାର ପୌରପାଳିକା ୮ନଂ. ୱାର୍ଡ ବ୍ୟାଘ୍ରବାହିନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri