ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି।…
ଝାଡ଼ଖଣ୍ଡରେ କଡ଼ା ଟକ୍କର: ଆଗ-ପଛ ହେଉଛନ୍ତି ଇଣ୍ଡିଆ-ଏନ୍ଡିଏ ମେଣ୍ଟ
ରାଞ୍ଚି,୨୩।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ଏବଂ ଏନ୍ଡିଏ ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଏବେ ପୁଣି ରାଜ୍ୟରେ ୩୮ଟି ଆସନରେ ଭାଜପା ମିଳିତ ମେଣ୍ଟ ଆଗରେ ରହିଛି। ଜେଏମଏମ…
ବଡ଼ ଘୋଷଣା: ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୧୧: ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍ରିଟିଜ୍(ଏଆଇଏଏମ୍) ଶୁକ୍ରବାର ଉଦ୍ଘାଟିତ ହୋଇଛି। ଏହି ସଂଗଠନର ଉଦ୍ଦେଶ୍ୟ ଭାରତୀୟ-ଆମେରିକାରେ ପ୍ରବାସୀଙ୍କ ମଧ୍ୟରେ ସଂଖ୍ୟାଲଘୁଙ୍କୁ ଏକତ୍ର…
ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର
ଭୁବନେଶ୍ୱର, ୨୩ା୧୧(ସୁନିତ୍ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏବଂ କର୍ପୋରେଟ୍ ସ୍ବାର୍ଥ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ସମଗ୍ର ବିଶ୍ୱରେ ଏହି ଘଟଣା…
ଖେଳକୁ ବୁଝନ୍ତୁ ଲୋକେ:ରାହୁଲ
ନୂଆଦିଲ୍ଲୀ,୨୩ା୧୧:ସୌର ଶକ୍ତି ଠିକା ପାଇଁ ଭାରତୀୟ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଓ ନିବେଶକଙ୍କୁ ଠକେଇ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରୁ ଗିରଫ ପରଓ୍ବାନା ଜାରି ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦୁର୍ନୀତିର ଏହି…
Maharashtra Election Result Live: ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ଆଗରେ
ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଗଣନା ଚାଲିଛି। ସକାଳ ୮ଟାରୁ ଗଣତି କାର୍ଯ୍ୟ ଆରମ୍ଭ ହୋଇଛି। ପୋଷ୍ଟାଲ ବାଲଟ ଗଣତିରେ ମହାୟୁତି ମେଣ୍ଟ ଆଗରେ ରହିଛି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ପାଇଁ ଗତ ୨୦…
ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ
ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଦ୍ୱାରା ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ ରଖାଯାଇଛି।…
ଯୁକ୍ତ ୨ ପରୀକ୍ଷା: ଶହେରୁ ଏତିକି ରଖିଲେ ପାସ୍
ଭୁବନେଶ୍ୱର,୨୩ା୧୧(ସୁଚିସ୍ମିତା ସାହୁ):ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ସରଳ ହେଲା ପରୀକ୍ଷା। ପିଲାଙ୍କ ଉପରୁ ପରୀକ୍ଷା ଚାପ କମାଇବା ଓ ସେମାନଙ୍କ ମନରେ ପରୀକ୍ଷାକୁ ନେଇ ରହିଥିବା ଭୟ ଦୂର ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…
ଇଣ୍ଡିଆନ୍ ରକ୍ ବ୍ୟାଣ୍ଡ ‘ଅଗ୍ନି’
ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…
ଶୀତରେ ଥରୁଛି ଦାରିଙ୍ଗବାଡି: ଘରୁ ବାହାରିବା ମୁସ୍କିଲ
ଦାରିଙ୍ଗବାଡି, ୨୩ ।୧୧(ଅରୁଣ ସାହୁ):ସମଗ୍ର କନ୍ଧମାଳ ଜିଲାରେ ଏବେ ଅସହ୍ୟ ଜାଡ଼ ଅନୁଭୂତ ହେଉଛି। ଜିଲାର ଦାରିଙ୍ଗବାଡି ବ୍ଲକ ରେ ମଧ୍ୟ ଏହାର ଅଧିକା ପ୍ରଭାବ ଦେଖିବାକୁ ମିଳୁଛି। ତାପମାତ୍ରା ଦିନକୁ ଦିନ ତଳ ମୁହାଁ ହେଉଥିବା ବେଳେ ୧୦ ଡିଗ୍ରୀ…
ବିଦ୍ୟୁତ୍ ଆଘାତରେ ୬ ବର୍ଷରେ ୯୬ ହାତୀଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୩ା୧୧ (ବନ୍ଦନା ସେଠୀ):ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ବଢି ଚାଲିଥିବାବେଳେ ପ୍ରତି ସପ୍ତାହରେ ବିଭିନ୍ନ ସ୍ଥାନରୁ ହାତୀ ମୃତ୍ୟୁ ଓ ଅସୁସ୍ଥ ଖବର ମିଳୁଛି। କେତେବେଳେ ଶିକାରୀଙ୍କ ଗୁଳି ତ ଆଉ କେତେବେଳେ ଟ୍ରେନ୍ ଦୁର୍ଘଟଣା ଏବଂ ବିଦ୍ୟୁତ୍…
ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି
ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍ଜିକ୍ୟୁଟିଭ୍ମାନେ ନିଜର ଆଦାନୀ ଗ୍ରୁପ୍ ଅଧୀନ ଏକ ଅକ୍ଷୟ ଶକ୍ତି କମ୍ପାନୀକୁ ସୌରଶକ୍ତି କଣ୍ଟ୍ରାକ୍ଟ କରାଇଦେବା ପାଇଁ ଓଡ଼ିଶା ସମେତ ୬ ରାଜ୍ୟର ଅଧିକାରୀମାନଙ୍କୁ ୨୬୫…
Archives


