ସଜଡା ହେବାକୁ ଗଲା ‘ମୋ ସାଇକେଲ’
ଭୁବନେଶ୍ୱର, ୨୬/୯ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରର ସାଇକେଲ୍ ଟ୍ରାକ୍ରେ ପୁଣି ଗଡ଼ିବ ‘ମୋ ସାଇକେଲ’। ବର୍ଷାଦିନ ପରେ ପୁଣିଥରେ ମୋ ସାଇକେଲକୁ ନେଇ ଆଗ୍ରହ ଦେଖାଇବେ ସହରବାସୀ। ଏହି ଆଶା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍ (ବିଏସ୍ସିଏଲ୍) ପକ୍ଷରୁ ଯୋଜନା ପ୍ରସ୍ତୁତ…
ନଭେମ୍ବର ୧୬ରେ ସରକାରୀ ଛୁଟି ଘୋଷଣା: ଜାଣନ୍ତୁ କାହିଁକି
କଟକ,୨୬/୯ (କାର୍ତ୍ତିକ ସାହୁ):କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ନଭେମ୍ବର ୧୬କୁ ବିର୍ସା ମୁଣ୍ଡା ଜୟନ୍ତୀ ଉପଲକ୍ଷେ ମୟୂରଭଞ୍ଜ ଜିଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ଏହି ଜିଲା ନିମନ୍ତେ ନଭେମ୍ବର ୧କୁ ଦୀପାବଳି/ କାଳୀପୂଜା ପରଦିନ ପାଇଁ…
କ୍ୱିକ୍ କମର୍ସ ଗ୍ରୋସେରି: ୩୧% ସହରୀ ବ୍ୟବହାରକାରୀ
ନୂଆଦିଲ୍ଲୀ,୨୬ା୯:ଗ୍ରୋସେରି କିଣାକିଣି କ୍ଷେତ୍ରରେ ବର୍ତ୍ତମାନ କ୍ୱିକ୍ କମର୍ସ ଅଭିବୃଦ୍ଧିର ଏକ ଗୁରୁତ୍ୱପୂର୍ଣ୍ଣ ଜରିଆ ପାଲଟିଛି। ୩୧% ଅନ୍ଲାଇନ୍ କ୍ରେତା ଇନ୍ଷ୍ଟାଣ୍ଟ ଡେଲିଭରି ପ୍ଲାଟ୍ଫର୍ମଗୁଡ଼ିକ ଉପରେ ନିର୍ଭର କରୁଥିବାବେଳେ ୩୯% ସେମାନଙ୍କ ଟପ୍-ଅପ୍ ପର୍ଚେଜ୍ ପାଇଁ ବ୍ୟବହାର କରୁଛନ୍ତି। ଡେଟା ଆନାଲିଟିକ୍ ଫାର୍ମ…
ଅବଧି ଶେଷ ହେଲାଣି, ଜାହାଜ ଯେଉଁଠି ସେଇଠି
ପାରାଦୀପ,୨୬ା୯(ଶରତ ରାଉତ):ପାରାଦୀପ ବନ୍ଦରରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍.ଭି. ଦେବୀ ଜାହାଜ ଏବେ ବି ସମୁଦ୍ରର ଆଙ୍କରେଜ ଏରିଆରେ ରହିଛି। ସମ୍ପୃକ୍ତ ଜାହାଜକୁ ଓଡ଼ିଶା ହାଇକୋର୍ଟ ବିକ୍ରି କରିବାକୁ ଅଗଷ୍ଟ ୨୦ରେ ନିର୍ଦ୍ଦେଶ ଦେଇଥିଲେ। ଏହି ଜାହାଜର ମୂଲ୍ୟାଙ୍କନ…
ଷ୍ଟିଲ୍ସିଟିରେ ପୁଣି ଗଣବଳାତ୍କାର: ୧୭ବର୍ଷୀୟା ଯୁବତୀଙ୍କୁ ୫ ଯୁବକ କଲେ ଗଣବଳାତ୍କାର
ରାଉରକେଲା,୨୬।୯(ସଙ୍ଗୀତା ଜେନା):ପ୍ଲାଣ୍ଟସାଇଟ୍ ଥାନା ଅଞ୍ଚଳରେ ରହୁଥିବା ୧୭ ବର୍ଷୀୟା ପୀଡ଼ିତା ଜଣକ ଏକ ପ୍ରତିଷ୍ଠିତ କଲେଜର ଛାତ୍ରୀ। ଗତ ରବିବାର ରାତିରେ ପୀଡ଼ିତା ନିଜର ୨ ଜଣ ସାଙ୍ଗଙ୍କ ସହ ସିଭିଲଟାଉନଶିପ୍ ଅଞ୍ଚଳର ଏକ ହୋଟେଲ ଆଣ୍ଡ ବାର୍କୁ ଯାଇଥିଲେ। ସେଠାରୁ…
ଆଜି ଆସୁଛନ୍ତି ନଡ୍ଡା
ଭୁବନେଶ୍ୱର,୨୬।୯(ସୁନିତ୍ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୩୦ରେ ନଡ୍ଡା ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିବେ। ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର…
ଗୁଣବତ୍ତା ଯାଞ୍ଚରେ ୫୩ ଔଷଧ ଫେଲ୍: ପାରାସିଟାମୋଲ, କ୍ଲାଭମ୍ ୬୨୫, ପାନ୍ ଡି’କୁ ନେଇ ବଢ଼ିଲା ସୁରକ୍ଷା ଚିନ୍ତା
ନୂଆଦିଲ୍ଲୀ,୨୬ା୯:ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ୍ (ସିଡିଏସ୍ସିଓ) ଏହାର ସଦ୍ୟତମ ମାସିକ ଡ୍ରଗ୍ ଆଲର୍ଟ ଲିଷ୍ଟରେ ପାରାସିଟାମୋଲ ସମେତ ୫୩ ଔଷଧକୁ ‘ନଟ୍ ଅଫ୍ ଷ୍ଟାଣ୍ଡାର୍ଡ କ୍ୱାଲିଟି(ଏନ୍ଏସ୍କ୍ୟୁ) ଆଲର୍ଟ’ ଭାବେ ବର୍ଗୀକୃତ କରିଛି। କାରଣ ଯାଞ୍ଚ ବେଳେ ଏହି ୫୩ ଔଷଧ…
ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହିତ କରେ ଗର୍ଭନିରୋଧକ
ପ୍ରତିବର୍ଷ ୨୬ ସେପ୍ଟେମ୍ବରରେ ବିଶ୍ୱ ଗର୍ଭନିରୋଧକ ଦିବସ ପାଳନ କରାଯାଏ। ଗର୍ଭନିରୋଧକ ବିଷୟରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାର ମହତ୍ତ୍ୱ ବୁଝିବା ପାଇଁ ଏହି ଦିନଟି ଉତ୍ସର୍ଗୀକୃତ। ଗର୍ଭନିରୋଧକ ବିଭିନ୍ନ ପଦ୍ଧତିରେ ବ୍ୟବହାର କରାଯାଇଥାଏ। ଯଥା ଗର୍ଭନିରୋଧକ…
ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୨୫।୯(ଅନିଲଦାସ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କଟକ ମହାନଗର ନିଗମ(ସିଏମ୍ସି)ର ଅତିରିକ୍ତ କମିଶନର…
ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ: କ୍ୟାଶିୟର ଗିରଫ, ଏବେ ବି ଫେରାର ଅଛନ୍ତି ୨ ମାଷ୍ଟରମାଇଣ୍ଡ୍
ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ମାମଲାରେ ସ୍ଥାନୀୟ ଟାଉନ୍ ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବୁଧବାର ପୋଲିସ ପୌରପରିଷଦରେ କାର୍ଯ୍ୟରତ କ୍ୟାଶିୟର ଦେବାନନ୍ଦ ରଣାଙ୍କୁ ଗିରଫ କରିଛି। ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ…
ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ
ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି। ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ରେଳ…
ଆଇନମନ୍ତ୍ରୀ ଦେଲେ ବଡ଼ ସୂଚନା, କହିଲେ ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ…
ଭୁବନେଶ୍ୱର,୨୫ା୯: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନରେ ପୁଡ୍ ଅଫିସର ନିଯୁକ୍ତି ହେବେ। ଏହି ଅଫିସର ମହାପ୍ରସାଦ, ଶୁଖିଲା ଭୋଗର ମାନ ଯାଞ୍ଚ କରିବେ। ଏଥିସହିତ ଶ୍ରୀମନ୍ଦିରରେ ବ୍ୟବହୃତ ଭୋଗ ସାମଗ୍ରୀ…
Archives


