Home

ବିରାଟ କୋହଲିଙ୍କ ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୨୩।୯: କ୍ରିକେଟ ଖେଳ ବହୁ ବର୍ଷ ପୁରୁଣା। ସମୟ ସହିତ ଖେଳ କ୍ରମାଗତ ଭାବରେ ନିଜକୁ ଉନ୍ନତ କରିଆସୁଛି। ଆଜିର ବ୍ୟାଟ୍ସମ୍ୟାନଙ୍କ ତୁଳନାରେ ଆଜିର ବ୍ୟାଟ୍ସମ୍ୟାନ୍‌ମାନେ ଭିନ୍ନ। ବ୍ୟାଟ୍ସମ୍ୟାନ୍‌ମାନେ ନିଜକୁ ରକ୍ଷା କରିବା ପାଇଁ ଅନେକ ଉପକରଣ ରଖିଛନ୍ତି। କିନ୍ତୁ ପୂର୍ବରୁ…

ଓସ୍କାର ରେସ୍‌ରେ ‘ଲାପ୍‌ତା ଲେଡିଜ୍‌’

ମୁମ୍ବାଇ,୨୩ା୯: ଓସ୍କାର ରେସ୍‌ରେ ହିନ୍ଦୀ ଫିଲ୍ମ ‘ଲାପ୍‌ତା ଲେଡିଜ୍‌’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍‌ ଏବଂ ଓଟିଟିରେ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଆଉ ଏବେ ୨୯ଟି ଭାରତୀୟ ଫିଲ୍ମକୁ ମାତ୍‌ ଦେଇ ଓସ୍କାରର ପ୍ରଥମ ସୋପାନରେ ପ୍ରବେଶ କରିଛି।…

କୃତ୍ରିମ ରକ୍ତ

ପିଟ୍ସବର୍ଗ ମେଡିକାଲ ୟୁନିଭରସିଟିର ରୋଗୀ ରକ୍ତ ପରିଚାଳନା କାର୍ଯ୍ୟକ୍ରମର ନିର୍ଦ୍ଦେଶକ ଜୋନାଥନ ୱାଟର୍ସ ଗତ ଏକ ଦଶନ୍ଧି ମଧ୍ୟରେ ଏହାକୁ ବ୍ୟବହାର କରି ଅନେକ ରୋଗୀଙ୍କ ଜୀବନ ରକ୍ଷାକରି ହେମୋପିଓର୍‌ର ଉପଯୋଗିତାର ପ୍ରମାଣ କରିଛନ୍ତି। ତଥାପି ଅଧ୍ୟୟନ ସୂଚାଇ ଦେଇଛି ଯେ,…

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ, ରଣନୈତିକ ଏବଂ ଅର୍ଥନୈତିକ ସମ୍ପର୍କ ବିଶ୍ୱର ବିଭିନ୍ନ ଦେଶ ସହିତ ନୂଆ ଶିଖରରେ ପହଞ୍ଚିବା…

ସେଲ୍‌ଫି ନେଉଛନ୍ତି କି? ସାବଧାନ! ଖାଲି ହୋଇଯିବ ଆକାଉଣ୍ଟ, ଜାଣନ୍ତୁ କେମିତି…

ସାଇବର ଠକେଇର ନୂଆନୂଆ ମାମଲା ପ୍ରତିଦିନ ସାମ୍ନାକୁ ଆସୁଛି। ଏପରିକି ଲୋକଙ୍କ ଆଜୀବନ ରୋଜଗାର ମଧ୍ୟ ଲୁଟ୍‌ ହେଉଛି। ସାଇବର ଅପରାଧୀମାନେ ନୂଆ ଫର୍ମୂଲା ପକାଇ ଆକାଉଣ୍ଟ ଖାଲି କରିଦେଉଛନ୍ତି। ଆଜିକାଲି ସେଲ୍‌ଫି ନେବା ସାଧାରଣ କଥା ପାଲଟିଛି। ସମସ୍ତେ ନିଜର…

ଘୃଣା ଦ୍ୱାରା କେହି ଉପକୃତ ହୁଅନ୍ତି ନାହିଁ, କାହିଁକି ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୨୩ା୯: କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀରର ସୁରନକୋଟରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ରାହୁଲ କହିଛନ୍ତି, ବର୍ତ୍ତମାନ ପୂର୍ବ ନରେନ୍ଦ୍ର ଆଉ ନାହାନ୍ତି।…

ଲେବାନନରେ ଫୁଟିଲା ପେଜର ବୋମା, ଭାରତରେ ବଢିଲା ସୁନାର ଦାମ!

ନୂଆଦିଲ୍ଲୀ,୨୩।୯: ପୁଣିଥରେ ସୁନା ଦର ବୃଦ୍ଧି ଭାରତରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଭାରତରେ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ୧୦ ଗ୍ରାମ ପିଛା ୭୬,୦୦୦ ରୁ ଅଧିକ ହୋଇଛି। ଦିଲ୍ଲୀ, ଜୟପୁର, ଲକ୍ଷ୍ନୌ ଏବଂ ଚଣ୍ଡିଗଡ଼ ଭଳି…

ମୋବାଇଲରେ ଏମିତି ଭିଡିଓ ମିଳିଲେ ଏବେ ସିଧା ଯିବେ ଜେଲ, ସିଜେଆଇଙ୍କ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୯: ଯଦି ଆପଣଙ୍କ ଫୋନରେ ଶିଶୁ ଅଶ୍ଳୀଳତା ବା ଚାଇଲ୍ଡ ପର୍ନୋଗ୍ରାଫି ସମ୍ବନ୍ଧୀୟ ଭିଡିଓ ମିଳୁଛି, ତେବେ ଆପଣ ବଡ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯଦି ଏପରି ଭିଡିଓ ମିଳୁଛି, ତେବେ ଯୌନ ଅପରାଧ ଆଇନ (POCSO) ରୁ ଶିଶୁଙ୍କ ସୁରକ୍ଷା…

ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ

ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି ଆଡକୁ ଗତି କରୁଥିବା ଦେଶ ଥରେ ଏହାର ସୁରକ୍ଷା ସମ୍ପର୍କରେ ଟ୍ରେଜେରୀ ଖୋଲିଛି। ୨୦୨୪ର…

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟର ନବ ନିର୍ମାଣ କରାଯାଇଥିବା ମୁଖ୍ୟ ଫାଟକ ଓ ମିଶନଶକ୍ତି କାଫେର ଶୁଭ ଉଦ୍‌ଘାଟନ…

ଉପାଦେୟ ଅଶୋକ ପୁଷ୍ପ

ରାମାୟଣରେ ବର୍ଣ୍ଣିତ ହୋଇଛି ଯେ, ରାବଣ ସୀତାଙ୍କୁ ଚୋରାଇ ନେଇ ଲଙ୍କାର ଅଶୋକ ବନରେ ବନ୍ଦୀ କରି ରଖିଥିଲା। ଅଶୋକ ବୃକ୍ଷ ମୂଳରେ ବସି ସୀତା ରାମଙ୍କ କଥା ଭାବି ଭାବି ଦୁଃଖରେ କାଳ କାଟୁଥିଲେ। ଅଶୋକ ବୃକ୍ଷ ସୀତାଙ୍କୁ ଛାଇ…

ନିୟମିତ ଦହି ଖାଉଥିଲେ…

ଦହି ପ୍ରାକୃତିକ ଭାବେ ହେଉଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ଉପଯୋଗୀ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ଏହା ବଢ଼ାଇଥାଏ। ପ୍ରାୟ ୭୦ ପ୍ରତିଶତ ଶକ୍ତି ଆମେ ଦହିରୁ ହିଁ ପାଇଥାଉ। ଦହିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri