Home

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା ଜୀବନହାନି ଓ କ୍ଷୟକ୍ଷତି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା ସୁରକ୍ଷା ଓ ସଚେତନତା ପାଇଁ ନିମ୍ନଲିଖିତ ମୁଖ୍ୟ ନିଷ୍ପତ୍ତିଗୁଡ଼ିକ ନିଆଯାଇଛି। ଜିଲାରେ ବାଲ୍ୟ…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡ଼ିଛି । ଡଙ୍ଗାରେ ଥିବା ୨୧…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ ସମେତ ୩୮୪ ଜଣ ନିଖୋଜ ଥିବା ରିପୋର୍ଟ ହୋଇଛି; ନେପାଳର ପର୍ଯ୍ୟଟନ କର୍ତ୍ତୃପକ୍ଷଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ ୬ ବର୍ଷର ଜଣେ ନାବାଳକଙ୍କ ବୟାନ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା ନିକଟରେ ଅବସ୍ଥିତ ରସୁୱା ଜିଲାରେ ଏକ ଆକସ୍ମିକ ବନ୍ୟା ଆସି ଅନେକ ଗାଁ…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ ପ୍ରାୟ ୩୫-୪୦ ପ୍ରତିଶତ ବୃଦ୍ଧି ଘଟିଛି । ନ୍ୟାସନାଲ୍ ଏଗ୍ କୋ-ଅର୍ଡିନେସନ୍ କମିଟି…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାଙ୍କୀ ଅନ୍ତର୍ଗତ ଡମପଡ଼ା ବ୍ଲକ କଇଁମୁଣ୍ଡି ଗ୍ରାମରେ। ସୂଚନା ଅନୁଯାୟୀ, ପାଥପୁର…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଦରଦାମ୍ ସହ ଜଡ଼ିତ ବିପଦ ନେଇ ଗମ୍ଭୀର ସାବଧାନ ସୂଚନା ଦେଇଛି। RBI…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି। ଗୋହତ୍ୟା ବନ୍ଦ, ଧର୍ମାନ୍ତରୀକରଣ ରୋକିବା ଏବଂ ଗୋ-ଆଧାରିତ କୃଷିକୁ ପ୍ରୋତ୍ସାହନ ଦେବା ନେଇ…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିବାବେଳେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଖରାପ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି ହୋଇଥିବା ସୂଚନା ମିଳିଛି। ତେବେ ପୋଲିସ ଉଭୟ ଗୋଷ୍ଠୀକୁ ନେଇ ସିଂହଦ୍ୱାର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?