Home

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କ୍ଷୋଭ ପ୍ରକାଶ କରିଥିଲେ। କଟକ ସଦର ବ୍ଲକ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା ଓ କାଇତାଲା ରାଜସ୍ବ ମୌଜାର ୫୩୨ଜଣ ସ୍ବତ୍ୱାଧିକାରୀ ଜମି ମାଲିକଙ୍କୁ ପଟ୍ଟା ପ୍ରଦାନ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ ପାଇଁ ଏକ ପ୍ରମୁଖ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି ଯେ ଅକ୍ଟୋବର…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ ସହ ବିବାହ କରାଯାଉଥିବା ପରିଲକ୍ଷିତ ହେଉଛି। ଏହା ଏକ ସାମାଜିକ ବ୍ୟାଧି। ସରକାରଙ୍କ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ ହୋଇଯାଏ ଏବଂ କଳାବଜାରରେ ପହଞ୍ଚିଯାଏ, ସେତେବେଳେ ଏହି ପ୍ରସଙ୍ଗ କେବଳ ଚୋରିଠାରୁ ଅଧିକ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ଅଭିଯୋଗ ହୋଇଛି l…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ ସିମେଣ୍ଟ ଖଣ୍ଡ ଖସୁଛି। ସାମାନ୍ୟ ବର୍ଷା ହେଲେ ପାଣି ଗଳି ଗୃହରେ ଜମୁଥିବା…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ ନେଇ ବିବାଦ ଦେଖାଦେଇଥିଲା; ସୋସିଆଲ ମିଡିଆ ବ୍ୟବହାରକାରୀମାନେ ତାଙ୍କ ପୋଷାକକୁ ନେଇ ତାଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ ରଖିବା ଏବଂ ଏକ ମର୍ଯ୍ୟାଦାପୂର୍ଣ୍ଣ ଜୀବନ ସୁନିଶ୍ଚିତ କରିବା ପାଇଁ, ରାଜ୍ୟ ସରକାର…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ କାର ଉପରେ ଲିପଷ୍ଟିକରେ ପ୍ରାୟ ୩୪୦୦ ଚୁମ୍ବନ ଚିହ୍ନ ଆଙ୍କି ଦେଇଥିଲେ। ଏହି…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ ୧୬ ଜଣ ଶିଶୁ ଥିଲେ। ଏଥିରୁ ଡାକ୍ତରମାନେ କେବଳ ଜଣଙ୍କୁ ବଞ୍ଚାଇବାରେ ସଫଳ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ଓନମ ପାଇଁ ମଧ୍ୟ ତାଙ୍କର ଶୁଭକାମନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?