Home

ଆଜି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବେ ଆତିଶୀ

ନୂଆଦିଲ୍ଲୀ,୨୩।୯: ଦୁଇ ଦିନ ପୂର୍ବେ ବରିଷ୍ଠ ଆମ ଆଦମୀ ପାର୍ଟିର ନେତା ଆତିଶୀ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେ ଦିଲ୍ଲୀ ସଚିବାଳୟରେ ପହଞ୍ଚି ସୋମବାର ମଧ୍ୟାହ୍ନ ୧୨ ଟାରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ…

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଦସାନାୟକେ କହିଛନ୍ତି ଯେ ଆମେ ଆଞ୍ଚଳିକ ସହଯୋଗ ବୃଦ୍ଧି ଉପରେ କାର୍ଯ୍ୟ…

ସିସୋଡିଆଙ୍କ ବଡ ବୟାନ, କେଜରିଓ୍ବାଲଙ୍କ ସହ ମୋର ସମ୍ପର୍କ ରାମ ଲକ୍ଷ୍ମଣ ପରି

ନୂଆଦିଲ୍ଲୀ,୨୩।୯: ବରିଷ୍ଠ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆ ରବିବାର ଦଳର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସହ ଥିବା ସମ୍ପର୍କକୁ ପ୍ରଭୁ ରାମ ଏବଂ ଲକ୍ଷ୍ମଣଙ୍କ ପରି ବୋଲି ବର୍ଣ୍ଣନା କରିଛନ୍ତି। ସେ ମଧ୍ୟ ଭାଜପାକୁ ଟାର୍ଗେଟ କରି…

୫୦ କୋଟିର କାରବାର ଆକଳନ

ଭୁବନେଶ୍ୱର,୨୩।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୟପୁରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ରଗ୍‌ ଉତ୍ସବ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି ଭାରତର ହସ୍ତତନ୍ତ ଉପତ୍ାଦନ କରୁଥିବା ଏବଂ ସମୃଦ୍ଧ ବୟନ ଐତିହ୍ୟର ସ୍ଥଳୀ ଜୟପୁରର ବହୁ…

୭% ହାରରେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ଆଶା

ଭୁବନେଶ୍ୱର,୨୩।୯ (ଅନୁରାଧା ମହାରଣା): ଭାରତର ଅର୍ଥନୀତି ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଗତ ୨୦୨୩-୨୪ ଆର୍ଥିକ ବର୍ଷରେ ଭାରତୀୟ ଅର୍ଥନୀତି ୮.୨ ପ୍ରତିଶତ ହାରରେ ବୃଦ୍ଧି ପାଇଥିବାବେଳେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ନେଇ ବିଭିନ୍ନ ଗବେଷଣାକାରୀ ସଂସ୍ଥା ତଥା ଅର୍ଥନୀତିଜ୍ଞ…

ପ୍ରଯୁକ୍ତି ସହାୟତାରେ ସଶକ୍ତୀକରଣ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ମସାଇ ସ୍କୁଲ ସମଗ୍ର ଭାରତ ବର୍ଷରେ ଏକ ନୂଆ ସମ୍ଭାବନା ସୃଷ୍ଟି କରିଛି। ଏପରିକି ଖୁବ୍‌ କମ୍‌ ଦିନ ମଧ୍ୟରେ ସ୍କୁଲ ୫୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ପ୍ରଯୁକ୍ତି ସହାୟତାରେ ସଶକ୍ତୀକରଣ କରାଇବା ସହିତ ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

କୋଲକାତାରେ ସେମିକଣ୍ଡକ୍ଟର ପ୍ଲାଣ୍ଟ କରିବ ଆମେରିକା

ନୂଆଦିଲ୍ଲୀ,୨୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଶନିବାର ରାତିରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନାରେ ଏମ୍‌କ୍ୟୁ-୯ବି ଡ୍ରୋନ୍‌, ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ ସମେତ ବିଭିନ୍ନ ପ୍ରସଙ୍ଗ ସ୍ଥାନ ପାଇଥିଲା। ଆସନ୍ତା ଫେବୃଆରୀରେ ଆମେରିକା ୩୧ଟି ଏମ୍‌କ୍ୟୁ-୯ବି ପ୍ରିଡେଟର…

୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍‌’ ଫିଲ୍ମରେ ନଜରକୁ ଆସିଥିଲେ। ତେବେ ୬ ବର୍ଷ ପରେ ପୁଣିଥରେ ଏକ ବଡ଼ ପ୍ରୋଜେକ୍ଟରେ ଉଭୟଙ୍କୁ ଏକାଠି ଅଭିନୟ…

ନେଟ୍‌ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଲଂଘନ, ବର୍ଣ୍ଣବୈଷମ୍ୟ ଅଭିଯୋଗ

ନୂଆଦିଲ୍ଲୀ,୨୩ା୯: ନେଟ୍‌ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଳଂଘନ ଓ ବର୍ଣ୍ଣବୈଷମ୍ୟ ଅଭିଯୋଗ ଆସିବା ପରେ ଏହି ଆମେରିକୀୟ ଷ୍ଟ୍ରିମିଂ ଜାଏଣ୍ଟର ବ୍ୟବସାୟିକ କାର୍ଯ୍ୟପ୍ରଣାଳୀକୁ ନେଇ ଭାରତ ତଦନ୍ତ ଚଳାଇଛି। ନେଟ୍‌ଫ୍ଲିକ୍ସର ଜଣେ ପୂର୍ବତନ କର୍ମଚାରୀଙ୍କ ନିକଟକୁ ଭାରତ ସରକାରଙ୍କ ପକ୍ଷରୁ ପଠାଯାଇଥିବା ଏକ ଇ-ମେଲ୍‌ରୁ…

ଏଇ ଭାରତରେ

କଥାରେ ଅଛି ଦୃଢ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ଆଗରେ ପ୍ରତିବନ୍ଧକ ହାର୍‌ମାନେ। ଯାହାର ଉଦାହରଣ ସାଜିଛନ୍ତି ଉତ୍ତରାଖଣ୍ଡ ବାଗେଶ୍ୱର ଅଞ୍ଚଳ ନିବାସୀ ମମତା କାର୍କି। ୪୨ ବର୍ଷୀୟ ଏହି ମହିଳା ସାଂସାରିକ ବୋଝ ମୁଣ୍ଡାଇ ମଧ୍ୟ ପିସିଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ…

ନୀରବଦ୍ରଷ୍ଟା

ଅନେକ ସମୟରେ ଆଖିଆଗରେ କିଛି ଗୋଟେ ଘଟଣା କି ଦୁର୍ଘଟଣା ଘଟୁଥିବା ବେଳେ କିଛି ଲୋକ ନୀରବରେ ଏ ଦୃଶ୍ୟ ଉପଭୋଗ କରୁଥିବାର ଦେଖିବାକୁ ପାଇବେ। ଏମାନେ ଉକ୍ତ ଘଟଣା ବା ଦୁର୍ଘଟଣାକୁ ନେଇ ଆଦୌ ବ୍ୟଥିତ କି ବିଚଳିତ ହୁଅନ୍ତି…

ପେଜର ବିସ୍ଫୋରଣରୁ ଶିକ୍ଷା

ଇସ୍ରାଏଲ-ହମାସ ଯୁଦ୍ଧ ଏବେ କଡ଼ ଲେଉଟାଇ ଇସ୍ରାଏଲ୍‌-ହେଜ୍‌ବୋଲ୍ଲା ଯୁଦ୍ଧର ରୂପ ନେଲାଣି। ଇସ୍ରାଏଲ ଅଭିନବ ବୁଦ୍ଧି ଖଟାଇ ଲେବାନନରେ କରିଥିବା ପେଜର, ଓ୍ବାକିଟକି ଏବଂ ପରବର୍ତ୍ତୀ ସମୟରେ ଅନ୍ୟ ଯୋଗାଯୋଗ ଯନ୍ତ୍ରକୁ ବିସ୍ଫୋରଣ ଘଟାଇ ଅଧିକାଂଶ ଲଢ଼ୁଆ ହେଜ୍‌ବୋଲ୍ଲା ସଦସ୍ୟଙ୍କ ଚକ୍ଷୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri