ନଦୀକୁ ଗାଧୋଇବାକୁ ଯାଇଥିଲେ, ମାଡ଼ିଆସିଲା ପ୍ରଖର ସ୍ରୋତ: ଆଉ ତା’ପରେ…
ହିଞ୍ଜିଳିକାଟୁ, ୨୫।୯(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ବ୍ରାହ୍ମଣଛାଇ ଗ୍ରାମରେ ବୁଧବାର ଜଣେ ଯୁବକଙ୍କ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୁଳି ପୃଷ୍ଟି (୪୮) । ବିଜୁଳି ବୁଧବାର ସକାଳେ ଗାଧୋଇବା…
ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ
ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଣିହାଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର…
ସୁସ୍ମିତାଙ୍କ ଚିକିତ୍ସାକୁ ନେଇ ବଢ଼ିଲା ଆଶା: ସହାୟତା ପାଇଁ ଆଗେଇ ଆସିଲା ଜିଲା ପ୍ରଶାସନ
ଦାରିଙ୍ଗବାଡି, ୨୪।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗୌଡ଼ ସାହିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ଦୁର୍ଘଟଣାରେ ଦୁଇଟି ଗୋଡ଼ ଭାଙ୍ଗିଯାଇ ଥିବାବେଳେ ତାଙ୍କର ଆହୁରି ଅଧିକା ଚିକିତ୍ସାର ଆବଶ୍ୟକତା ରହିଛି। ତାଙ୍କର ଏଥିପାଇଁ ଆର୍ଥିକ ପରିସ୍ଥିତି ଭଲ ନ…
ଚର୍ଚ୍ଚାରେ ଏହି ଗ୍ରାମ: ପ୍ରତି ଘରେ ଆଇଏଏସ୍, ଆଇପିଏସ୍
ଲକ୍ଷ୍ନୌ:ସମ୍ପ୍ରତି ସରକାରୀ ଚାକିରି ପାଇବା ଅନେକଙ୍କ ପାଇଁ କାଠିକର ହୋଇପଡ଼ିଛି। ଆଇଏଏସ୍ ଏବଂ ଆଇପିଏସ୍ ହେବାକୁ ବହୁ ଛାତ୍ରୀଛାତ୍ର ସ୍ବପ୍ନ ଦେଖୁଥିଲେ ମଧ୍ୟ ପ୍ରତିଯୋଗିତାର ସ୍ତର ଦିନକୁ ଦିନ ବଢ଼ୁଥିବାରୁ ଅଧିକାଂଶ ଛାତ୍ରୀଛାତ୍ର ନିଜର ସ୍ବପ୍ନ ପୂରଣ କରିବାରେ ବିଫଳ ହେଉଛନ୍ତି।…
ୟୁଜର୍ସ ଫି’ କେଳେଙ୍କାରୀରେ ବଡ଼ବଡ଼ିଆଙ୍କ ହାତ: ପୌରାଧ୍ୟକ୍ଷାଙ୍କ ଦାବି ପରେ କାର୍ଯ୍ୟାନୁଷ୍ଠାନ
ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ହଇଚଇ ସୃଷ୍ଟି କରିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି’ ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍ ବହିକୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଛନ୍ତି। ଅସୁଲି ହୋଇଥିବା ୟୁଜର୍ସ ଫି’ର ସମୁଦାୟ ଟଙ୍କାରୁ…
ଖଣି ଅଧିକାରୀଙ୍କୁ ପିଟିଲେ ବାଲି ମାଫିଆ: ଟାଉନ ଥାନାରେ ଏତଲା
କୋରାପୁଟ,୨୫।୯(ଅମିତାଭ ବେହେରା): କୋରାପୁଟରେ ବୁଧବାର ସକାଳୁ କୋରାପୁଟ ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ସମୁଖରେ ନବରଙ୍ଗପୁର ପୁର ଅଂଚଳରୁ ଆସୁଥିବା ବାଲି ବୋଝେଇ ଟିପ୍ସରଗୁଡିକୁ ଖଣି ଅଧିକାରୀ ଓ ଅତରିକ୍ତ ଖଣି ଅଧିକାରୀ ଗାଡିଗୁଡିକୁ ଅଟକାଇ ଯାଞ୍ଚ କରୁଥିବା ଖବର ପାଇ କିଛି…
‘କବଚ ୪.୦’ ଟ୍ରାଏଲ ରନ୍ ଯାଞ୍ଚ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ନୂଆଦିଲ୍ଲୀ,୨୫।୯: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୱାଇ ମାଧୋପୁରରେ ଅଟୋମେଟିକ ଟ୍ରେନ ସୁରକ୍ଷା ସିଷ୍ଟମ କବଚ ୪.୦ର ଟ୍ରାଏଲ ରନ କରିଛନ୍ତି। ସୱାଇ ମାଧୋପୁର ଏବଂ କୋଟା ରେଳ ଷ୍ଟେଶନ ମଧ୍ୟରେ ସ୍ବଦେଶୀ ରେଳ ସୁରକ୍ଷା ବ୍ୟବସ୍ଥା କବଚ ୪.୦ର ମଡେଲ…
ଗାଁରେ ବିଲୁଆ ଆତଙ୍କ: ଲୋକଙ୍କୁ କଲା ଲହୁଲୁହାଣ
ପୋଲସରା,୨୫।୯:ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚାୟତରେ କିଛି ବିଲୁଆଙ୍କ ଉତ୍ପାତ ଦେଖିବାକୁ ମିଳିଛି। ଗାଁରେ ବିଲୁଆ ପଶି ଅନେକ ଲୋକଙ୍କୁ ଆକ୍ରମଣ କରିଛି। ଉକ୍ତ ପଞ୍ଚାୟତର ପ୍ରାଣଦେଇପୁର ଗ୍ରାମର ୭ରୁ ୮ ଲୋକଙ୍କୁ ଆକ୍ରମଣ କରିଛି। ହାତୀଓଟ ଗ୍ରାମର କିଛି ଲୋକଙ୍କୁ…
ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ
ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବୁଧବାର ସକାଳୁ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ଉମରକୋଟ…
ଡିଜିଟାଲ ପରଦା
କଟକରେ ପରିବାର ସହ ଗୋଟିଏ ରେସ୍ତୋରାଁକୁ ରାତ୍ରିଭୋଜନ ପାଇଁ ଯାଇଥିଲି। ଆମ ସମ୍ମୁଖ ଟେବୁଲରେ ଏକ ଦମ୍ପତି ବସିଥାଆନ୍ତି। ସେମାନଙ୍କ ସହିତ ତାଙ୍କର ଛୋଟ ପୁଅଟିଏ ଥାଏ। ବୟସ ଅତି ବେଶି ହେଲେ ତିନି ବର୍ଷ ହେବ। ପତ୍ନୀ ଓ ପତି…
ଅସ୍ପଷ୍ଟ କୂଟନୀତି
ସାମ୍ପ୍ରତିକ ପରିସ୍ଥିତିରେ ରୁଷିଆ-ୟୁକ୍ରେନ୍ ଏବଂ ଇସ୍ରାଏଲ୍-ପାଲେଷ୍ଟାଇନ୍ ଯୁଦ୍ଧ ଲାଗିରହିଥିବା ବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ ଦିନିଆ ଆମେରିକା ଗସ୍ତ ଉପରେ ରାଜନୈତିକ ବିଶେଷଜ୍ଞମାନଙ୍କର ନଜର ରହିଥିଲା। ସେପ୍ଟେମ୍ବର ୨୧ରେ ଡେଲାଓ୍ବେର୍ର ଓ୍ବିଲ୍ମିଂଟନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଦ୍ୱାରା…
ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଶିଶୁ ଜନ୍ମ
ଭୁବନେଶ୍ୱର,୨୫।୯(ଅଭୟ ଦାଶ):ଅଙ୍କୁରା ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍ ନିକଟରେ ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଷ୍ଟୋନ୍ ହାସଲ କରିଛି। ଏପରିକି ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଭାବେ ଲକ୍ ଶିଶୁକୁ ଜନ୍ମ ଲାଭ କରାଇଛି। ବିଶେଷକରି ହସ୍ପିଟାଲର ପ୍ରସୂତି ତଥା ସ୍ତ୍ରୀରୋଗ…
Archives


